• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଗଜପତି ଜିଲ୍ଲା ; ତଣ୍ଡରଙ୍ଗ ଗ୍ରାମ ନିକଟରେ ୭୭.୦୭୬ ଏକର ଜମିରୁ ୧.୫୪.୧୫୨ଟି ଗଞ୍ଜେଇ ଗଛ କୁ କାଟି ପୋଡି ନଷ୍ଟ କରାଯାଇଥିଲା l ଯାହାର ଆନୁମାନିକ ବଜାର ଦର ୧୫.୪୧ କୋଟି ହେବ

Proprietor Abhimanyu Maharana by Proprietor Abhimanyu Maharana
December 19, 2020
in ଅପରାଧ, ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲା ; ତଣ୍ଡରଙ୍ଗ ଗ୍ରାମ ନିକଟରେ ୭୭.୦୭୬ ଏକର ଜମିରୁ ୧.୫୪.୧୫୨ଟି ଗଞ୍ଜେଇ ଗଛ କୁ କାଟି ପୋଡି ନଷ୍ଟ କରାଯାଇଥିଲା l ଯାହାର ଆନୁମାନିକ ବଜାର ଦର ୧୫.୪୧ କୋଟି ହେବ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୯ ଡିସେମ୍ବର ,ଶନିବାର ) ଗଜପତି :- ଗତ ୧୫ତାରିଖ ଦିନ ଗଜପତି ଜିଲ୍ଲାର ଅଡବା ଥାନା ଅଞ୍ଚଳରେ ୬୧ ଏକର ଜମିରେ ୧୨କୋଟି ୨୩ଲକ୍ଷ,ପୁଣି ୧୭ତାରିଖ ଦିନ ଏହି ଜିଲ୍ଲାର ମୋହନା ଥାନା ଅଞ୍ଚଳରେ ୭୨ ଏକର ପାହାଡିଆ ଜମିରୁ ଯାହାର ମୁଲ୍ୟ ୧୪କୋଟିରୁ ଅଧିକ ମୁଲ୍ୟର ବେଆଇନ ଗଞ୍ଜେଇ ଗଛକୁ ପୋଡି ନଷ୍ଟ କରାଯାଇଥିଲା । ଗତକାଲି ପୁଣି ବେଆଇନ ଭାବେ ଚାଷ କରାଯାଇଥିବା ୧୫.୪୧କୋଟି ମୁଲ୍ୟର ଗଞ୍ଜେଇ ଗଛକୁ ପୋଡି ଦିଆଯାଇଛି ।

ଘଟଣାରୁ ପ୍ରକାଶ,ଗଜପତି ଜିଲ୍ଲାପାଳ ଅନୁପମ ସାହା,ଏସପି ତପନ କୁମାର ପଟ୍ଟନାୟକଙ୍କ ନିର୍ଦ୍ଧେଶ କ୍ରମେ ପୋଲିସ,ଅବକାରୀ,ବନ ଓ ରାଜସ୍ୱ ବିଭାଗର ମିଳିତ ଚଢାଉରେ ଗତକାଲି ପୁଣି ଏହି ଜିଲ୍ଲାର ଏକ ଦୁର୍ଗମ ଅଞ୍ଚଳରୁ ୧୫.୪୧କୋଟି ଟଙ୍କାର ଗଞ୍ଜେଇ ଗଛକୁ ପୋଡା ଯାଇଛି । ଏକ ସୁଚନାକୁ ଭିତ୍ତି କରି ଆର.ଉଦୟଗିରି ଥାନାଧିକାରୀ ମମତା ନାୟକଙ୍କ ନେତୃତ୍ୱରେ ପୋଲିସ, ଅବକାରୀ, ବନ ଓ ରାଜସ୍ୱ ବିଭାଗ କର୍ମଚାରୀମାନେ ଚଢାଉକରି ଆର.ଉଦୟଗିରି ବ୍ଲକର ତଣ୍ଡରଙ୍ଗ ଗ୍ରାମ ନିକଟରେ ଥିବା ଜଙ୍ଗଲରେ ପ୍ରାୟ ୭୭.୦୭୬ ଏକର ଜମିରେ ବେଆଇନ ଭାବେ ଲଗାଯାଇଥିବା ୧.୫୪.୧୫୨ଟି ଗଞ୍ଜେଇ ଗଛକୁ ପୋଡି ନଷ୍ଟ କରାଯାଇଥିଲା ।

ଯାହାର ଆନୁମାନିକ ବଜାର ମୁଲ୍ୟ ୧୫.୪୧କୋଟିରୁ ଉର୍ଦ୍ଧ ଟଙ୍କା ହେବ ବୋଲି ଜଣାପଡିଛି । ଏହି ଚଢାଉରେ ନୁଆଗଡ ତହସିଲଦାର ପ୍ରଫୁଲ କୁମାର କୁଜୁରୁ ମାଜିଷ୍ଟ୍ରେଟ ଭାବେ ଯୋଗ ଦେଇଥିଲେ । ଏ ନେଇ ଏନଡିପିଏସ ଆକ୍ଟର ଧାରା ୨୦(କ) ରେ ମାମଲା ରୁଜୁ ହୋଇଥିବା ସୁଚନା ମିଳିଛି ।         (ପାରଳାଖେମୁଣ୍ଡି/ଗରୁଡ଼ ଧ୍ୱଜ ଚୌଧୁରୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version