• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହ୍ୱିଲଚେୟାର କ୍ରିକେଟ ଟୁର୍ଣ୍ଣାମେଂଟରେ ଭାଗନେବେ ନିକୁ – ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
December 6, 2020
in ଓଡ଼ିଶା, ଗଞ୍ଜାମ, ହୋମ୍
0
ହ୍ୱିଲଚେୟାର କ୍ରିକେଟ ଟୁର୍ଣ୍ଣାମେଂଟରେ ଭାଗନେବେ ନିକୁ – ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୫ ଡିସେମ୍ବର ଶନିବାର ) ହିଞ୍ଜିଳିକାଟୁ  :- ହିଞ୍ଜିଳିକାଟୁ ପୌର ପରିଷଦ କାର୍ଯ୍ୟାଳୟରେ କାର୍ଯ୍ୟରତ ଦିବ୍ୟାଙ୍ଗ କର୍ମଚାରୀ ନିକୁ ପ୍ରଧାନ ଜାତୀୟ ସ୍ତରରେ ହ୍ୱିଲଚେୟାର କ୍ରିକେଟ ଚାମ୍ପିୟାନଶିପ୍‌ରେ ଭାଗ ନେବେ । ନିକୁ ଗତ ୧ପ୍ରାୟ ମାସ ପୂର୍ବରୁ ସ୍ଥାନୀୟ ପୌର ପରିଷଦ କାର୍ଯ୍ୟାଳୟରେ ସପୋର୍ଟ ଷ୍ଟାପ୍ (ଓଏସଏସ)ଭାବେ ନିଯୁକ୍ତି ପାଇଛନ୍ତି । ବିଶ୍ୱ ଦିବ୍ୟାଙ୍ଗ ସପ୍ତାହ ପାଳନ ଅବସରରେ ଭାରତୀୟ ଦିବ୍ୟାଙ୍ଗ କ୍ରିକେଟ କଟ୍ରୋଂଲ ବୋର୍ଡ଼ ଆନୁକୂଲ୍ୟରେ ଏହି ଟୁର୍ଣ୍ଣାମେଂଟ ଆସନ୍ତା ୧୦ ଓ ୧୧ ତାରିଖରେ ଦୁଇ ଦିନ ଧରି ନୁଆଦିଲ୍ଲୀର ଲୋହିଆ ର୍ଫାମ ହାଉସ ଗ୍ରାଉଣ୍ଡରେ ଅନୁଷ୍ଠିତ ହେବ ।

୧୫ ଜଣିଆ ହ୍ୱିଲଚେୟାର କ୍ରିକେଟ ଟୁର୍ଣ୍ଣାମେଂଟ ଟିମ୍‌ରେ ସ୍ଥାନ ପାଇଥିବାରୁ ସେ ବହୁତ ଖୁସି ପ୍ରକଟ କରିଛନ୍ତି । ଏଥି ସକାଶେ ହିଞ୍ଜିଳିକାଟୁ ପୌର ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ. ମନୋରଞ୍ଜନ ସାହୁ, କର୍ମଚାରୀ ଓ ଅଭିନନ୍ଦନ ଜଣାଇବା ସହ ନିକୁଙ୍କୁ ଶୁଭେଚ୍ଛା ଜଣାଇବା ସହ ଓଡ଼ିଶା ଟିମ୍ର ସଫଳତା କାମନା କରିଛନ୍ତି । ପ୍ରକାଶ ଥାଉକି, ନିକୁଙ୍କ ଜନ୍ମସ୍ଥାନ ହିଞ୍ଜିଳିକାଟୁ ବ୍ଳକ ନନ୍ଦିକ ଗ୍ରାମ । ସେ କ୍ରିକେଟ ଟୁର୍ଣ୍ଣାମେଂଟରେ ଅଂଶ ଗ୍ରହଣ କରିବା ପାଇଁ ଶନିବାର ଯାତ୍ରାରମ୍ଭ କରିବା ପରେ ନନ୍ଦିକ ଗ୍ରାମର ଉତ୍ସାହୀ ଯୁବକ ମାନେ ତାଙ୍କୁ ସ୍ୱାଗତ ସ୍ୱମର୍ଦ୍ଧନା ଜଣାଇଥିଲେ ।(ଫଟୋ- ଋିପୋର୍ଟ- ଶୁସାନ୍ତ ପ୍ରଧାନ, ହିଞ୍ଜିଳିକାଟୁ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବନ ମହୋତ୍ସବରେ ଡାଲମିଆ ଭାରତର ସବୁଜ ସଙ୍କଳ୍ପ

ବନ ମହୋତ୍ସବରେ ଡାଲମିଆ ଭାରତର ସବୁଜ ସଙ୍କଳ୍ପ

July 13, 2026
ଚିଟଫଣ୍ଡ ଠକଙ୍କ ମୁଣ୍ଡରେ ମୋହନ ସରକାର ଓ ମନମୋହନ ବାନ୍ଧିଲେ ପଗଡ଼ି  : ଏବେ ଚିଟଫଣ୍ଡ ଜମାକାରୀ ଚିନ୍ତାରେ

ଚିଟଫଣ୍ଡ ଠକଙ୍କ ମୁଣ୍ଡରେ ମୋହନ ସରକାର ଓ ମନମୋହନ ବାନ୍ଧିଲେ ପଗଡ଼ି : ଏବେ ଚିଟଫଣ୍ଡ ଜମାକାରୀ ଚିନ୍ତାରେ

July 13, 2026
ଓଡ଼ିଶା ଉପକୂଳରେ ଭୂକମ୍ପ ! କମ୍ପିଲା ବଙ୍ଗୋପସାଗରର ସମୁଦ୍ର ଗର୍ଭ, ଥରିଲା ମାଟି, ଦୌଡିଲେ ଲୋକେ

ଓଡ଼ିଶା ଉପକୂଳରେ ଭୂକମ୍ପ ! କମ୍ପିଲା ବଙ୍ଗୋପସାଗରର ସମୁଦ୍ର ଗର୍ଭ, ଥରିଲା ମାଟି, ଦୌଡିଲେ ଲୋକେ

July 12, 2026
Nippon Paint highlights Advanced Coil Coatings for a sustainable future at SMARTCOR 2026

Nippon Paint highlights Advanced Coil Coatings for a sustainable future at SMARTCOR 2026

July 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବନ ମହୋତ୍ସବରେ ଡାଲମିଆ ଭାରତର ସବୁଜ ସଙ୍କଳ୍ପ

ବନ ମହୋତ୍ସବରେ ଡାଲମିଆ ଭାରତର ସବୁଜ ସଙ୍କଳ୍ପ

July 13, 2026
ଚିଟଫଣ୍ଡ ଠକଙ୍କ ମୁଣ୍ଡରେ ମୋହନ ସରକାର ଓ ମନମୋହନ ବାନ୍ଧିଲେ ପଗଡ଼ି  : ଏବେ ଚିଟଫଣ୍ଡ ଜମାକାରୀ ଚିନ୍ତାରେ

ଚିଟଫଣ୍ଡ ଠକଙ୍କ ମୁଣ୍ଡରେ ମୋହନ ସରକାର ଓ ମନମୋହନ ବାନ୍ଧିଲେ ପଗଡ଼ି : ଏବେ ଚିଟଫଣ୍ଡ ଜମାକାରୀ ଚିନ୍ତାରେ

July 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version