• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

କଟକ, ବନ୍ଦ କୋଠରୀରୁ ଉଦ୍ଧାର ହେଲେ ଯୁବକ

Proprietor Abhimanyu Maharana by Proprietor Abhimanyu Maharana
November 29, 2020
in ଅପରାଧ, ଓଡ଼ିଶା, କଟକ, ହୋମ୍
0
କଟକ, ବନ୍ଦ କୋଠରୀରୁ ଉଦ୍ଧାର ହେଲେ ଯୁବକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୯ ନଭେମ୍ବର /ରବିବାର) କଟକ :- ବନ୍ଦ କୋଠରୀ ଭିତରୁ ଉଦ୍ଧାର ହେଲେ ଯୁବକ। ଘଟଣା ଟି ଘଟିଛି କଟକ ଚାଉଳିଆଗଞ ଥାନା ଅନ୍ତର୍ଗତ ବିଦ୍ୟାଧରପୁର ଦେବେନ୍ଦ୍ର ନଗର ଅଞ୍ଚଳରେ। ଯୁବକ ଜଣକ ଗୋଟିଏ ଘରେ ବନ୍ଦ ରହିଥିବାର ଖବର ପାଇ କିଛି ସାମ୍ବାଦିକ ପୋଲିସ୍ କୁ ଖବର ଦେଇଥିଲେ। ଚାଉଳିଆଗଞ ଥାନାର ପିସିଆର୍ ଗାଡି ପହଞ୍ଚି ଘରେ ପଡିଥିବା ତାଲାକୁ ଭାଙ୍ଗି ଯୁବକଙ୍କୁ ଉଦ୍ଧାର କରିଥିଲେ। ଉଦ୍ଧାର ଯୁବକଙ୍କ ନାମ ମାନସ ମିଶ୍ର ହୋଇଥିବାବେଳେ , ତାଙ୍କ ଘର ଯାଜପୁର କୋରେଇ ଉତ୍ତରାଗୋଳିଆ ଗ୍ରାମରେ। ସେ ପେଶାରେ ଜଣେ ଡ୍ରାଇଭର। ଯୁବକଙ୍କ କହିବା ଅନୁସାରେ ରାଜୁ ନାମକ ଏକ ଯୁବକ କିଛି ସାମଗ୍ରୀ ନେଇ ନୟାଗଡକୁ ଯିବା ପାଇଁ କହିଥିଲେ। ହେଲେ ରାଜି ନ ହେବାରୁ ଭୁବନେଶ୍ୱର ରସୁଲଗଡ଼ ଛକରେ ୪ ରୁ ୫ ଯୁବକ ପହଞ୍ଚି ତାଙ୍କୁ ମାଡ଼ ମାରି ମୁହଁରେ କପଡା ବାନ୍ଧି ବିଦ୍ୟାଧରପୁର ଦେବେନ୍ଦ୍ର ନଗରରେ ଏକ ରୁମ୍ କୁ ନେଇ ଆସିଥିଲେ ।

ଗତ ଶୁକ୍ରବାର ଠୁ ତାଲା ପକାଇ କବାଟ ବନ୍ଦ କରି ରଖି ଫେରାର ହୋଇଯାଇଥିଲେ। ତେବେ ଏହି ଯୁବକ କିପରି ଆଉ କେଉଁଠୁ ଆସିଲା , ସେ ବାବଦରେ ଘର ମାଲିକ ବାବାଜି ଦାସ କିଛି ଜାଣି ନାହାନ୍ତି ବୋଲି କହିଛନ୍ତି। ତେବେ ଉଦ୍ଧାର ସମୟରେ ଯୁବକ ଖାଦ୍ୟ ଅଭାବରୁ ସ୍ୱାସ୍ଥ୍ୟ ଅବସ୍ଥା ଠିକ୍ ନ ଥିବା ବେଳେ ସାମ୍ବାଦିକ ମାନେ କିଛି ଖାଦ୍ୟ ଖାଇବାକୁ ଦେଇଥିଲେ। ପରେ ପୋଲିସ୍ ଭ୍ୟାନ୍ ରେ ବସାଇ ଥାନାକୁ ନେଇ ଯାଇଥିବାବେଳେ ତାଙ୍କ ପରିବାକୁ ଡକାଇ ହସ୍ତାନ୍ତର କରାଯିବ ବୋଲି ପୋଲିସ୍ କହିଛି। ଆଉ ଏହି ଅପହରଣ ଘଟଣାରେ କିଏ କେଉଁଥି ପାଇଁ କହଁକି ଏଭଳି ଭାବରେ ଅପହରଣ କରିଛି ଆଉ ଏହି ଘଟଣାର ଅନ୍ୟ କିଛି କାରଣ ଅଛିକି ,କିଏ ସମ୍ପୃକ୍ତ ଅଛନ୍ତି ସେ ନେଇ ଅଧିକ ତଦନ୍ତ କରୁଛି ଚାଉଳିଆଗଞ ଥାନା ପୋଲିସ । (କଟକ ରୁ ଅମୂଲ୍ୟ କୁମାର ବାରିକଙ୍କ ରିପୋର୍ଟ) 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗତ ଛାତ୍ର ସନ୍ତୋଷ ସାହୁଙ୍କ ସ୍ମୃତି ଚାରଣ ସଭା

ସ୍ବର୍ଗତ ଛାତ୍ର ସନ୍ତୋଷ ସାହୁଙ୍କ ସ୍ମୃତି ଚାରଣ ସଭା

August 10, 2026
ବାଙ୍କୋଇ – ପାଟବନ୍ଧ ଗ୍ରାମ୍ୟ ଉର୍ନ୍ନୟନ ରାସ୍ତା ମରଣଯନ୍ତା ପରିଣତ

ବାଙ୍କୋଇ – ପାଟବନ୍ଧ ଗ୍ରାମ୍ୟ ଉର୍ନ୍ନୟନ ରାସ୍ତା ମରଣଯନ୍ତା ପରିଣତ

August 10, 2026
1984 ମସିହା ISc ଵେଚ ର ବନ୍ଧୁ ମିଳନ

1984 ମସିହା ISc ଵେଚ ର ବନ୍ଧୁ ମିଳନ

August 10, 2026
ହରଘର ତ୍ରିରଙ୍ଗା ଅବସରରେ କଳା ପ୍ରଦର୍ଶନ କର୍ମଶାଳା

ହରଘର ତ୍ରିରଙ୍ଗା ଅବସରରେ କଳା ପ୍ରଦର୍ଶନ କର୍ମଶାଳା

August 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗତ ଛାତ୍ର ସନ୍ତୋଷ ସାହୁଙ୍କ ସ୍ମୃତି ଚାରଣ ସଭା

ସ୍ବର୍ଗତ ଛାତ୍ର ସନ୍ତୋଷ ସାହୁଙ୍କ ସ୍ମୃତି ଚାରଣ ସଭା

August 10, 2026
ବାଙ୍କୋଇ – ପାଟବନ୍ଧ ଗ୍ରାମ୍ୟ ଉର୍ନ୍ନୟନ ରାସ୍ତା ମରଣଯନ୍ତା ପରିଣତ

ବାଙ୍କୋଇ – ପାଟବନ୍ଧ ଗ୍ରାମ୍ୟ ଉର୍ନ୍ନୟନ ରାସ୍ତା ମରଣଯନ୍ତା ପରିଣତ

August 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version