• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ବନ୍ଧୁକ , ୫ ଜିବନ୍ତ ଗୁଳି ସମେତ ମୋଟର ସାଇକେଲ ଜବତ

Proprietor Abhimanyu Maharana by Proprietor Abhimanyu Maharana
December 2, 2020
in ଅପରାଧ, ଓଡ଼ିଶା, ଗଞ୍ଜାମ, ହୋମ୍
0
ବନ୍ଧୁକ , ୫ ଜିବନ୍ତ ଗୁଳି ସମେତ ମୋଟର ସାଇକେଲ ଜବତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨ ଡିସେମ୍ବର ବୁଧବାର ) ହିଞ୍ଜିଳିକାଟୁ  :- ବନ୍ଧୁକ ମୁନରେ ଦାଦା’ଙ୍କୁ ଦାଦାବଟି ମାଗି ପୁତୁରା ଗିରଫ ହେବା ଘଟଣା ସ୍ଥାନୀୟ ଅଂଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଭଳି ଏକ ଘଟଣା ଶନିବାର ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ଥାନା ଗିରିଆ ଗ୍ରାମରେ ଘଟିଛି । ବନ୍ଧୁକ ମୁନରେ ନିଜ ଦାଦାଙ୍କୁ ୫ଭରଣ ଜମି ଓ ୫୦ ହଜାର ଟଙ୍କା ଦାଦାବଟି ମାଗିବା ଅଭିଯୋଗରେ ହିଞ୍ଜିଳି ପୁଲିସ ଅଭିଯୁକ୍ତ ପୁତୁରାଙ୍କୁ ଗିରଫ କରିଛି । ଗିରଫ ଜଣକ ଆସିକା ଥାନା ନଳବଂଟା ଗ୍ରାମର ମୁକେଶ ପ୍ରଧାନ ଓରଫ ବାଦଲ (୨୬) । ଗିରଫ ଯୁବକଙ୍କ ଠାରୁ ଗୋଟିଏ ୯ଏମଏମ ବନ୍ଧୁକ, ୫ଟି ଜୀବନ୍ତ ଗୁଳି ସମେତ ଏକ ହିରୋ ଏଚଏଫ୍ ଡ଼ିଲକ୍ସ ମୋଟର ସାଇକେଲ (ଓଡ଼ି୦୭ଏଫ୍ ୭୧୦୪)କୁ ପୁଲିସ ଜବତ କରିଛି । ଏ ନେଇ ହିଞ୍ଜିଳି ଥାନାରେ ନଂ- ୪୨୯/୨୦ରେ ଏକ ମାମଲା ରୁଜୁ କରି ଯୁବକଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଥିବା ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସଙ୍କ ସୁତ୍ରରୁ ପ୍ରକାଶ ।

ପ୍ରକାଶ ଯେ, ଶନିବାର ସକାଳ ପ୍ରାୟ ୮ଟାରେ ଆସିକା ଥାନା ନଳବଂଟା ଗ୍ରାମର ମୁକେଶ ହିଞ୍ଜିଳି ଥାନା ଗିରିଆ ଗ୍ରାମକୁ ଆସି ନିଜ ଦାଦା ଅମର ପ୍ରଧାନଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ୫ଭରଣ ଜମି ଓ ୫୦ ହଜାର ଟଙ୍କା ଦାଦାବଟି ମାଗିଥିଲେ । ଦାଦାବଟି ନଦେବାରୁ ପୁତୁରା, ଦାଦାଙ୍କୁ ମାଡ଼ ମାରିବା ସହ ଅପହରଣ କରିବା ଓ ହତ୍ୟା ଧମକ ଦେଇ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲେ । ଘଟଣା ନେଇ ଅମର ଶନିବାର ଅପରାହ୍ନରେ ହିଞ୍ଜିଳି ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗ ଭିତିରେ ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଥିଲା । ମଙ୍ଗଳବାର ସକାଳେ ଅଭିଯୁକ୍ତ ପୁତୁରାଙ୍କୁ ନଳବଂଟା ଗ୍ରାମରୁ ଗିରଫ କରାଯାଇଥିଲା । ଗିରଫ ସମୟରେ ଯୁବକଙ୍କ ଠାରୁ ଗୋଟିଏ ୯ଏମଏମ ବନ୍ଧୁକ, ୫ଟି ଜୀବନ୍ତ ଗୁଳି ସମେତ ଏକ ମୋଟର ସାଇକେଲକୁ ପୁଲିସ ଜବତ କରିଛି ।(ରିପୋର୍ଟ – ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆକ୍ସନ ମୋଡ୍‌ରେ ନୂତନ ଜିଲ୍ଲାପାଳ: ପ୍ରଶାସନିକ ସମୀକ୍ଷା ବୈଠକ ଜରିଆରେ ବିକାଶର ନୂଆ ପର୍ଯ୍ୟାୟ

ଆକ୍ସନ ମୋଡ୍‌ରେ ନୂତନ ଜିଲ୍ଲାପାଳ: ପ୍ରଶାସନିକ ସମୀକ୍ଷା ବୈଠକ ଜରିଆରେ ବିକାଶର ନୂଆ ପର୍ଯ୍ୟାୟ

March 15, 2026
୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 15, 2026
କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆକ୍ସନ ମୋଡ୍‌ରେ ନୂତନ ଜିଲ୍ଲାପାଳ: ପ୍ରଶାସନିକ ସମୀକ୍ଷା ବୈଠକ ଜରିଆରେ ବିକାଶର ନୂଆ ପର୍ଯ୍ୟାୟ

ଆକ୍ସନ ମୋଡ୍‌ରେ ନୂତନ ଜିଲ୍ଲାପାଳ: ପ୍ରଶାସନିକ ସମୀକ୍ଷା ବୈଠକ ଜରିଆରେ ବିକାଶର ନୂଆ ପର୍ଯ୍ୟାୟ

March 15, 2026
୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version