• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶାସକ ଦଳର ଭିତରି ବୁଝାମଣା, ପ୍ରଶାସନିକ କଟକଣା ( ଟୋକନ ପାଇଁ ଚାଷୀ ହଇରାଣ ) ପଦ୍ମପୁର  

Proprietor Abhimanyu Maharana by Proprietor Abhimanyu Maharana
December 1, 2020
in ଓଡ଼ିଶା, ବରଗଡ଼, ହୋମ୍
0
ଶାସକ ଦଳର ଭିତରି ବୁଝାମଣା, ପ୍ରଶାସନିକ କଟକଣା ( ଟୋକନ ପାଇଁ ଚାଷୀ ହଇରାଣ ) ପଦ୍ମପୁର  
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧ଡିସେମ୍ବର ମଙ୍ଗଳବାର ) ପଦ୍ମପୁର :- ଆଜକୁ ୧୫ ଦିନ ହେବ ପାଇକମାଲ ଅଧିନସ୍ଥ ଭେଙ୍ଗରାଜପୁର ପଞ୍ଚାୟତ ଧାନମଣ୍ତି କେନ୍ଦ୍ରରେ ଆସୁଥିବା ୧୫ଟି ଗ୍ରାମର ଚାଷୀ ଟୋକନ ପାଇବାରୁ ବଞ୍ଚିତ । ଚାଷୀ ବ୍ଯାଙ୍କ,ମହାଜନୀ ୠଣ,ଅଳଙ୍କାର ବିକ୍ରି କରି ଏବର୍ଷ ଉତ୍ତମ ଚାଷ କରି ସୁ ଫସଲ ଆଦାୟ କରିଛି । ଏବେ ଧାନ ବିକ୍ରି କରି ୠଣ ପୈଠ କରିବା ପାଇଁ ଆଶା କରିଛି । ସରକାରୀ ଦଳ ଓ ପ୍ରଶାସନିକ ଅଧିକାରୀଙ୍କ ଭିତିରି ବୁଝାମଣା ବା ସ୍ଥାନୀୟ ଉଚ୍ଚ ପଦବୀ ର ଅଧିକାରୀ ହୋଇଥିବା ରାଜନୈତିକ ବ୍ଯକ୍ତିଙ୍କ ଚାପରେ ଛନ୍ଦି ହୋଇ ପ୍ରଶାସନ ଟୋକନ ଯୋଗାଇ ବାରେ ଭୂଆଁ ବୁଲାଉଛି । ଚାଷୀ ବାରମ୍ବାର ବରଗଡ଼ ଜିଲ୍ଲାପାଳଙ୍କ ଦ୍ବାରସ୍ଥ ହେଉଥିଲେ ସୁଦ୍ଧା ଫଳ ଶୂନ ! ଘଟଣାର ଅନୁସନ୍ଧାନ ରୁ ଜଣାଯାଏ ଯେ ,ଓଡିଶା ରାଜ୍ୟ ସରକାର ବା ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ କୃଷକ ଓ ସ୍ବୟଂ ସହାୟକ ଗୋଷ୍ଠୀକୁ ଅଗ୍ରାଧିକାର ଦେଇଥିବା ବେଳେ ତାଙ୍କର ନିକଟ ବର୍ତ୍ତିଥିବା ଏଠିକାର ରାଜନେତାଙ୍କ ଚାପରେ ପ୍ରଶାସନ ସବୁ ଜାଣି ଅଜଣା ପରି ରହିବା ସହ ଚାଷୀକୁ କ୍ଷତି ପହଞ୍ଚିଉଛି ।

ଏହି ମଣ୍ତିର ଧାନ କିଣିବା ପାଇଁ ଉତ୍କଳ ସ୍ବୟଂ ସହାୟକ ଗୋଷ୍ଠୀକୁ କାର୍ଯ୍ୟଦେଶ ମିଳିଛି । ଗତ ତା ୧୦ ୵ ୯ ୵ ୨୦ ଦିନ ରେ ପାଇକମାଲ ତହସିଲଦାର ମନୋଜ କୁମାର ମେହେର,ଯୋଗାଣ ନିରୀକ୍ଷକ ଏବଂ ACCO ପଦ୍ମପୁର ଚାଷୀଙ୍କ ନିକଟ ବର୍ତ୍ତି ହୋଇ ଉତ୍କଳ ସ୍ବୟଂ ସହାୟକ ଗୋଷ୍ଠୀକୁ ସୁଚାରୁରୂପେ କାର୍ଯ୍ୟ ତୁଲାଉଥିବା ବିଷୟରେ ସ୍ପଷ୍ଟ ହୋଇ ଥିଲେ । ଗତ ତା ୨୮ ୵ ୧୦ ୵ ୨୦ ରେ ଧାନ କିଣିବା ପାଇଁ ତାଲିମ ଦେଇଥିଲେ । ତା ୭ ୵ ୯ ୵ ୨୦ ରେ କଲାପଟା,ଡଷ୍ଟର, ବେନର କିଣିବା ପାଇଁ ନିର୍ଦ୍ଦେଶ ଦେବା ସହ ଭୂମିପୂଜା କରିଥିଲେ । କିନ୍ତୁ ସମସ୍ତ ପ୍ରସ୍ତୁତି ଶେଷ ହୋଇ ଯାଇଥିଲେ ସୁଦ୍ଧା ପ୍ରଭାବଶାଳୀ ରାଜନେତା,ଦଲାଲଙ୍କ ଚାପରେ ଚୁପ ଅଛନ୍ତି ବିଭାଗୀୟ ପଦାଧିକାରୀ ଏଥିରୁ ସ୍ପଷ୍ଟ ଜଣାଯାଏ ଯେ ଅର୍ଥ ଲୋଭରେ ସ୍ବୟଂ ସହାୟକ ଓ ଚାଷୀଙ୍କ କାନ୍ଧରେ ବନ୍ଧୁକ ରଖି ଚାଷୀ ଓ ସ୍ବୟଂ ସହାୟକ ଗୋଷ୍ଠୀକୁ କ୍ଷତି ଓ ଅପମାନ ପହଞ୍ଚିଉଥିବା ବିଷୟ,ଏହି ବାର୍ତ୍ତା ସମସ୍ତ ସ୍ବୟଂ ସହାୟକ ଗୋଷ୍ଠୀ ଓ ଚାଷୀ ପାଖରେ ପହଞ୍ଚିଲେ ସରକାର ଓ ପ୍ରଶାସନ ସମ୍ଭାଳି ପାରିବେତ ? ଏମିତି ଅନେକ ପ୍ରଶ୍ନ ହେଉଛି । ଆଜି ପୁଣି ଟୋକନ ଆଶାରେ ଜିଲ୍ଲାପାଳଙ୍କ ଦ୍ବାରସ୍ଥ ହୋଇଛି ଜୟ କିଶାନ କୃଷକ ସଂଘ,ଭେଙ୍ଗରାଜପୁର ଏବେ ଅପେକ୍ଷା ରହିଲା ଜିଲ୍ଲାପାଳ କାହାକୁ ନିର୍ଭୟ ସହ ନ୍ଯାୟ ଯୋଗାଇବା ସହ ଟୋକନ ଯୋଗାଇବେ । ଏହା ଏକ ପ୍ରଶ୍ନବାଚୀ ହେଉଛି ।    (ରିପୋର୍ଟ – ନିରୋଜ କୁମାର ପାଣୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version