• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାତୀୟ ରାଜପଥର ବମ୍ପଂକୁଦ ଠାରେ ଦୁର୍ଘଟଣା ଘଟି ଜଳିଗଲା ବାଇକ

Proprietor Abhimanyu Maharana by Proprietor Abhimanyu Maharana
December 14, 2020
in ଓଡ଼ିଶା, କଟକ, ହୋମ୍
0
ଜାତୀୟ ରାଜପଥର ବମ୍ପଂକୁଦ ଠାରେ ଦୁର୍ଘଟଣା ଘଟି ଜଳିଗଲା ବାଇକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୪ ଡିସେମ୍ବର ସୋମବାର) କଟକ :- କଟକ- ଭୁବନେଶ୍ୱର ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ସକାଳ ୮ଟାରେ ଦୁର୍ଘଟଣା ଘଟି, ଏକ ପ୍ଲାଟିନା ବାଇକ୍ ଜଳି ଯାଇଥିଲା ବେଳେ, ବାଇକ୍ ଚାଳକ ଆହତ ହୋଇଛନ୍ତି । ଆହତ ବାଇକ୍ ଚାଳକୁ ଫୁଲନଖରା ଟ୍ରାଫିକ ଥାନା ଏସ୍ ଆଇ ପ୍ରଫୁଲ୍ଲ କୁମାର ଦାଶ ,ହୋମ ଗାର୍ଡ଼ ସୁଖ ରଞ୍ଜନ ନାୟକ ଏବଂ ଅନ୍ୟ କର୍ମଚାରୀ ମାନେ, ଦୁର୍ଘଟଣା ସ୍ଥଳରେ ପହଞ୍ଚି ଜଳୁଥିବା ବାଇକରେ ବାଲିପକାଇ ଲିଭାଇ ଥିଲେ ।

ଆହତ ବାଇକ ଚାଳକୁ ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ପାଇଁ କଟକ ଏସିବି ମେଡ଼ିକାଲକୁ ପଠାଇଥିଲେ । ଘଟଣାରୁ ପ୍ରକାଶ ଯେ, କଟକ ସଦର ଥାନା ଗୋପାଳପୁର ଭିମପୁର ସାହିର ଦିପ୍ତିରଞ୍ଜନ ମହାନ୍ତି , OD-05AT- 9350 ନିଜ ପ୍ଲାଟିନା ବାଇକ୍ ରେ ଭୁବନେଶ୍ୱର ଆମରି ହସ୍ପିଟାଲକୁ ଯାଉଥିଲା ବେଳେ, ରାସ୍ତାର ଆରପଟରୁ ହଠାତ ଗୋଟିଏ ବୁଲା ଷଣ୍ଢ ମାଡ଼ି ଆସିବାରୁ ବାଇକ୍ ଚାଳକ ମାଡ଼ ହୋଇ ରାସ୍ତାରେ ଛିଟିକି ହୋଇ ପଡିଯାଇଥିଲେ । ଏହି ସମୟରେ ପଛରୁ ଆସୁଥିବା ଏକ ହାଇୱ। ଟ୍ରକ ରସ୍ତା ଉପରେ ପଡ଼ଥିବା ବାଇକ୍ ଉପରେ ମାଡିଯାଇ, ବାଇକ୍ କୁ କିଛି ବାଟ ଘୋଷାରୀ ନେଇଥିଲା ।

ଯାହ ଫଳରେ ରାସ୍ତାରେ ଘୋଷାଡିବା ସମୟରେ ନିଆଁ ବାହାରି ପେଟ୍ରୋଲ ଟାଙ୍କିରୁ ତେଲ ବାହାରି ବାଇକ୍ ରେ ନିଆଁ ଲାଗି ହୁତୁ ହୁତୁ ହୋଇ ଜଳିଥିଲା । ଫଳରେ କିଛି ସମୟ ପାଇଁ କଟକରୁ ଭୁବନେଶ୍ୱର ଆସୁଥିବା ଗାଡ଼ି ସବୁ ଅଟକି ଯାଇଥିଲା । ସ୍ଥାନୀୟ ଲୋକମାନେ ଏବଂ ଫୁଲନଖରା ଟ୍ରାଫିକ ଥାନା କର୍ମଚାରୀ ମାନେ ବାଲିପକାଇ ନିଆଁକୁ ଲିଭାଇ ଥିଲେ । (କଟକ ରୁ ଅମୂଲ୍ୟ କୁମାର ବାରିକଙ୍କ ରିପୋର୍ଟ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

April 25, 2026

ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

Odisha to Host 2026–27 Junior & Senior Artistic Gymnastics National Championships

April 24, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

April 25, 2026
ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version