• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜନସାଧାରଣଙ୍କୁ ସେବା ଯୋଗାଇଦେବାହିଁ ସରକାରଙ୍କ ମୂଳ ଆଭିମୂଖ୍ୟ – ଜିଲ୍ଲାପାଳ, ଗୋଚର ଜମିରେ ନରେଗାରେ ଗୋଶାଳା ପ୍ରସ୍ତୁତ ହେବ

Proprietor Abhimanyu Maharana by Proprietor Abhimanyu Maharana
December 4, 2020
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଜନସାଧାରଣଙ୍କୁ ସେବା ଯୋଗାଇଦେବାହିଁ ସରକାରଙ୍କ ମୂଳ ଆଭିମୂଖ୍ୟ – ଜିଲ୍ଲାପାଳ, ଗୋଚର ଜମିରେ ନରେଗାରେ ଗୋଶାଳା ପ୍ରସ୍ତୁତ ହେବ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୩ ଡିସେମ୍ବର ଗୁରୁବାର ) ଛତ୍ରପୁର :- ଭିଡିଓ କନଫରେନ୍ସିଂ ଜରିଆରେ ଗଞ୍ଜାମ ଜିଲ୍ଲାର ରାଜସ୍ବ ବିଭାଗୀୟ ସମୀକ୍ଷା ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଗୁରୁବାର ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ଜିଲ୍ଲାପାଳ ସମସ୍ତ ତହସିଲଦାର ମାନଙ୍କୁ ଜଣାଇଥିଲେଯେ, ରାଜସ୍ବ ବିଭାଗ ଦ୍ବାରା ପ୍ରଦାନ କରାଯାଉଥିବା ସେବାମାନ ଅବିଳମ୍ବେ ନିର୍ଦ୍ଧାରୀତ ସମୟସୀମା ମଧ୍ୟରେ ସମାଧାନ କରି ହିତାଧିକାରୀ ମାନଙ୍କୁ ସେବା ଯୋଗାଇ ଦେଲେ ସରକାରଙ୍କ ଲକ୍ଷ୍ୟ ସାଧନ ହୋଇପାରିବ । ଏ ଦିଗରେ ସମସ୍ତ ତହସିଲ କାର୍ୟ୍ୟାଳୟ ତତ୍ପରତାର ସହ କାର୍ୟ୍ୟ କରନ୍ତୁ ।ଆଜି ଅନୁଷ୍ଠିତ ସମୀକ୍ଷା ବୈଠକରେ ସୈରାତ୍ ସୋର୍ସ, ଗ୍ରାମ କଣ୍ଟକ ପରମ ଭୋଗ, ଓଡିଶା ଜନସେବା କାର୍ୟ୍ୟ ଅଧିକାର, ବସୁନ୍ଧରା ଯୋଜନାଇତ୍ୟାଦି ସମ୍ପର୍କିତ ସୁବିସ୍ତୃତ ଆଲୋଚନା ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଅମୀୟ କୁମାର ସାହୁ ସମୀକ୍ଷା ବୈଠକର ସମସ୍ତ ତଥ୍ୟ ଉପସ୍ଥାପନ କରିଥିଲେ ।

ସୈରାତ୍ ଉତ୍ସ କ୍ଷେତ୍ରରେ ଦେଖାଯାଉଥିବା ସମସ୍ୟାମାନ ସଂପୃକ୍ତ ସଂସ୍ଥାକୁ ଡକାଯାଇ ଉପ-ଜିଲ୍ଲାପାଳଙ୍କ ସ୍ତରରେ ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଖଣିଜ ପଦାର୍ଥର ରକ୍ଷଣବେକ୍ଷଣ ପ୍ରଶାସନର ଦାୟୀତ୍ବ । ଖଣିଜ ଖଣି ସମ୍ପଦର ଚୋରୀକୁ ରୋକିବା ସକାଶେ ନିଲାମ ପ୍ରକ୍ରିୟା ଜାରି ହେବା ଉଚିତ୍ । ଚୋରକୁ ସମର୍ଥନ ନକରି ଚୋରୀ କରୁଥିବା ବ୍ୟକ୍ତି ବିଶେଷଙ୍କୁ ଆଇନ୍ ଅନୁଯାୟୀ ସିଆର୍.ପି.ସି.- ୧୦୭ ଅନୁଯାୟୀ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଜେଲଦଣ୍ଡ ପ୍ରଦାନ କରାଗଲେ ଚୋରୀ ହେବନାହିଁ । ଏଣିକି ଯଦି ଚୋରୀ ହୁଏ ତେବେ ସଂପୃକ୍ତ ରାଜସ୍ବ ନିରୀକ୍ଷକ ଓ ତହସିଲଦାରଙ୍କୁ ଦାୟୀ କରାଯିବ । ସେଟଲ୍ ବା ସମାଧାନ ହୋଇନଥିବା ସୌରାତ୍ ଉତ୍ସ ଗୁଡିକର ସମ୍ପୂର୍ଣ୍ମ ତଥ୍ୟ ସହିତ ଫଟୋ ଉଠାଇ ରଖିବା ସହିତ ପ୍ରତି ୧୫ ଦିନ ଅନ୍ତରରେ ତାର ତଥ୍ୟ ପ୍ରଦାନ କରିବା ସହିତ ସେଗୁଡିକ ପରିଦର୍ଶନ କରି ନଜର ରଖନ୍ତୁ । ଜାତୀୟ ରାଜପଥ, ବ୍ଲକ୍ ସ୍ତରୀୟ ଉନ୍ନୟନ କାର୍ୟ୍ୟ ସକାଶେ ଆବଶ୍ୟକ ପଡୁଥିବା ମାଟି, ପଥର,ବାଲି ଇତ୍ୟାଦି ଆଗ୍ରହ ପ୍ରକାଶ କରି ଯୋଗାଇବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ । ସରକାରୀ ଜମି ଗୁଡିକର ଲିଜ୍ ପ୍ରୋସେସ୍ କାର୍ୟ୍ୟ ସଂଚାଳନ ଦିଗରେ ଦୃଢ ପଦକ୍ଷେପ ଗ୍ରହଣ କରନ୍ତୁ । ସରକାରୀ ସଂସ୍ଥାର ଉନ୍ନୟନ କାର୍ୟ୍ୟ ଦିଗରେ ଜମି ପ୍ରଦାନ କାର୍ୟ୍ୟରେ ବିଳମ୍ବ କରନ୍ତୁ ନାହିଁ ।

ଗ୍ରାମ କଣ୍ଟକ ପରମଭୋଗ କାର୍ୟ୍ୟରେ ରାଜସ୍ବ ଅଧିକାରୀମାନେ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ରିପୋର୍ଟ ପ୍ରଦାନ କରନ୍ତୁ । କରୋନା କଟକଣା ମାନି ମେଳା ମାଧ୍ୟମରେ ଜିଲ୍ଲାରେ ୧୦ ହଜାର ପଟା ପ୍ରଦାନ କରାଯିବ । ଗ୍ରାମ କଣ୍ଟକ ପରମ ଭୋଗ କାର୍ୟ୍ୟରେ ଯେଉଁ ହିତାଧିକାରୀଙ୍କ ଆବେଦନ ଖାରଜ କରୁଛନ୍ତି ତାହାର କାରଣ ମାନ ଦର୍ଶାଇବାକୁ ଜଣାଇ ଦିଆଗଲା । ହିତାଧିକାରୀମାନେ ପଟ୍ଟା ପାଇବାରେ ଯେପରି ହଇରାଣ ହେବେନାହିଁ ସେଥିପ୍ରତି ଦୃଷ୍ଟିଦେଇ ଗୁଣବତ୍ତା ବା କ୍ବାଲିଟି କେଶ୍ ଗୁଡିକର ସମାଧାନ କରନ୍ତୁ । ଜନସାଧାରଣଙ୍କୁ ସେବା ଯୋଗାଇ ଦେବାହିଁ ସରକାରଙ୍କ ମୂଳ ଆଭିମୁଖ୍ୟ । ଓଡିଶା ଜନସେବା କାର୍ୟ୍ୟ ଅଧିକାର (ଓ.ଆର୍.ଟି.ପି.ଏସ୍.ଏ) ଆଇନ୍ ନିୟମ ପ୍ରକାରେ ହିତାଧିକାରୀ ମାନଙ୍କୁ ଯୋଗାଇ ଦିଆଯାଉଥିବା ଜାତିଗତ ପ୍ରମାଣପତ୍ର, ଆୟକର ପ୍ରମାଣପତ୍ର, ଉତ୍ତାରାଧିକାରୀ ପ୍ରମାଣ ପତ୍ର ଇତ୍ୟାଦି ପ୍ରମାଣ ପତ୍ର ଗୁଡିକ ନିଜଆଡୁ ଆଗ୍ରହ ପ୍ରକାଶ କରି ଶୀଘ୍ର ପ୍ରଦାନ କରିବା ଦିଗରେ ତତ୍ପରତା ପ୍ରକାଶ କରନ୍ତୁ ।

ହିତାଧିକାରୀ ମାନଙ୍କ ଠାରୁ ଆବେଦନ ପତ୍ରକୁ ଅପେକ୍ଷା ନକରି ରାଜସ୍ବ ନିରୀକ୍ଷକ ଗଣ ସ୍ବୟଂଭାବେ ଅବିଳମ୍ବେ ପ୍ରଦାନ କରନ୍ତୁ । ବାକି ରହିଥିବା ଆବେଦନ ପତ୍ର ଯେପରି ଶୂନ୍ୟ ହେବ ସେ ଦିଗରେ ତତ୍ପରତା ନେଇ କାର୍ୟ୍ୟ କରନ୍ତୁ । ପ୍ରତ୍ୟେକ ଶୁକ୍ରବାରଦିନ ମୋ ଗାଁ ରେ ତହସିଲ ଆୟୋଜନ କରି ହିତାଧିକାରୀ ଗଣ ଯେପରି ପ୍ରଶାସନର ବିଶ୍ବାସଭାଜନ ହେବେ ସେହିଭଳି ସେବା ଯୋଗାନ୍ତୁ । ଗୋଚର ଜମିରେ ନରେଗାରେ ଗୋଶାଳା ପ୍ରସ୍ତୁତ ହେବ । ଏଥି ସକାଶେ କାର୍ୟ୍ୟପନ୍ଥା ସ୍ଥିର କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।ବୈଠକରେ ଛତ୍ରପୁର ଉପଜିଲ୍ଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ଡେପୁଟି କଲେକ୍ଟର (ରାଜସ୍ବ) ବିଜୟାନନ୍ଦ ସେଠୀ, ଡେପୁଟି କଲେକ୍ଟର ଶରତ ଚନ୍ଦ୍ର ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ (ରିପୋର୍ଟ/ଶେଷଦେବ ସାହୁ, ଗଞ୍ଜାମ ଜିଲ୍ଲା ବ୍ୟୁରୋ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026
ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version