• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

।। ରମାଦେବୀ ମହିଳା ବିଶ୍ଵ ବିଦ୍ୟାଳୟ ର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ ।।

Proprietor Abhimanyu Maharana by Proprietor Abhimanyu Maharana
December 4, 2020
in ଓଡ଼ିଶା, ଖୋର୍ଦ୍ଧା, ମନୋରଞ୍ଜନ, ହୋମ୍
0
।। ରମାଦେବୀ ମହିଳା ବିଶ୍ଵ ବିଦ୍ୟାଳୟ ର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ ।।
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୪ ଡିସେମ୍ବର,ଶୁକ୍ରବାର ) ଭୁବନେଶ୍ୱର :- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ର ଷଷ୍ଠ ପ୍ରତିଷ୍ଠା ଦିବସ ବିଶ୍ୱ ବିଦ୍ୟାଳୟ ପ୍ରେକ୍ଷାଳୟ ରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଅନୁଷ୍ଠିତ ଏକ ସଭା ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଫକୀର ମୋହନ ବିଶ୍ଵ ବିଦ୍ୟାଳୟ ର ପୂର୍ବତନ କୁଳପତି ପ୍ରଫେସର ମଧୁମିତା ଦାସ୍ ଶିକ୍ଷା ଓ ଜ୍ଞାନ ଆହରଣ ଜୀବନ ବ୍ୟାପୀ ଏକ ନିରନ୍ତର ପ୍ରକିୟା ବୋଲି ପ୍ରକାଶ କରିବା ସହ ବିଦ୍ୟାର୍ଥୀ ମାନେ ଶିକ୍ଷା ଲାଭ କରି ସମାଜସେବା ରେ ନିଜକୁ ସମର୍ପିତ କରିବା ଆବଶ୍ୟକ ବୋଲି ମତ ପ୍ରକାଶ କରିଥିଲେ । ଆଗାମୀ ଦିନରେ ରମାଦେବୀ ମହିଳା ବିଶ୍ଵ ବିଦ୍ୟାଳୟ ଜାତୀୟ ସ୍ତରରେ ନିଜକୁ ପ୍ରତିଷ୍ଠା କରିପାରିବ ବୋଲି ଆଶା ପ୍ରକଟ କରିଛନ୍ତି ।

ସଭାରେ ଅଧକ୍ଷତା କରି ରମାଦେବୀ ମହିଳା ବିଶ୍ଵ ବିଦ୍ୟାଳୟ ର କୁଳପତି ପ୍ର.ଅପରଜିତା ଚୌଧୁରୀ ସ୍ୱଳ୍ପ ଦିନରେ ଏହି ଅନୁଷ୍ଠାନ କୁ ଆଗକୁ ନେବାକୁ ବଦ୍ଧ ପରିକର ବୋଲି କହିଥିଲେ । ସୀମିତ ସମ୍ବଳ ଯତ୍ନ ସମସ୍ତଙ୍କ ସହଯୋଗ ରେ ଏହା ସମ୍ଭବ ବୋଲି ସେ ମତ ବ୍ୟକ୍ତ କରିଥିଲେ । ଭାରପ୍ରାପ୍ତ କୂଳସଚିବ ଶ୍ରୀଯୁକ୍ତ ନାରାୟଣ ସେଠୀ ସ୍ୱାଗତ ଭାଷଣ ଦେଇଥିଲେ । ସ୍ନାତକତ୍ତର ପରିଷଦ ଅଧକ୍ଷା ପ୍ରଫେସର ସସ୍ମିତା ମହାନ୍ତି ବାର୍ଷିକ ବିବରଣୀ ପାଠ କରିଥିଲେ । ଈତ୍ୟବସର ରେ ଅତିଥି ମାନେ ବିଶ୍ଵ ବିଦ୍ୟାଳୟ ର ବାର୍ଷିକ ବିବରଣୀ ବିଜ୍ଞାନ ଗବେଷଣା ପତ୍ରିକା ଓ ବୁଲେଟିନ୍ ଉନ୍ମୋଚିତ କରାଯାଇଥିଲା ।  ଏତଦ୍ ବ୍ୟତୀତ ବିଭିନ୍ନ ପ୍ରତିଯୋଗିତା ରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା ।

ଡ଼ଃ. ମନୀଷା ମିଶ୍ର ସଭା ସଂଯୋଜନା କରିଥିଲେ ଓ ଡ଼ଃ ଶିଖା ସିଂ ଧନ୍ୟବାଦ ଅର୍ପଣ କରିଥିଲେ । ସଂଙ୍ଗୀତ ବିଭାଗ ପକ୍ଷରୁ ବିଶ୍ଵ ବିଦ୍ୟାଳୟ ର ନିଜସ୍ୱ ସଂଗୀତ ଗାନ କରିଥିଲେ । ଏଥିରେ ଡ଼ଃ. ଚଣ୍ଡୀ ଚରଣ ରଥ ,ଡ଼ଃ. ମଧୁସ୍ମିତା ପତି ,ଡ଼ଃ. ସରିତା ସୁପକାର ,ଡ଼ଃ.ବିଭୁଦେନ୍ଦୁ ପତି ,ଡ଼ଃ. ମାନସ ବେହେରା ,ଡ଼ଃ. ଶକ୍ତି କାନ୍ତ ରଥ , ଶ୍ରୀ .ସୁପ୍ରିତି ପାଣିଗ୍ରାହୀ ,ଡ଼ଃ. ଜ୍ୟୋତିର୍ମୟୀ ଆଚାର୍ଯ୍ୟ ,ଡ଼ଃ. ସୁଜାତା ମହାନ୍ତି ,ଡ଼ଃ.ଗୋୖରୀ ପ୍ରଭା ସାମଲ  ,ଡ଼ଃ. ନବଜିତ୍ କୌର ,ଡ଼ଃ. ଦିଲ୍ଲୀପ କୁମାର ବିସି ,ଡ଼ଃ. ସୁଶୀଲ ପଟ୍ଟନାୟକ , ଶ୍ରୀ .ରେବତୀ କାନ୍ତ ମହାରଣା ପ୍ରମୁଖ ପ୍ରଫେସର ବୃନ୍ଦ ସକ୍ରିୟ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

October 29, 2026
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ : ୨୯ ରେ କନ୍ଧମାଳ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ – ଶିକ୍ଷକ ଓ କର୍ମଚାରୀଙ୍କୁ ଡ୍ୟୁଟିରେ ରହିବା ନିର୍ଦ୍ଦେଶ

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବାଲିଗୁଡ଼ାରେ ଲଗାଣ ବର୍ଷା ଜନଜୀବନ ଅସ୍ତବ୍ୟସ୍ତ : ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

October 29, 2026
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

October 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version