• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପ୍ରଚାର ପାଇଁ ମହିଳାଙ୍କ ମୃତ୍ୟୁ ଘଟଣା । କ୍ଷତିପୂରଣ ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ ।

Proprietor Abhimanyu Maharana by Proprietor Abhimanyu Maharana
December 13, 2020
in ଓଡ଼ିଶା, କଟକ, ଜଗତସିଂହପୁର, ହୋମ୍
0
ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପ୍ରଚାର ପାଇଁ ମହିଳାଙ୍କ ମୃତ୍ୟୁ ଘଟଣା । କ୍ଷତିପୂରଣ ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ ।
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୩ ଡିସେମ୍ବର,ରବିବାର )  ଏରସମା :- ଜଗତସିଂହପୁର ଜିଲ୍ଲା ଅନ୍ତର୍ଗତ ଏରସମା ଗୋଷ୍ଠୀ ସ୍ବାସ୍ଥ୍ୟ ସେବା କେନ୍ଦ୍ର ରେ ତ୍ରୁଟିପୂର୍ଣ୍ଣ ପରିବାର ନିୟୋଜନ ଅସ୍ତ୍ରୋପ୍ରଚାର ଯୋଗୁଁ ବାଲେଇପୁର ପଞ୍ଚାୟତ ନଳ କଣୀ ଗ୍ରାମର ତ୍ରିଲୋଚନ ରାଉତଙ୍କ ପତ୍ନୀ ବିନ୍ଦୁଲତା ରାଉତଙ୍କ ମୃତ୍ୟୁ ହୋଇଥିଲା । ଏହାର ପ୍ରତିବାଦରେ ମେଡିକାଲ ଫାଟକ ଏବଂ ୫୫ନଂ ଜାତୀୟ ରାଜପଥକୁ ଉତ୍ତ୍ୟକ୍ତ ଲୋକେ ଅବରୋଧ କରିବା ସହ ମୃତକଙ୍କ ପରିବାରକୁ କ୍ଷତିପୂରଣ ଓ ଡାକ୍ତରଙ୍କୁ ଗିରଫ କରିବା ପାଇଁ ଦାବୀ କରିଥିଲେ । ଘଟଣା ସ୍ଥଳରେ ଏରସମା ତହସିଲଦାର, ବିଡ଼ିଓ, ଥାନାଧିକାରୀ, ତିର୍ତ୍ତୋଲ ଏସଡି ପି ଓ, ଜିଲ୍ଲା ଅତିରିକ୍ତ ସ୍ୱାସ୍ଥ୍ୟ ଅଧିକାରୀ ପହଞ୍ଚି ବୁଝାବୁଝି କରିଥିଲେ ମଧ୍ୟ ଲୋକମାନେ ନିଜ ଜିଦିରେ ଅଟଳ ରହିଥିଲେ ।

ଶେଷରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସଙ୍କ ହସ୍ତକ୍ଷେପ ଫଳରେ ପ୍ରଶାସନ, ଜନପ୍ରତିନିଧି ପୀତବାସ ଗଛାୟାତ, ଜିଲ୍ଲାପରିଷଦ ପ୍ରତିନିଧି ଅଦୈତ୍ୟ କୁମାର ଭୂୟାଁ, ବିଜୟ କୁମାର ସ୍ବାଇଁ ଅଧ୍ୟକ୍ଷ ସୁଧୀର କୁମାର ସ୍ୱାଇଁ, ସାରଦା ପ୍ରସନ୍ନ ଜେନା ପ୍ରମୁଖ କ୍ଷତିଗ୍ରସ୍ତ ପରିବାର ସହ ଆଲୋଚନା କରି କ୍ଷତିପୂରଣ ବାବଦକୁ ମନ୍ତ୍ରୀଙ୍କ ତରଫରୁ ନିଜ ପାଣ୍ଠିରୁ ଏକଲକ୍ଷ ଟଙ୍କା, ପ୍ରଶାସନ ତରଫରୁ ଚାରି ଲକ୍ଷ ଟଙ୍କା, ଜିଲ୍ଲା ପ୍ରଶାସନ ପକ୍ଷରୁ ତିରିଶ ହଜାର ଟଙ୍କା, ବ୍ଲକ ତରଫରୁ ଆବାସ ଯୋଜନାରେ ଘର ଯୋଗାଇ ଦେବା ପାଇଁ ପ୍ରତିଶୃତି ଦେବାପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା । (ରିପୋର୍ଟ୍ : ରଶ୍ମୀ ରଞ୍ଜନ ଖୁଣ୍ଟିଆ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version