• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସେଂଟର ଅଫ୍ ଏକ୍ସିଲେନ୍ସ : ହିଞ୍ଜିଳିକାଟୁ ପୌରାଂଚଳର ୨ ବିଦ୍ୟାଳୟ ସାମିଲ

Proprietor Abhimanyu Maharana by Proprietor Abhimanyu Maharana
December 2, 2020
in ଓଡ଼ିଶା, ଗଞ୍ଜାମ, ହୋମ୍
0
ସେଂଟର ଅଫ୍ ଏକ୍ସିଲେନ୍ସ : ହିଞ୍ଜିଳିକାଟୁ ପୌରାଂଚଳର ୨ ବିଦ୍ୟାଳୟ ସାମିଲ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨ ଡିସେମ୍ବର ବୁଧବାର ) ହିଞ୍ଜିଳିକାଟୁ :- ଓଡ଼ିଶା ସରକାର ରାଜ୍ୟର ୧୦୧ଟି ବିଦ୍ୟାଳୟକୁ ସେଂଟର ଅଫ୍ ଏକ୍ସିଲେନ୍ସ କରିବା ସକାଶେ ଲକ୍ଷ୍ୟ ରଖିଛନ୍ତି । ଉକ୍ତ ଯୋଜନାରେ ହିଞ୍ଜିଳିକାଟୁ ପୌରାଂଚଳର ୨ଟି ବିଦ୍ୟାଳୟକୁ ସାମିଲ କରାଯାଇଛି । ସରକାରୀ ବୃନ୍ଦାବନ ଉଚ୍ଚ ବିଦ୍ୟାଳୟ ଓ ସରକାରୀ ଏନଏସି ଉଚ୍ଚ ବିଦ୍ୟାଳୟକୁ ସେଂଟର ଅଫ୍ ଏକ୍ସିଲେନ୍ସରେ ସାମିଲ କରାଯାଇ ସଂପୃକ୍ତ ବିଦ୍ୟାଳୟର ଭିତିଭୂମିକୁ ସୁଦୃଢ କରାଯିବାର ଲକ୍ଷ୍ୟ ରଖାଯାଇଛି । ଏହା କାର୍ଯ୍ୟକାରୀ କରାଗଲେ ସଂପୃକ୍ତ ବିଦ୍ୟାଳୟକୁ ୨୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରାଯିବ ବୋଲି ଜଣାପଡ଼ିଛି । ଏହା ଦ୍ୱାରା ବିଦ୍ୟାଳୟରେ ସ୍ପୋକେନ ଇଂରାଜୀ ପାଠ୍ୟକ୍ରମ ସାମିଲ କରାଯିବ । ଶିକ୍ଷାର୍ଥୀ ମାନଙ୍କ ଆଧାର ନମ୍ବର ସଂଯୋଗିକରଣ କରାଯାଇ ଶିକ୍ଷାର୍ଥୀଙ୍କ ପଞ୍ଜିକରଣ ଓ ଛାତ୍ର, ଛାତ୍ରୀଙ୍କ ଅନୁପାତରେ ଶିକ୍ଷକ, ଶିକ୍ଷୟତ୍ରୀ ନିଯୁକ୍ତି କରାଯିବାର ବ୍ୟବସ୍ଥା ରହିଛି ।

ଅନ୍ୟପକ୍ଷରେ ବିଦ୍ୟାଳୟ ଗୁଡ଼ିକରେ ଗୁଣାତ୍ମକ ଶିକ୍ଷାର ବିକାଶ ସକାଶେ ଅଭିଭାବକ/ ଅଭିଭାବିକା ମାନଙ୍କୁ ବିଦ୍ୟାଳୟ ପରିଚାଳନା ଓ ଉନ୍ନତିରେ ସାମିଲ କରାଯିବ ବୋଲି ଜଣାପଡ଼ିଛି । ଚଳିତ ବର୍ଷ ଜାନୁୟାରୀ ମାସରେ ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୦୧ଟି ବିଦ୍ୟାଳୟକୁ ସେଂଟର ଅଫ୍ ଏକ୍ସିଲେନ୍ସ କରିବା ପାଇଁ ଘୋଷଣା କରିଥିଲେ । ଜାନୁୟାରୀ ୩୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟି ସଚିବ ଭି, କାର୍ତିକେୟାନ ପାଣ୍ଡିୟାନ ହିଞ୍ଜିଳି ଗ୍ରସ୍ତ କରି ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କରିବା ସମୟରେ ବିଦ୍ୟାଳୟ ଗୁଡ଼ିକର ଭିତିଭୁମି ଯାଂଚ କରିବା ସହ ବିଦ୍ୟଳୟ ଗୁଡ଼ିକରେ ସମସ୍ତ ପ୍ରକାର ସୁବିଧା ସୁଯୋଗ ଉପଲବ୍ଧି କରିବା ସକାଶେ ବିଦ୍ୟାଳୟ ପରିଚାଳନା କମିଟି, ପ୍ରଧାନ ଶିକ୍ଷକ/ଶିକ୍ଷୟତ୍ରୀ ଏବଂ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ । ସ୍ଥାନୀୟ ପୌରାଂଚଳର ସଂପୃକ୍ତ ୨ଟି ବିଦ୍ୟାଳୟକୁ ସେଂଟର ଅଫ୍ ଏକ୍ସିଲେନ୍ସରେ ସାମିଲ କରାଯିବା ପରେ ସୋମବାର ଗଞ୍ଜାମ ଜିଲ୍ଲା ଶିକ୍ଷାଧିକାରୀ ଅମୁଲ୍ୟ କୁମାର ପ୍ରଧାନ ହିଞ୍ଜିଳି ଗ୍ରସ୍ତରେ ଆସି ସ୍ଥିତି ଅନୁଧ୍ୟାନ କରି ଫେରିଛନ୍ତି ।

ସ୍ଥାନୀୟ ପୌରାଂଚଳର ସଂପୃକ୍ତ ୨ଟି ବିଦ୍ୟାଳୟକୁ ସେଂଟର ଅଫ୍ ଏକ୍ସିଲେନ୍ସରେ ସାମିଲ କରାଯାଇଥବାରୁ ସରକାରୀ ଏନଏସି ଉଚ୍ଚ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକ ଭୀମସେନ ବେହେରା ସ୍ୱାଗତ ଜଣାଇଛନ୍ତି । ଅନ୍ୟ ପକ୍ଷରେ ସ୍ଥାନୀୟ ବ୍ଳକର ଅନ୍ୟାନ ବିଦ୍ୟାଳୟ ଗୁଡ଼ିକର ଉନ୍ନତି ସକାଶେ ପ୍ରସ୍ତାବ ରହିଥିବା ବିଡ଼ିଓ ପ୍ରସନ କୁମାର ପାତ୍ର କହିଛନ୍ତି । ଏ ନେଇ ମଙ୍ଗଳବାର ଭିଡ଼ିଓ କନଫେରନ୍ସ ମାଧ୍ୟମରେ ୫ଟି ସଚିବ ଭି. କାର୍ତିକେୟାନ ପାଣ୍ଡିୟାନ ହିଞ୍ଜିଳି ଓ ଶେରଗଡ଼ ବ୍ଳକର ବିଭିନ୍ନ ବିଦ୍ୟାଳୟ ଗୁଡ଼ିକର ଉନ୍ନତି ସକାଶେ ଆଲୋଚନା କରିଥିଲେ । ଆଲେଚନାରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ, ବ୍ଳକ ଅଧ୍ୟକ୍ଷ ଏନ. ରଘୁନାଥ, ମୁଖ୍ୟମନ୍ତ୍ରୀଙ୍କ ବ୍ଳକ ପ୍ରତିନିଧି ସୁରେନ୍ଦ୍ର ପ୍ରଧାନ, ଡ଼ି. ବିଶ୍ୱନାଥ, ସ୍ଥାନୀୟ ପୌରାଂଚଳ ଓ ବ୍ଳକର ୨୫ଟି ଉଚ୍ଚ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଓ ଜନ ପ୍ରତିନିଧି ମାନେ ଅଂଶ ଗ୍ରହଣ କରିଥିଲେ ।  (ରିପୋର୍ଟ – ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ରେ ଉଦ୍‌ଘାଟିତ ହେଲା ଓରମାସ୍‌ର ଦୀପାବଳି ଷ୍ଟଲ୍ ସ୍ଥାନୀୟ କାରିଗର ଓ ଉତ୍ପାଦକଙ୍କ ହାତତିଆରି ସାମଗ୍ରୀକୁ ମିଳିବ ବଜାର

ନୟାଗଡ଼ରେ ଉଦ୍‌ଘାଟିତ ହେଲା ଓରମାସ୍‌ର ଦୀପାବଳି ଷ୍ଟଲ୍ ସ୍ଥାନୀୟ କାରିଗର ଓ ଉତ୍ପାଦକଙ୍କ ହାତତିଆରି ସାମଗ୍ରୀକୁ ମିଳିବ ବଜାର

November 6, 2026
ଚୋର ଙ୍କୁ ସାବାସୀ, ଚୋର ଧରାଳୀଙ୍କୁ କଟାକ୍ଷ ଏପରି ବିଚିତ୍ର ଘଟଣା ଦେଖିବାକୁ ମିଳୁଛି ନୟାଗଡ଼ ଜ଼ିଲା ରଣପୁର ବ୍ଲକ ଚାନ୍ଦପୁର ଅଂଚଳରେ

ଚୋର ଙ୍କୁ ସାବାସୀ, ଚୋର ଧରାଳୀଙ୍କୁ କଟାକ୍ଷ ଏପରି ବିଚିତ୍ର ଘଟଣା ଦେଖିବାକୁ ମିଳୁଛି ନୟାଗଡ଼ ଜ଼ିଲା ରଣପୁର ବ୍ଲକ ଚାନ୍ଦପୁର ଅଂଚଳରେ

November 6, 2026
Phula Baula Beni (PBB 7) Celebrates Odia Language, Culture and Heritage in Sydney

ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

November 6, 2026
Phula Baula Beni (PBB 7) Celebrates Odia Language, Culture and Heritage in Sydney

Phula Baula Beni (PBB 7) Celebrates Odia Language, Culture and Heritage in Sydney

November 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ରେ ଉଦ୍‌ଘାଟିତ ହେଲା ଓରମାସ୍‌ର ଦୀପାବଳି ଷ୍ଟଲ୍ ସ୍ଥାନୀୟ କାରିଗର ଓ ଉତ୍ପାଦକଙ୍କ ହାତତିଆରି ସାମଗ୍ରୀକୁ ମିଳିବ ବଜାର

ନୟାଗଡ଼ରେ ଉଦ୍‌ଘାଟିତ ହେଲା ଓରମାସ୍‌ର ଦୀପାବଳି ଷ୍ଟଲ୍ ସ୍ଥାନୀୟ କାରିଗର ଓ ଉତ୍ପାଦକଙ୍କ ହାତତିଆରି ସାମଗ୍ରୀକୁ ମିଳିବ ବଜାର

November 6, 2026
ଚୋର ଙ୍କୁ ସାବାସୀ, ଚୋର ଧରାଳୀଙ୍କୁ କଟାକ୍ଷ ଏପରି ବିଚିତ୍ର ଘଟଣା ଦେଖିବାକୁ ମିଳୁଛି ନୟାଗଡ଼ ଜ଼ିଲା ରଣପୁର ବ୍ଲକ ଚାନ୍ଦପୁର ଅଂଚଳରେ

ଚୋର ଙ୍କୁ ସାବାସୀ, ଚୋର ଧରାଳୀଙ୍କୁ କଟାକ୍ଷ ଏପରି ବିଚିତ୍ର ଘଟଣା ଦେଖିବାକୁ ମିଳୁଛି ନୟାଗଡ଼ ଜ଼ିଲା ରଣପୁର ବ୍ଲକ ଚାନ୍ଦପୁର ଅଂଚଳରେ

November 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version