• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଧାନସଭାର ; ନିର୍ଦ୍ଧାରିତ ସମୟର ମାସେ ପୂର୍ବରୁ ସରିଲା ଶୀତକାଳୀନ ଅଧିବେଶନ

Proprietor Abhimanyu Maharana by Proprietor Abhimanyu Maharana
November 29, 2020
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବିଧାନସଭାର ; ନିର୍ଦ୍ଧାରିତ ସମୟର ମାସେ ପୂର୍ବରୁ ସରିଲା ଶୀତକାଳୀନ ଅଧିବେଶନ
Share on FacebookShare on TwitterWhatsapp

1. ହଟ୍ଟଗୋଳ ମଧ୍ୟରେ ପାରିତ ହେଲା ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍ । ୧୧ ହଜାର ୭୦୦ କୋଟି ଟଙ୍କାର ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍ ପାରିତ ହେଲା ।

2. ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ପ୍ରସ୍ତାବ ଆଣିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ।

3. କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ପ୍ରସ୍ତାବକୁ ଘୋର ବିରୋଧ କରିଥିଲେ ।

ଓଡ଼ିଶା ତାଜା ନ୍ୟୁଜ୍ (୨୯ ନଭେମ୍ବର /ରବିବାର ) ଭୁବନେଶ୍ୱର :- ଆଜି ବିଧାନସଭା ୧୦ ଦିନ ଚାଲିବା ପରେ ନିର୍ଦ୍ଧାରିତ ସମୟ ପୂର୍ବରୁ ବିଧାନସଭାର ଶୀତ ଅଧିବେଶନ ଶେଷ ହୋଇଯାଇଛି । ‘ପରୀ’ ହତ୍ୟା ମାମଲାକୁ ନେଇ ବିରୋଧି ବିଜେପି ଗୃହ ମଧ୍ୟରେ ହଟ୍ଟଗୋଳ କରିଥିଲେ । ଏହାପରେ ବାଚସ୍ପତି ଗୃହକୁ ଅପରାହ୍ନ ୩ ଟା ଯାଏଁ ମୁଲତବୀ ଘୋଷଣା କରିଥିଲେ । ଏହାପରେ ଗୃହରେ ହଟ୍ଟଗୋଳ ମଧ୍ୟରେ ପାରିତ ହେଲା ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍ । ୧୧ ହଜାର ୭୦୦ କୋଟି ଟଙ୍କାର ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍ ପାରିତ ହେଲା । ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍ ପାରିତ ହେବା ସମୟରେ ଗୃହରେ ଉପସ୍ଥିତ ନଥିଲେ ବିରୋଧି ବିଜେପିର ସଭ୍ୟ ।

ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପାଇଁ ୧୬୨୭ କୋଟି । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପାଇଁ ୨୦୪୧ କୋଟି । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ପାଇଁ ୧୦୭୭ କୋଟି । ଭିତ୍ତିଭୂମି କ୍ଷେତ୍ର ପାଇଁ ୧୬୦୩ କୋଟି ଟଙ୍କା ବ୍ୟୟ ମଞ୍ଜୁରୀ ବିଲ୍‌ରେ ବ୍ୟୟ ବରାଦ ହୋଇଥିବା ବେଳେ ମୋଟ୍‌ ୭ ହଜାର ୪୩୮ କୋଟି ଟଙ୍କାର କାର୍ଯ୍ୟକ୍ରମ ବ୍ୟୟ ବରାଦ ହୋଇଛି।

ସେହିପରି ସେପ୍ଟେମ୍ବର ଶେଷ ସୁଦ୍ଧା ନିଜସ୍ବ ରାଜସ୍ବ ସଂଗ୍ରହ ୧.୭% ବୃଦ୍ଧି ହେବା ସହ ଗତବର୍ଷ ସେପ୍ଟେମ୍ବର ସୁଦ୍ଧା ଆଦାୟ ତୁଳନାରେ ୧.୭% ବୃଦ୍ଧି ପାଇଛି । ଏହି ଅତିରିକ୍ତ ବଜେଟରେ ଲୋକଙ୍କ ଜୀବନ ଓ ଜୀବିକାର ସୁରକ୍ଷାକୁ ଗୁରୁତ୍ବ ଦେବା ସହ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା କୋଭିଡ୍‌ ପାଇଁ ଘୋଷିତ ପ୍ୟାକେଜୁ ପ୍ରାଧାନ୍ୟ ଦିଆଯାଇଥିବା ବ୍ୟୟ ମଞ୍ଜୁରୀ ବିଲ୍‌ ଉପସ୍ଥାପନ ଅବସରରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଝାରୀ ଅଭିଭାଷଣ ଦେଇ କହିଛନ୍ତି।

ବିଧାନସଭାର ନିର୍ଦ୍ଧାରିତ ସମୟର ମାସେ ପୂର୍ବରୁ ସରିଲା ଶୀତକାଳୀନ ଅଧିବେଶନ । ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ଗୃହରେ ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍ ପାରିତ ହେବାପରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବି ନେଇ ଆସିଲା ପ୍ରସ୍ତାବ। ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ପ୍ରସ୍ତାବ ଆଣିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ।

ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ପ୍ରସ୍ତାବକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏବଂ ବିଜେଡି ବିଧାୟକ ଅମର ଶତପଥି ମଧ୍ୟ ସମର୍ଥନ କରିଥିଲେ । କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ପ୍ରସ୍ତାବକୁ ଘୋର ବିରୋଧ କରିଥିଲେ । ତାରା ପ୍ରସାଦ ବାହିନୀପତି କହିଥିଲେ ଗୃହରେ ଆହୁରୀ ଅନେକ ପ୍ରସଙ୍ଗ ଆଲୋଚନା ହେବାରେ ବାକିଥିଲା ଗୃହକୁ ଏପରି ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା ଠିକ ନୁହେଁ ବୋଲି କହିଛନ୍ତି । ଫଳରେ ମାତ୍ର  ଗତ ୨୦ ତାରିଖରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହୋଇଥିଲା ଓ ତାହା ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବାର ଥିଲା । ଫଳରେ ୩୦ଟି କାର୍ଯ୍ୟ ଦିବସ ପୂର୍ବରୁ ବିଧାନସଭା ବନ୍ଦ ହୋଇଯାଇଛି ।      (ରିପୋର୍ଟ/ସୋନାଲି ମହାରଣା )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲା ଯୋଜନା ବୋର୍ଡ ର ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ଓମ ପ୍ରକାଶ ମିଶ୍ର

ଜିଲ୍ଲା ଯୋଜନା ବୋର୍ଡ ର ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ଓମ ପ୍ରକାଶ ମିଶ୍ର

April 25, 2026
ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

April 25, 2026
ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

April 25, 2026
ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲା ଯୋଜନା ବୋର୍ଡ ର ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ଓମ ପ୍ରକାଶ ମିଶ୍ର

ଜିଲ୍ଲା ଯୋଜନା ବୋର୍ଡ ର ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ଓମ ପ୍ରକାଶ ମିଶ୍ର

April 25, 2026
ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version