• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଓଡିଶା ପୋଲିସ ଚଳିତ ବର୍ଷ ୧୨୯୨ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ କରିଛି ; ୨୦୨୦ ରେ ଗତ ୯ ବର୍ଷର ରେକର୍ଡ ଭାଙ୍ଗିଛି ଗଞ୍ଜେଇ କାରବାର ।

Proprietor Abhimanyu Maharana by Proprietor Abhimanyu Maharana
December 19, 2020
in ଅପରାଧ, ଓଡ଼ିଶା, ଗଜପତି, ହୋମ୍
0
ଓଡିଶା ପୋଲିସ ଚଳିତ ବର୍ଷ ୧୨୯୨ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ କରିଛି ; ୨୦୨୦ ରେ ଗତ ୯ ବର୍ଷର ରେକର୍ଡ ଭାଙ୍ଗିଛି ଗଞ୍ଜେଇ କାରବାର ।
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୯ ଡିସେମ୍ବର ,ଶନିବାର )ଭୁବନେଶ୍ୱର :- ଓଡିଶା ପୋଲିସ ଜାରି କରିଥିବା ବିବୃତ୍ତି ଅନୁସାରେ ୨୦୧୯ ମସିହାରେ ସବୁଠାରୁ ଅଧିକ ତଥା ୬୧୮ କୁଇଣ୍ଟାଲ ଗଞ୍ଜେଇ ପୋଲିସ ଜବତ କରିଥିବା ବେଳେ ୨୦୧୦ରେ ୭୩ କୁଇଣ୍ଟାଲ, ୨୦୧୧ରେ ୨୦୮କୁଇଣ୍ଟାଲ, ୨୦୧୨ ରେ ୧୦୭ କୁଇଣ୍ଟାଲ, ୨୦୧୩ରେ ୩୭୧ କୁଇଣ୍ଟାଲ, ୨୦୧୪ରେ ୨୮୮ କୁଇଣ୍ଟାଲ, ୨୦୧୫ରେ ୧୯୮ କୁଇଣ୍ଟାଲ, ୨୦୧୫ରେ ୪୨୮ କୁଇଣ୍ଟାଲ, ୨୦୧୭ରେ ୩୦୪ କୁଇଣ୍ଟାଲ, ୨୦୧୮ରେ ୫୨୩ କୁଇଣ୍ଟାଲ ଗଞ୍ଜେଇ କାରବାର ଉପରେ ଚଢ଼ାଉ କରିଛି ଓଡିଶା ପୋଲିସ । ସେହିପରି ୩୦ ନଭେମ୍ବର ପର୍ଯ୍ୟନ୍ତ ରେକର୍ଡ ପରିମାଣର ଗଞ୍ଜେଇ ତଥା ପ୍ରାୟ ୧୨୯୨ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ କରିଛି ପୋଲିସ । ଯାହା ପୂର୍ବ ଦଶବର୍ଷ ଭିତରେ ହୋଇଥିବା କାରବାରର ଦୁଇଗୁଣ ।

ଯାହାକୁ ଡିଜିପି ଉତ୍ସାହିତ କରିଛନ୍ତି । ଗଞ୍ଜେଇ କାରବାର ରୋକିବା ଏବେ ଓଡ଼ିଶା ପୋଲିସ ସମେତ ଅନ୍ୟ ରାଜ୍ୟର ପୋଲିସ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ହୋଇଛି । ଚଳିତ ବର୍ଷ ୧୨୯୨ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ କରିଛି ଓଡିଶା ପୋଲିସ । ୨୦୨୦ ରେ ଗତ ୯ ବର୍ଷର ରେକର୍ଡ ଭାଙ୍ଗିଛି ଗଞ୍ଜେଇ କାରବାର । ତେବେ ଓଡିଶା ପୋଲିସ ପକ୍ଷରୁ ଆଜି, ବିଗତ ଦଶ ବର୍ଷ ମଧ୍ୟରେ ରାଜ୍ୟରେ ହୋଇଥିବା ଗଞ୍ଜେଇ କାରବାରକୁ ନେଇ ଏକ ବିବୃତ୍ତି ପ୍ରକାଶ କରାଯାଇଛି । ଏଥିସହିତ କୋରାପୁଟ ଜିଲ୍ଲାରୁ ସର୍ବାଧିକ ଗଞ୍ଜେଇ ଜବତ କରିବାରେ ସଫଳତା ହାସଲ କରିଛି ପୋଲିସ । ଯାହାକୁ ଡିଜିପି ଉତ୍ସାହିତ କରିଛନ୍ତି । କୋରାପୁଟ ପୋଲିସ ସର୍ବାଧିକ ଗଞ୍ଜେଇ ଯଥା ୫୨୮ କୁଇଣ୍ଟାଲ ଗଞ୍ଜେଇ ଜବତ କରିବାରେ ସଫଳ ହୋଇଛି ।

ଏନେଇ କୋରାପୁଟ ଏସ୍ପିଙ୍କୁ ଡିଜିପି ପ୍ରସଂଶା କରିଛନ୍ତି । ସେହିପରି ମାଲକାନାଗିରି, ଗଜପତି ଜିଲ୍ଲା ଏସପିଙ୍କୁ ମଧ୍ଯ ପ୍ରସଂଶା କରିଛନ୍ତି ଡିଜିପି ।ତେବେ ଓଡିଶା ଭଳି ରାଜ୍ୟରେ ଗଞ୍ଜେଇ କାରବାରର ମାତ୍ରାଧିକ ବଢ଼ି ଚାଲିଛି । ତେଣୁ ପୋଲିସ ଏନେଇ ସ୍ଵତନ୍ତ୍ର ପଦକ୍ଷେପ ଗ୍ରହଣ କରୁଛି । ଏସବୁକୁ ଠାବ କରିବା ପାଇଁ ସ୍ଵତନ୍ତ୍ର ଟିମ୍ ଗଠନ କରି ସେମାନଙ୍କୁ ଧରୁଛି । ଗଞ୍ଜେଇର ଚାଷ ଏବଂ କାରବାର ଏକ ବଡ଼ ଆହ୍ଵାନ ହୋଇଥିବାରୁ ଓଡିଶା ପୋଲିସ ସ୍ୱତନ୍ତ୍ର ଡ୍ରାଇଭ ଆରମ୍ଭ କରି ରାଜ୍ୟରେ ଡ୍ରଗ୍ କାରବାରକୁ ରୋକିବା ପାଇଁ ସ୍ୱତନ୍ତ୍ର ଉଦ୍ୟମ କରିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version