• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜେପି ରାଜଭବନ ସମ୍ମୁଖରେ ପରୀକୁ ନ୍ୟାୟ ଦେବା ପାଇଁ – ଧାରଣା

Proprietor Abhimanyu Maharana by Proprietor Abhimanyu Maharana
December 7, 2020
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବିଜେପି ରାଜଭବନ ସମ୍ମୁଖରେ ପରୀକୁ ନ୍ୟାୟ ଦେବା ପାଇଁ – ଧାରଣା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୭ ଡିସେମ୍ବର ସୋମବାର ) ଭୁବନେଶ୍ୱର :- ‘ପରୀ’ ମୃତ୍ୟୁ ଘଟଣାର ପ୍ରତିବାଦ ଗତ ୪ ଦିନ ଧରି ନୟାଗଡ଼ ଜିଲ୍ଲାପାଳଙ୍କ ଅଫିସ୍ ସାମ୍ନାରେ ଧାରଣା ଦେବା ପରେ ସୋମବାର ବିରୋଧୀ ବିଜେପି ରାଜଭବନ ସମ୍ମୁଖରେ ପରୀକୁ ନ୍ୟାୟ ଦେବା ପାଇଁ ଦାବି କରିଛି ।  ଏପଟେ ଶାସକ ବିଜେଡି କିନ୍ତୁ ଏହି ଘଟଣାକୁ ନେଇ ରାଜନୀତି ନକରିବା ପାଇଁ ବିରୋଧୀଙ୍କୁ କହିଛି । ଏସଆଇଟି ତଦନ୍ତ ରିପୋର୍ଟ ଆସିବା ପରେ ଏହି ଘଟଣା ପଛର ରହସ୍ୟ ପଦାକୁ ଆସିବ ବୋଲି ବିଜେଡି ଉପସଭାପତି ଦେବୀପ୍ରସାଦ ମିଶ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଅନ୍ୟପଟେ କଂଗ୍ରେସ ଏହି ଘଟଣାରେ ବିଜେଡି, ବିଜେପିର ଭିତିରି ସମ୍ପର୍କ ଥିବା ଅଭିଯୋଗ କରିଛି। ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସହ ସୋମବାର ଦଳର ତମାମ ନେତାମାନେ ରାଜଭବନ ସମ୍ମୁଖରେ ଧାରଣା ଦେବା ସହିତ ବିକ୍ଷୋଭ ପ୍ରଦର୍ଶନ ଜାରି ରଖିଛନ୍ତି। ତା’ସହିତ ତୁରନ୍ତ ରାଜ୍ୟ ସରକାର କୁନି ଝିଅ ପରୀକୁ ନ୍ୟାୟ ଦେବା ସହିତ କୃଷିମନ୍ତ୍ରୀଙ୍କ ବହିଷ୍କାର ଦାବି କରିଛି ଦଳ।

ବିଜେପି

ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି, “ପରୀର ବାପା ମା’ ତାଙ୍କ ଝିଅର ହତ୍ୟାକାରୀ କିଏ ବୋଲି ନିଜେ କହୁଛନ୍ତି। ଖୋଦ୍ ମନ୍ତ୍ରୀ ମଧ୍ୟ ଏହି ଘଟଣାରେ ସାମିଲ ଥିବା ଜଣାପଡୁଛି। କିନ୍ତୁ ରାଜ୍ୟ ସରକାର ଏପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ନେଉନାହାନ୍ତି। ଯେପର୍ଯ୍ୟନ୍ତ ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନହେବ ସେପର୍ଯ୍ୟନ୍ତ ବିଜେପି ପ୍ରତିବାଦ ଜାରିରଖିବ । ”ସେହିପରି ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି ଯେ, ପରୀର ମୃତ୍ୟୁ ପଛରେ ଅଙ୍ଗ ତସ୍କରୀ ଥିବା ଜଣାପଡୁଛି ।  ଏହି ଅଙ୍ଗ ତସ୍କରୀ ଆଉ ହତ୍ୟା କାମ କରୁଛି । ରାଜ୍ୟ ସରକାର କିନ୍ତୁ ସେମାନଙ୍କୁ ସୁରକ୍ଷା ଯୋଗାଉଛନ୍ତି  । ଯେପର୍ଯ୍ୟନ୍ତ ରାଜ୍ୟ ସରକାର ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ବାଧ୍ୟ ନହୁଅନ୍ତି ସେପର୍ଯ୍ୟନ୍ତ ସେମାନେ ରାଜରାସ୍ତାରେ ପ୍ରଦର୍ଶନ କରିବେ ବୋଲି ସେ କହିଛନ୍ତି । ଅନ୍ୟପଟେ ବିଜେପି ଉପସଭାପତି ଦେବୀପ୍ରସାଦ ମିଶ୍ର କହିଛନ୍ତି, “ରାଜ୍ୟ ସରକାର ଏହି ଘଟଣାର ଏସ୍ଆଇଟି ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏସ୍ଆଇଟି ମୁଖ୍ୟ ଅରୁଣ ବୋଥ୍ରା ମଧ୍ୟ ଦୁଇ ସପ୍ତାହ ଭିତରେ ସବୁକିଛି ଖୁଲାସା କରିବେ ବୋଲି କହିସାରିଲେଣି । ହେଲେ ବିରୋଧୀମାନେ ଜାଣିଶୁଣି ରାଜନୀତି କରୁଛନ୍ତି । ଏହି ଘଟଣାରେ ରାଜନୀତି ନକରି ସେମାନେ ଏସ୍ଆଇଟି କ’ଣ ତଦନ୍ତ କରୁଛି ଅପେକ୍ଷା କରନ୍ତୁ । 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବସ୍ନାନ ପୂର୍ଣ୍ଣିମା ପାଇଁ ରାଜ୍ୟ ପୋଲିସ ର ଉଚ୍ଚସ୍ତରୀୟ ବୈଠକ

ଦେବସ୍ନାନ ପୂର୍ଣ୍ଣିମା ପାଇଁ ରାଜ୍ୟ ପୋଲିସ ର ଉଚ୍ଚସ୍ତରୀୟ ବୈଠକ

June 11, 2026
କର୍ଣ୍ଣାଟକ ମହିଳା ଭକ୍ତଙ୍କୁ ୱାଲେଟ ଫେରାଇଲା ସିଂହଦ୍ୱାର ପୋଲିସ

କର୍ଣ୍ଣାଟକ ମହିଳା ଭକ୍ତଙ୍କୁ ୱାଲେଟ ଫେରାଇଲା ସିଂହଦ୍ୱାର ପୋଲିସ

June 11, 2026
ଟଙ୍କା, ସୁନାଚେନ ଓ କାନଫୁଲ ପୋଲିସ ପ୍ରକୃତ ମାଲିକଙ୍କୁ ଫେରାଇଲା

ଟଙ୍କା, ସୁନାଚେନ ଓ କାନଫୁଲ ପୋଲିସ ପ୍ରକୃତ ମାଲିକଙ୍କୁ ଫେରାଇଲା

June 11, 2026
ବାଇକ ଚାଳକ ଙ୍କୁ ମାଡ ମାରି ଲୁଟ ଘଟଣା ରେ ୫ ଡ଼କାୟତ ଗିରଫ : ଲୁଟ୍ ସାମଗ୍ରୀ ଜବତ

ବାଇକ ଚାଳକ ଙ୍କୁ ମାଡ ମାରି ଲୁଟ ଘଟଣା ରେ ୫ ଡ଼କାୟତ ଗିରଫ : ଲୁଟ୍ ସାମଗ୍ରୀ ଜବତ

June 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବସ୍ନାନ ପୂର୍ଣ୍ଣିମା ପାଇଁ ରାଜ୍ୟ ପୋଲିସ ର ଉଚ୍ଚସ୍ତରୀୟ ବୈଠକ

ଦେବସ୍ନାନ ପୂର୍ଣ୍ଣିମା ପାଇଁ ରାଜ୍ୟ ପୋଲିସ ର ଉଚ୍ଚସ୍ତରୀୟ ବୈଠକ

June 11, 2026
କର୍ଣ୍ଣାଟକ ମହିଳା ଭକ୍ତଙ୍କୁ ୱାଲେଟ ଫେରାଇଲା ସିଂହଦ୍ୱାର ପୋଲିସ

କର୍ଣ୍ଣାଟକ ମହିଳା ଭକ୍ତଙ୍କୁ ୱାଲେଟ ଫେରାଇଲା ସିଂହଦ୍ୱାର ପୋଲିସ

June 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version