• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାଣନ୍ତୁ ଆପଣଙ୍କର ରାଶିଫଳ ଆଜିର : ୦୮ ଡିସେମ୍ବର ମଙ୍ଗଳବାର

Proprietor Abhimanyu Maharana by Proprietor Abhimanyu Maharana
December 8, 2020
in ଓଡ଼ିଶା, ଖୋର୍ଦ୍ଧା, ରାଶିଫଳ, ହୋମ୍
0
ଜାଣନ୍ତୁ ଆପଣଙ୍କର ରାଶିଫଳ ଆଜିର : ୦୮ ଡିସେମ୍ବର ମଙ୍ଗଳବାର
Share on FacebookShare on TwitterWhatsapp

ଅଦ୍ୟ ଡିସେମ୍ବର ୦୮ ତାରିଖ ୨୦୨୦ ମସିହା(ମଙ୍ଗଳବାର) ଶକାବ୍ଦ -୧୯୪୨ ସମ୍ବତ -୨୦୭୭ ସାଲ-୧୪୨୮ ସମ୍ବତ୍ସର -ଆନନ୍ଦୋ ମାର୍ଗଶୀର-କୃଷ୍ଣପକ୍ଷ ତିଥି-ଅଷ୍ଟମୀ

ଓଡ଼ିଶା ତାଜା ନ୍ୟୁଜ (୦୮ ଡିସେମ୍ବର ମଙ୍ଗଳବାର) ଭୁବନେଶ୍ୱର :- ମେଷ 👉ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ବହୁତ ଶୁଭଙ୍କରୀ ହେବ । ବହୁଦିନରୁ ହଜି ଯାଇଥିବା ବା ଚୋରି ଯାଇଥିବା ଜିନିଷରହଠାତ୍‌ ଖୋଜ ଖବର ପାଇପାରନ୍ତି।

ବୃଷ 👉ଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ।ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣର ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥ ଲାଭହେବ।

ମିଥୁନ 👉ଆଜି ପିଲାମାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ । ଭଲ ସମ୍ପର୍କ ରହିଥିବା ବନ୍ଧୁଟି ପରିସ୍ଥିତି ଚାପରେ ପଡ଼ି ଦୂରେଇଯିବା କାରଣରୁ ମନରେ ଅସ୍ଥିରତା ସୃଷ୍ଟି ହୋଇପାରେ ।ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଜମିଜମା ରେ ରହିଥିବା ସମସ୍ୟା ଦୂରୀଭୂତ ହୋଇଯିବ ।

କର୍କଟ 👉ଆଜି ସ୍ବାସ୍ଥ୍ୟରେ ଅବନତି ପରିଲକ୍ଷିତ ହେବା ଆଶଙ୍କା ରହିଛି। ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ଘରର ବରାଦ ଅନୁଯାୟୀ ଫେରିବା ବାଟରୁ କିଛି ନୂଆ ଜିନିଷ ଘରକୁ ଆଣିପାରନ୍ତି। ସଂଗଠନ ଓ ରାଜନୀତି କ୍ଷେତ୍ରରେ ଶୁଭଫଳ ପାଇବେ।

ସିଂହ 👉ଆଜି ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ । ସାମାଜିକ ସ୍ତରରେ ନିଜ ଲୋକଙ୍କୁ ମନେଇ କାର୍ଯ୍ୟସାଧନ କରିବେ। ଆଜି ବଜାର ସଉଦା କିଣିବାରେ ସତର୍କ ନ ହେଲେ ଠକାମିରେ ପାଇପାରନ୍ତି। କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ

କନ୍ୟା 👉ଆଜି ଆର୍ଥିକ ଅନଟନ ଜନିତ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ହୋଇପାରନ୍ତି । ଅଟକି ରହିଯାଇଥିବା କାମଟିକୁ ପୂର୍ଣ୍ଣାଙ୍ଗ ରୂପ ଦେବେ । ପାରିବାରିିକ ସମସ୍ୟାର ସମାଧାନ ଘଟିବ, ଏ ଦିଗରେ ଜଣେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ।

ତୁଳା👉ଆଜି ପରିବାରରେ ସମସ୍ୟା ବଢ଼ିପାରେ । ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନେଗେଟିଭ୍‌ ଚିନ୍ତାଧାରା ମନକୁ ଆକ୍ରାନ୍ତ କରିବ। ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ।

ବିଛା 👉କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟିର ଆଶଙ୍କା ରହିଛି । ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ବହୁ ଦିନରୁ ଆଶା କରିଥିବା କାମଟିରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ ବ୍ୟବହାର କରିବା କଷ୍ଟକର ହେବ ସହ ବିଫଳ ହୋଇପାରନ୍ତି ।

ଧନୁ 👉ଆଜି ଆପଣଙ୍କୁ କୌଣସି ନୀଚ ଜାତିର ବ୍ୟକ୍ତିବିଶେଷ ପରୋକ୍ଷ ଭାବେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ଉଚ୍ଚ ସମ୍ମାନ ଓ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି । ଅସାବଧାନତା କାରଣରୁ କୌଣସି ଜିନିଷ ହରାଇପାରନ୍ତି

ମକର 👉ଆଜି ଆକସ୍ମିକଭାବରେ ବନ୍ଧୁମାନଙ୍କ ସହ ଭ୍ରମଣ କରିପାରନ୍ତି । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପାରଷ୍ପରିକ ଉତ୍ତମ ବୁଝାମଣା କାରଣରୁ ପାରିବାରିକ ପରିସ୍ଥିତି ଠିକ୍‌ ରହିବ। ବାଣିଜ୍ୟରେ ଆଶା କରୁଥିବା ଫଳ ପାଇବେନାହିଁ ।ବ୍ୟୟ ଅଧିକ ହେବ।

କୁମ୍ଭ 👉ପାରସ୍ପରିକ ମତଭେଦ କାରଣରୁ ଅଫିସରେ କାମଗୁଡ଼ିକ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କୌଣସି ଅଘଟଣ ଘଟିପାରେ। ଘରୋଇ କଥାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ ହେବ। ଅର୍ଥୀକକ୍ଷେତ୍ରରେ ସଫଳତା ନିଶ୍ଚିତ ମିଳିବ।

ମୀନ 👉କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି। ସତ୍‌ସଙ୍ଗ ପ୍ରତି ମନ ବଳିବ ଏବଂ ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ପାଇବେ। ପରିବହନ, ପ୍ରଶାସନ ସ୍ତରରେ କାର୍ଯ୍ୟ ସାଧନ କିମ୍ବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ।                                    (ରିପୋର୍ଟ ବିଭୁ ପ୍ରସାଦ ନାୟକ)
                     
                         ✧═════•❁❀❁•═════✧

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

June 15, 2026
ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

June 15, 2026
ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା

ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା

June 15, 2026

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

June 15, 2026
ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version