• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଜିକୁ ତିନି ଦିନ ପୂରିଯାଈଛି ; କନ୍ୟା ସନ୍ତାନ ଟିର ମିଳିପାରିନି କୌଣସି ସନ୍ଧାନ , ଦିନରାତି ଏକ୍ କରିଦେଇଛି ପୋଲିସ ପ୍ରଶାସନ

Proprietor Abhimanyu Maharana by Proprietor Abhimanyu Maharana
December 13, 2020
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଆଜିକୁ ତିନି ଦିନ ପୂରିଯାଈଛି ;  କନ୍ୟା ସନ୍ତାନ ଟିର ମିଳିପାରିନି କୌଣସି ସନ୍ଧାନ , ଦିନରାତି ଏକ୍  କରିଦେଇଛି ପୋଲିସ ପ୍ରଶାସନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୩ ଡିସେମ୍ବର,ରବିବାର ) ରଣପୁର ରିପୋର୍ଟ / ଅଭିମନ୍ୟୁ :-  ରଣପୁର ଥାନା ରାଜସୁନାଖଳା ଫାଣ୍ଡି ଅଧୀନ ବଧିପାଟଣା ଗ୍ରାମର ୩ ବର୍ଷର ଶିଶୁକନ୍ୟାକୁ କେହି ଅପହରଣ କରିନେଇଥିବା ଅଭିଯୋଗ ହୋଈଛି ଏହାକୁ ନେଇ ଲୋକ ଙ୍କ ମଧ୍ୟରେ ଜୋର ଧରିଛି । ଛୋଟ ଶିଶୁକନ୍ୟାଟି ଶୁକ୍ରବାର ଅପରାହ୍ନ ରେ ଗାଁ ଦାଣ୍ଡରେ ଖେଳୁଥିବା ସମୟରେ ନିଖୋଜ ହୋଇଯାଇଥିଲା । ଘର ଲୋକେ ଖୋଜାଖୋଜି କରି ନ ପାଇବା ହେତୁ ରାଜସୁନାଖଳା ଫାଣ୍ଡିରେ ଏ ସମ୍ପର୍କରେ ଲିଖିତ ଅଭିଯୋଗ କରିଥିଲେ । ଖବର  ପାଇ ରଣପୁର ଥାନା ଇନ୍ସପେକ୍ଟର ଜ୍ୟୋତିପ୍ରକାଶ ପଣ୍ଡା ରାତାରାତି ବଧିପାଟଣା ଗାଁରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ ।

ଶନିବାର ସକାଳୁ ରଣପୁର ଅଗ୍ନିଶମ ବାହିନୀ ଦ୍ୱାରା ଗାଁ ମୁଣ୍ଡରେ ଥିବା ପୋଖରୀ ଓ ନିକଟସ୍ଥ କୂଅଗୁଡିକରେ ଖୋଜାଖୋଜି କରାଯାଇଥିଲେ ବି ଶିଶୁଟିର ସନ୍ଧାନ ନ ପାଇ ନିରାଶ ହୋଇ ଫେରିଥିଲେ । ବିଧାୟକ ସତ୍ୟନାରାୟଣ ପ୍ରଧାନ, ଏସପି ପ୍ରତ୍ୟୁଷ ଦିୱାକର ଓ ଶରଣକୁଳ ଏସଡିପିଓ ଏସ ଟପ୍ପୋ ବଧିପାଟଣା ଗାଁକୁ ଯାଇ ଶିଶୁକନ୍ୟାର ବାପା ଓ ପରିବାର ଲୋକଙ୍କ ସହ ଆଲୋଚନା କରି ଫେରିଥିବା ଜଣାପଡିଛି । ତଦ୍ ସହିତ ଗତରାତିରେ ପୋଲିସ ସନ୍ଧାନୀ କୁକୁର ଜରିଆରେ ବହୁ ସ୍ଥାନ ଖୋଜିଥିଲେ ଫଳରେ ଶିଶୁ କନ୍ୟା କୁ ଖୋଜି ପାଇନଥିଲେ ।

ଆଜି ସକାଳୁ ଚାନ୍ଦପୁର ଥାନା ଅଧିକାରୀ ରଶ୍ମି ରଞ୍ଜନ ଦାସ୍ ମଧ୍ୟ ଉକ୍ତ ଗାଁ କୁ ଯାଇ ଶିଶୁ କନ୍ୟା କୁ ଖୋଜା ଖୋଜି ଆରମ୍ଭ କରିଦେଇଛନ୍ତି । ଏହି କେସ୍ ରେ ସୁନାଖଳା ଗ୍ରାମରେ ପ୍ରଶାସନ ପକ୍ଷରୁ ଏକ ପ୍ରକାର ତତ୍ପରତା ଦେଖିବାକୁ ମିଳିଛି । ଗାଁକୁ କମଳ ବିକ୍ରି କରି ଆସିଥିବା ଫେରିବାଲା ତାଙ୍କ ଝିଅକୁ ନେଇ ଯାଇଥାଇ ପାରେ ବୋଲି ଶିଶୁଟିର ମା’ ସନ୍ଦେହ କରୁଛନ୍ତି । ଆଜିକୁ ୩ ଦିନ ହେଲାଣି ଶିଶୁ କନ୍ୟା ଟିର କୌଣସି ସନ୍ଧାନ ମିଳି ପାରୁନାହିଁ । ରଣପୁର , ସୁନାଖଳା ପୋଲିସ୍ ଗତ ଦୁଇ ଦିନ ହେବ ଅକ୍ଳାନ୍ତ ପରିଶ୍ରମ ଚଳାଇଛନ୍ତି । ସୂଚନାନୁସାରେ ଆଜି ଚାନ୍ଦପୁର ପୋଲିସ ବୋଟ୍ ନେଇ ସ୍କୁଵା ଡ୍ରାଇଭିଙ୍ଗ କରି ପାଣି ଭିତରେ ବୁଡି ଖୋଜା ଖୋଜି କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

May 13, 2026
ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

27 ବର୍ଷ ଧରି ଫେରାର ଥିବା ଆସାମୀ ଦ୍ୱୟ କୋର୍ଟରେ ଆତ୍ମସମର୍ପଣ : ଆଜୀବନ କାରାଦଣ୍ଡ ରାୟ ପ୍ରକାଶ ପାଇବା ପରେ ଉଭୟ ଗଲେ ଜେଲ

ଗଣମାଧ୍ୟମ ସତ ଖବର ଉପରେ ଗୁରୁତ୍ୱ ଦେଉ : ପ୍ରତ୍ୟୁଷା ର ୫ମ ପ୍ରତିଷ୍ଠା ବର୍ଷ ଉତ୍ସବ ପାଳିତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

May 13, 2026
ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

May 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version