ଓଡ଼ିଶା ତାଜା ନ୍ୟୁଜ୍ (୩୦ ନଭେମ୍ବର ସୋମବାର )ଝରିଗାଁ ବ୍ଲକ :-ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଆଦର୍ଶ ବିଦ୍ୟାଳୟ ଠାରେ ଝରିଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ଆମ ଓଡ଼ିଶା ର ମିଳିତ ଆନୁକୂଲ୍ୟରେ ରକ୍ତ ଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଝରିଗାଁ ବିଧାୟକ ଶ୍ରୀଯୁକ୍ତ ପ୍ରକାଶ ଚନ୍ଦ୍ର ମାଝୀ ମହୋଦୟ ଉପସ୍ଥିତ ରହି କାର୍ଯ୍ୟକ୍ରମ ଉଦଘାଟନ କରିଥିଲେ । ଏହି ରକ୍ତ ଦାନ ଶିବିରରେ 375 ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା ।