• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ସ୍ଥିତ ଭକ୍ତି ସଙ୍ଗୀତ ସଂସଦ ପରିସରରେ ହିନ୍ଦୀ ଓ ଓଡିଆ ଭଜନ ଲୋକାର୍ପଣ

Proprietor Abhimanyu Maharana by Proprietor Abhimanyu Maharana
December 1, 2020
in ଓଡ଼ିଶା, ଗଜପତି, ଗଞ୍ଜାମ, ହୋମ୍
0
ପାରଳାଖେମୁଣ୍ଡି ସ୍ଥିତ ଭକ୍ତି ସଙ୍ଗୀତ ସଂସଦ ପରିସରରେ ହିନ୍ଦୀ ଓ ଓଡିଆ ଭଜନ ଲୋକାର୍ପଣ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧ଡିସେମ୍ବର ମଙ୍ଗଳବାର ) ପାରଳାଖେମୁଣ୍ଡି :- ଭକ୍ତି ସଙ୍ଗୀତ ସଂସଦ ପରିସରରେ ହିନ୍ଦୀ ଓ ଓଡ଼ିଆ ଭଜନ ଭିଡ଼ିଓର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ମହନ୍ତ ମହାରାଜ ଶ୍ରୀ ରାମନନ୍ଦ ଦାସ ଜି ଯୋଗ ଦେଇଥିବା ବେଳେ ବିଶିଷ୍ଠ ଓଡ଼ିଶୀ ସଙ୍ଗୀତ ତଥା ସଙ୍ଗୀତ ନିର୍ଦ୍ଦେଶକ ଗୁରୁ ରଘୁନାଥ ପାତ୍ର, ଅନୁଷ୍ଠାନର ସଭାପତି ବସନ୍ତ ଦାସ, ଉପ-ସଭାପତି ପ୍ରଦୀପ ନାୟକ, ସମ୍ପାଦକ ପୂର୍ଣ୍ଣଚନ୍ଦ୍ର ରଥ ଅନ୍ୟତମ ଅତିଥି ଭାବରେ ଯୋଗ ଦେଇଥିଲେ

ଲୋକାର୍ପିତ ହୋଇଥିବା ଏହି ଭଜନ ଗୁଡିକରେ କଣ୍ଠ ଦାନ କରିଛନ୍ତି ଗୁରୁ ରଘୁନାଥ ପାତ୍ରଙ୍କ ସମେତ ତାଙ୍କ ଛାତ୍ରଛାତ୍ରୀ ଯଥା ଆଶୁତୋଷ ମିଶ୍ର, ଅନ୍ୱେସା ରଥ ଓ ଶୁଭଶ୍ରୀ ନାୟକ . ଏଥିରେ ଭାରତର ପ୍ରସିଦ୍ଧ କବି ସନ୍ଥ ସୁରଦାସ, ମୀରାବାଇଙ୍କ ରଚିତ ଦୁଇଟି ହିନ୍ଦୀ ଭଜନ ସ୍ଥାନ ପାଇଥିବାବେଳେ ବାବାଜୀ ଚରଣ ଜେନାଙ୍କ ଦୁଇଟି ଓଡ଼ିଆ ଭଜନ ସ୍ଥାନୀତ ହୋଇଛି । ଏହି ଗୀତଗୁଡିକର ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଗୁରୁ ରଘୁନାଥ ପାତ୍ର । ଉକ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ରାଜେଶ ପାତ୍ର, ରାଜେନ୍ଦ୍ର ରଥ, ସ୍ନିଗ୍ଧା ମିଶ୍ର, ଉକ୍ତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ଅଭିଭାବକ ଗଣମାଧ୍ୟମ ପ୍ରତିନିଧିମାନେ ଯୋଗ ଦେଇଥିଲେ ।           (ପାରଳାଖେମୁଣ୍ଡି/ଗରୁଡ଼ ଧ୍ଵଜ ଚୌଧୁରୀ) 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତାରେ ନୟାଗଡ ଜିଲ୍ଲାକୁ ୨ ସ୍ବର୍ଣ୍ଣ, ୩ ରୌପ୍ୟ ଏବଂ ୨ କାଂସ୍ୟ ପଦକ

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତାରେ ନୟାଗଡ ଜିଲ୍ଲାକୁ ୨ ସ୍ବର୍ଣ୍ଣ, ୩ ରୌପ୍ୟ ଏବଂ ୨ କାଂସ୍ୟ ପଦକ

April 28, 2026
ପୁରୀ ଜିଲ୍ଲା ଧାନ ସଂଗ୍ରହ ମକିଟି ବୈଠକ

ପୁରୀ ଜିଲ୍ଲା ଧାନ ସଂଗ୍ରହ ମକିଟି ବୈଠକ

April 28, 2026
Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତାରେ ନୟାଗଡ ଜିଲ୍ଲାକୁ ୨ ସ୍ବର୍ଣ୍ଣ, ୩ ରୌପ୍ୟ ଏବଂ ୨ କାଂସ୍ୟ ପଦକ

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତାରେ ନୟାଗଡ ଜିଲ୍ଲାକୁ ୨ ସ୍ବର୍ଣ୍ଣ, ୩ ରୌପ୍ୟ ଏବଂ ୨ କାଂସ୍ୟ ପଦକ

April 28, 2026
ପୁରୀ ଜିଲ୍ଲା ଧାନ ସଂଗ୍ରହ ମକିଟି ବୈଠକ

ପୁରୀ ଜିଲ୍ଲା ଧାନ ସଂଗ୍ରହ ମକିଟି ବୈଠକ

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version