• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାପାଳ ଅନୁପମ ଶାହାଙ୍କ ଦ୍ଵାରା ଚନ୍ଦ୍ରଗିରି ରେ ବିଭିନ୍ନ ପ୍ରକଳ୍ପ ଉଦଘାଟିତ

Proprietor Abhimanyu Maharana by Proprietor Abhimanyu Maharana
December 15, 2020
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲାପାଳ ଅନୁପମ ଶାହାଙ୍କ ଦ୍ଵାରା ଚନ୍ଦ୍ରଗିରି ରେ ବିଭିନ୍ନ ପ୍ରକଳ୍ପ ଉଦଘାଟିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ଡିସେମ୍ବର ମଙ୍ଗଳବାର )ପାରଳଖେମୁଣ୍ଡି :- ଗଜପତି ଜିଲ୍ଲାପାଳ ଅନୁପମ ସାହା ଏହି ଜିଲ୍ଲାର ମୋହନା ବ୍ଲକ ଅନ୍ତର୍ଗତ ଚନ୍ଦ୍ରଗିରିି ଠାରେ ବିଭିନ୍ନ ପ୍ରକଳ୍ପକୁ ଉଦ୍‌ଘାଟନ କରିଛନ୍ତି । ଚନ୍ଦ୍ରଗିରି ଠାରେ ୨ଲକ୍ଷ ୫୫ହଜାର ଟଙ୍କାରେ ନିର୍ମିତ ସରପଞ୍ଚ କାର୍ଯ୍ୟାଳୟ,୬ଲକ୍ଷ୫୦ ହଜାର ଟଙ୍କାରେ ନିର୍ମିତ ପଞ୍ଚାୟତ ନିର୍ବହୀ ଅଧିକାରୀଙ୍କ ବାସଭବନ ଓ ୭ଲକ୍ଷ ଟଙ୍କାରେ ନିର୍ମିତ ସଭାଗୃହକୁ ଜିଲ୍ଲାପାଳ ଉଦ୍‌ଘାଟନ କରିଛନ୍ତି ।

ଉପସ୍ଥିତ ପଞ୍ଚାୟତ ଜନ ସାଧାରଣଙ୍କ ସମସ୍ୟା ସମ୍ପର୍କରେ ବୁଝିବା ସହ ପଞ୍ଚାୟତର ଉନ୍ନତି ପାଇଁ ସବୁ ପ୍ରକାର ସରକାରୀ ସହାୟତା ଓ ସହେଯାଗ ଯୋଗାଇ ଦେବେ ବୋଲି କହିଥିଲେ । ଜିଲ୍ଲାପାଳଙ୍କ ଗ୍ରସ୍ତ ସମୟରେ ମୋହନା ତହସିଲଦାର କଲ୍ୟାଣୀ ସଂଘମିତ୍ରା ଦେବୀ,ବ୍ଲକ ସହକରୀ ନିର୍ବାହି ଯନ୍ତ୍ରୀ ଜଗବନ୍ଧୁ ଆଚାର୍ଯ୍ୟ,ଚନ୍ଦ୍ରଗିରି ସରପଞ୍ଚ ନର୍ମଦା ଦଳେଇ,ପଞ୍ଚାୟତର ଜନ ପ୍ରତିନିଧି ଓ ମହିଳା ସ୍ୱୟଂ ସହାୟିକା ଦଳର ସଦସ୍ୟା ମାନେ ଉପସ୍ଥିତ ଥିଲେ । (ପାରଳଖେମୁଣ୍ଡି/ଗରୁଡ଼ ଧ୍ୱଜ ଚୌଧୁରୀ ) 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version