• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାଣନ୍ତୁ ଆଜିର ରାଶିଫଳ ; ୧୦ ଡିସେମ୍ବର , ଗୁରୁବାର

Proprietor Abhimanyu Maharana by Proprietor Abhimanyu Maharana
December 10, 2020
in ଓଡ଼ିଶା, ରାଶିଫଳ, ହୋମ୍
0
ଜାଣନ୍ତୁ ଆଜିର ରାଶିଫଳ ; ୧୦ ଡିସେମ୍ବର , ଗୁରୁବାର
Share on FacebookShare on TwitterWhatsapp

ତିଥି ଓ ପର୍ବ-ଦିବସ: ଗୁରବାର ମାର୍ଗଶିର କୃଷ୍ଣ ଦଶମୀ ଦିବା ୧୨:୫୧:୪୬ ଗତେ ଏକାଦଶୀ ତିଥି । କନ୍ୟାଚନ୍ଦ୍ର ରାତ୍ରି ୦୯:୫୧ ଗତେ ତୁଳାଚନ୍ଦ୍ର । ହସ୍ତା ଦିବା ୧୦:୫୦:୨୧ ଗତେ ଚିତ୍ରା। ମାଣବସା ଗୁରୁବାର ଦ୍ୱିତୀୟ ପାଳି। ବିଶ୍ୱ ମାନବାଧିକାର ଦିବସ । ନିଶାନ୍ତ ୦୫:୧୭ଠାରେ ବିଛାରାଶିକୁ ଶୁକ୍ର ଚଳନ । ଦଶମୀ ତିଥିରେ କଳମଶାଗ ଏବଂ ଦିବା ୧୨:୫୧:୪୬ ଗତେ ଏକାଦଶୀ ତିଥିରେ ଶିମ୍ବ ଓ ଆମିଷ ଭକ୍ଷଣ ନିଷେଧ ।

ଓଡ଼ିଶା ତାଜା ନ୍ୟୁଜ (୧୦ ଡିସେମ୍ବର , ଗୁରୁବାର ) ଭୁବନେଶ୍ୱର :   ମେଷ :- ଆଜି ପ୍ରଶାସନ, ପରିବହନ ଓ ବିବାଦୀୟ କ୍ଷେତ୍ରରେ ସମାଧାନ ପାଇଁ ଚେଷ୍ଟାକରି ହେବେ। ଲକ୍ଷ୍ୟସ୍ଥଳକୁ ଯିବା ରାସ୍ତାରେ ମିତ୍ରତା ସ୍ଥାପନ କରିବାର ସୁଯୋଗ ପାବବେ ଆପଣଙ୍କୁ ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣି ଅଶାନ୍ତି ଅନୁଭବ କରିବେ ।

ବୃଷ :- ଆଜି ଅଫିସରେ କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍‌ ସମୟରେ କରି ପାରିବେ ନାହିଁ।କର୍ମକ୍ଷେତ୍ରରେ ଆପଣଙ୍କୁ ଅର୍ଥଲାଭ ସହ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ ହେବ। ଆପଣଙ୍କ ବ୍ୟସ୍ତତାକୁ ହୃଦୟଙ୍ଗମ କରି କୌଣସି ବନ୍ଧୁ ଅଥବା ପାଖ ପଡୋଶୀମାନେ ସହଯୋଗର ହାତ ବଢାଇପାରନ୍ତି।

ମିଥୁନ :- ଆଜି ନିଜ ସଂସ୍ପର୍ଶରେ ଆସୁଥିବା କୌଣସି ବ୍ୟକ୍ତିଙ୍କୁ ଅପ୍ରିୟସତ୍ୟ କହି ତିକ୍ତତା ସୃଷ୍ଟି କରିପାରନ୍ତି। ରାଜନୀତି, ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ । ସ୍ତ୍ରୀଙ୍କ ସୌହାର୍ଦ୍ଦ୍ୟରୁ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ।

କର୍କଟ :- ଆଜି ମାନସିକ ଅସ୍ତିରତା ଓ ବ୍ୟସ୍ତତା ମଧ୍ୟରେ ସମୟ ଅତିବାହିତ ହୋଇପାରେ । ସଭାସମିତିରେ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆନନ୍ଦିତ ହୋଇପାରନ୍ତି। ମାଲିମକଦ୍ଦମା ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଉପୁଜିପାରେ। ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ।

ସିଂହ :- ବିଭିନ୍ନ ପ୍ରକାରର ଯୋଜନା କରିବା ସକାଶେ ଚିନ୍ତାକଲେ ମଧ୍ୟ ପ୍ରତିକୂଳ ପାରିପାର୍ଶ୍ୱିକ ସ୍ଥିତି ତାହା କରାଇଦେଇ ନ ପାରେ। ପୂର୍ବରୁ ରହିଥିବା ଋଣ ଭାରରେ ଅତିଷ୍ଠ ହେବେ ମାତ୍ର ପରିଶୋଧ କରିବାର ରାସ୍ତା ଖୋଜି ପାଇ ପାରିବେ ନାହିଁ। ସମସ୍ୟା ସରଳ ସମାଧାନ କରିବାରେ ସଫଳ ହେବେ।

କନ୍ୟା :- ଆଜି ଦିନଟିରେ ଯାହା କିଛି ପାଇବାର ଆଶା କରିବେ ତାହା ପୂରଣ ହୋଇପାରିବ। ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟିର କଥା ମନକୁ ବାଧିପାରେ। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ।ଆଜି ଭ୍ରାତୃବିବାଦ କିମ୍ବା ଜମିଜମା ବିବାଦ ଦେଖାଦେଇପାରେ।

ତୁଳା :- ସାମାନ୍ୟ ପ୍ରତିବନ୍ଧକ ମଧ୍ୟରେ ବନ୍ଧୁଙ୍କ ନିକଟରୁ ଆସାକରିଥିବା ଅର୍ଥପ୍ରାପ୍ତି ହେବ। ବିଭିନ୍ନ ପ୍ରକାରର ଚିନ୍ତା ଓ କଳ୍ପନା କରି କେବଳ ଭାବି ଭାବି ସମୟ କଟାଇବେ। ସାହାଯ୍ୟ କରିବାକୁ ପ୍ରତିଶ୍ରୁତି ଦେଇଥିବା କୌଣସି ବନ୍ଧୁଙ୍କୁ ହଁ କରିପାରିବେନି କିମ୍ବା ନାହିଁ ମଧ୍ୟ କରି ପାରିବେନି। ଫେରି ଯାଉଥିବା ବନ୍ଧୁଟି ବାଟରୁ ଲେଉଟି ଆସିବେ।

ବିଛା :- ଆଜି ପରିବହନ, ଶିଳ୍ପ ଓ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କରିବେ। ନିଜ ପରିବାରର ସଦସ୍ୟମାନଙ୍କ ଠାରୁ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ। ଘରୋଇ ବ୍ୟାପାରରେ ପଡୋଶୀଙ୍କ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ।

ଧନୁ :- କୌଣସି ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ।ଅଫିସରେ ସହକର୍ମୀ ମାନଙ୍କ ସହ ମିଷ୍ଟାଳାପରେ ମାତିରହିବେ ଓ ସମୟ ଅବଶ୍ୟ ଖୁସିରେ କଟିଯିବ। ପିଲାମାନଙ୍କ ଶିକ୍ଷା ଓ ଅନ୍ୟାନ୍ୟ କୃତିତ୍ୱର ସଫଳତାରେ ଆନନ୍ଦ ଅନୁଭବ କରିବେ। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ।

ମକର :- ଆଜି ଅସାବଧାନତା ହେତୁ ଦ୍ରବ୍ୟ ଓ ଧନ ହାନି ଘଟିପାରେ।ପ୍ରିୟ ବନ୍ଧୁଟିର ସାନ୍ନିଧ୍ୟ ଲାଭ କରି ଏକପ୍ରକାର ଅହେତୁକ ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନେ କାମହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ସଭାସମିତି ପ୍ରଭୃତିରୁ ସୁଫଳ ପାଇବେ ।

କୁମ୍ଭ :-ଆଜି ଧନହାନି, ପରିବହନରେ ତର୍କ ବିତର୍କ ଓ ସାଧାରଣ କଥାକୁ କେନ୍ଦ୍ରକରି ବିତର୍କର ସୂତ୍ରପାତ ଘଟିପାରେ। ସାହିତ୍ୟ, ସାମ୍ବାଦିକତା,ଚଳଚ୍ଚିତ୍ର ଓ ରାଜନୀତି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।ନିଜଲୋକ ମାନଙ୍କ ପରୋକ୍ଷ ବିରୁଦ୍ଧାଚରଣ ମନକୁ ବେଶି ବାଧିବ।

ମୀନ :- ଆଜି ମନ ଅସ୍ଥିର ରହିବ। କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ପରିସ୍ଥିତି ବଶତଃ ଧାର, କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ। ଅନ୍ୟମନସ୍କ ହେତୁ କୌଣସି ଭୁଲ୍‌ ହୋଇପାରେ। 

[ଘୋଷଣା : ଦୈନିକ ରାଶିଫଳ ମୁଖ୍ୟତଃ ଚନ୍ଦ୍ରଙ୍କ ସ୍ଥିତିରୁ ବିଚାର କରାଯାଏ ।  ଭାରତରେ ପ୍ରାୟ ୧୨ କୋଟି ଲୋକ ଗୋଟିଏ ରାଶିର ହୋଇଥାନ୍ତି । ଏଥିରେ ଦିଆଯାଉଥିବା ଫଳ ସେ ସମସ୍ତଙ୍କ ପାଇଁ ସମାନ ଭାବରେ ଘଟିବ ବୋଲି ଭାବିବା ଠିକ୍‌ ନୁହେଁ ] 

                (ରିପୋର୍ଟ ବିଭୁ ପ୍ରସାଦ ନାୟକ )
                     
                         ✧═════•❁❀❁•═════✧

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version