• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାଇକମାଳ ବ୍ଲକ ସ୍ତରୀୟ ଲକ୍ଷେ ଘର ଗଣ୍ଡା ସମାଜ ତରଫରୁ ପ୍ରସ୍ତୁତି ବୈଠକ ଓ ସ୍ଵାଗତ ସମ୍ବର୍ଦ୍ଧନା

Proprietor Abhimanyu Maharana by Proprietor Abhimanyu Maharana
December 16, 2020
in ଓଡ଼ିଶା, ବରଗଡ଼, ହୋମ୍
0
ପାଇକମାଳ ବ୍ଲକ ସ୍ତରୀୟ ଲକ୍ଷେ ଘର ଗଣ୍ଡା ସମାଜ ତରଫରୁ ପ୍ରସ୍ତୁତି ବୈଠକ ଓ ସ୍ଵାଗତ ସମ୍ବର୍ଦ୍ଧନା
Share on FacebookShare on TwitterWhatsapp

ବରଗଡ଼ ଜିଲ୍ଳା, ଉଚ୍ଚ ବିଭାଗ ଅଧିକାରୀ ତଥା ସମାଜସେବୀ ଶ୍ରୀ କ୍ଷେତ୍ରୀ ଲୁହାର ଙ୍କ ସଭାପତିତ୍ବରେ ଏକ ଲକ୍ଷେ ଘର ଗଣ୍ଡା ସମାଜ ର ପ୍ରସ୍ତୁତି ବୈଠକ ତଥା ସ୍ୱାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା ।

ଓଡ଼ିଶା ତାଜା ନ୍ୟୁଜ (୧୬ ଡିସେମ୍ବର ବୁଧବାର ) ପଦ୍ମପୁର :– ବରଗଡ଼ ଜିଲ୍ଳା ପାଇକମାଳ ବ୍ଲକ ଅନ୍ତର୍ଗତ ମିଠାପାଲି ପଞ୍ଚାୟତ ଲଉଡମାଳ ଗ୍ରାମରେ ଅବସରପ୍ରାପ୍ତ ଉଚ୍ଚ ବିଭାଗ ଅଧିକାରୀ ତଥା ସମାଜସେବୀ ଶ୍ରୀ କ୍ଷେତ୍ରୀ ଲୁହାର ଙ୍କ ସଭାପତିତ୍ବରେ ଏକ ଲକ୍ଷେ ଘର ଗଣ୍ଡା ସମାଜ ର ପ୍ରସ୍ତୁତି ବୈଠକ ତଥା ସ୍ୱାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । ପ୍ରଥମେ ଭାରତ ରତ୍ନ ଆଇନ୍ ପ୍ରଣୟତା ଡ. ଭୀମ ରାଓ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟାର୍ପଣ କରାଯାଇଥିଲା ଆସନ୍ତା ତା. ୦୪. ୦୧. ୨୦୨୧ ସୋମବାର ସକାଳ ୧୦ ଟାରେ ସାମାଜ ସଂଗଠକ ତଥା ସଂଗ୍ରାମୀ ସ୍ଵର୍ଗତ ରାଏଧର ଲୁହାର ଙ୍କ ୧୬ତମ ସ୍ମୃତି ସଭା ମିଠାପାଳି ( ବିକ୍ରମ ନଗର ) ସ୍ଥିତ ନିଜ ବାସଭବନରେ ଆୟୋଜନ କରିବା ପାଇଁ ତାଙ୍କର ଏକ ମାତ୍ର ସୁପୁତ୍ର କ୍ଷେତ୍ରୀ ଲୁହାର ଘୋଷଣା କରିଥିଲେ ଏବଂ ସମସ୍ତଙ୍କୁ  ଆସିବା ପାଇଁ ଅନୁରୋଧ କରିଥିଲେ l

ସେଥିପାଇଁ ପ୍ରସ୍ତୁତି ଏଜେଣ୍ଡା ତିଆରି କରାଯାଇଥିଲା l ତାପରେ କଲା ଓ ସଂସ୍କୃତି କ୍ଷେତ୍ରରେ ରାଜ୍ଯ ତଥା ଜାତୀୟ ସ୍ତରରେ ସୁନାମ ଅର୍ଜନ କରିଥିବା, ପଶ୍ଚିମ ଓଡିଶା ଦଳିତ ଅଧିକାର ମଞ୍ଚ ପାଇକମାଳ ବ୍ଲକ ସଭାପତି ଏବଂ ପାଇକମାଳ ବ୍ଲକ କଳା ସଂସ୍କୃତି ସଂଘ ର ନୂତନ ଉପସଭାପତି ଭାବେ ଜିଲ୍ଳା ସଂସ୍କୃତି ବିଭାଗ ବରଗଡ଼ ତରଫରୁ ନିଯୁକ୍ତି ପାଇଥିବାରୁ ମାଣ୍ଡୋସିଲ ଗ୍ରାମର ଶ୍ରୀ ଲଲିତ ଜଗତ ଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରା ଯାଇଥିଲା l ସଭାରେ ମିଠାପାଳି ସର୍କଲ ସଭାପତି ଯୁଧିଷ୍ଠିର ଚାନ୍ଦ, ପାଇକମାଳ ବ୍ଲକ ଲକ୍ଷ ଘର ଗଣ୍ଡା ସାମାଜ ସମ୍ପାଦକ ଦେବାର ଛତର, ଝିଟକି ପଞ୍ଚାୟତ ସମ୍ପାଦକ ଗଣେଶ ସୁନା, ସମାଜସେବୀ ଦୁଃଶାସନ କୁମ୍ଭାର,ପଦ୍ମପୁର ଉପଖଣ୍ଡ ସର୍କଲ ସଭାପତି ଧନୁ ଦୀପ, ସମ୍ପାଦକ ଗୟାଧର ଭୋଇ, ସମାଜସେବୀ ମୋହନ ଜଗତ, ଆଦି ସୁନା ଓ ମହିଳା କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ l (ରିପୋର୍ଟ – ନିରୋଜ କୁମାର ପାଣୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

April 26, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

April 26, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

April 26, 2026
ନୟାଗଡ଼ରେ ଜିଲ୍ଲା ସ୍ତରୀୟ କର୍ମଶାଳା “ଆମେ-ଜାଣିବା-ଆମ ବଜେଟ” ଅନୁଷ୍ଠିତ

ନୟାଗଡ଼ରେ ଜିଲ୍ଲା ସ୍ତରୀୟ କର୍ମଶାଳା “ଆମେ-ଜାଣିବା-ଆମ ବଜେଟ” ଅନୁଷ୍ଠିତ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

April 26, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version