• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ନିଶାସକ୍ତ ଅବସ୍ଥାରେ ଜଣେ ଯୁବତୀଙ୍କୁ ଅପହରଣ ଉଦ୍ୟମ, ଧରିଲେ ଗାଁ ଲୋକେ ; ଅଭିଯୁକ୍ତଙ୍କୁ ଚପଲମାଳ ପିନ୍ଧାଇ ବୁଲାଇଲେ

Proprietor Abhimanyu Maharana by Proprietor Abhimanyu Maharana
December 19, 2020
in ଅପରାଧ, ଓଡ଼ିଶା, ଗଞ୍ଜାମ, ହୋମ୍
0
ନିଶାସକ୍ତ ଅବସ୍ଥାରେ ଜଣେ ଯୁବତୀଙ୍କୁ ଅପହରଣ ଉଦ୍ୟମ, ଧରିଲେ ଗାଁ ଲୋକେ ; ଅଭିଯୁକ୍ତଙ୍କୁ ଚପଲମାଳ ପିନ୍ଧାଇ ବୁଲାଇଲେ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୯ ଡିସେମ୍ବର ,ଶନିବାର ) ଆସିକା :- ଗଞ୍ଜାମ ଜିଲ୍ଲା ଆସିକା ଥାନା ଗଙ୍ଗାପୁର ଶାସନରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ନିଶାସକ୍ତ ଅବସ୍ଥାରେ ଜଣେ ଯୁବତୀଙ୍କୁ ଅପହରଣ ଉଦ୍ୟମ କରିବା ବେଳେ ଗାଁ ଲୋକଙ୍କ ହାତରେ ଧରା ପଡିଛି ଯୁବକ। ଗାଁ ଲୋକେ ଅର୍ଦ୍ଧ ଲଣ୍ଡା କରି ଯୁବକଙ୍କୁ ଚପଲମାଳ ପିନ୍ଧାଇ ଗାଁ ବୁଲାଇଛନ୍ତି।

ସୂଚନା ଅନୁଯାୟୀ ନବରତ୍ନପୁରର ପବିତ୍ର ପୋଲାଇ ନାମକ ଜଣେ ବ୍ୟକ୍ତି ଗଙ୍ଗାପୁର ଶାସନର ପାହାଡ଼ ପାଖରେ ଥିବା ଏକ ଚୋରାମଦ ଭାଟିରେ ମଦ ପାନକରି ନିଶାସକ୍ତ ଅବସ୍ଥାରେ ଥିବା ସମୟରେ ଗଙ୍ଗାପୁର ଶାସନର ଜୈନିକ ୨୩ ବର୍ଷୀୟା ଯୁବତୀଙ୍କୁ (ଛଦ୍ମନାମ ମିଲି) ଅପହରଣ କରି ପାହାଡକୁ ନେଉଥିଲେ। ହେଲେ ଏହି ସମୟରେ ସେଠାରେ କାମ କରୁଥିବା ଗ୍ରାମର କିଛି ଲୋକ ଯୁବତୀଙ୍କୁ ଉଦ୍ଧାର କରିଥିଲେ। ଗ୍ରାମର ଲୋକେ ଆସାମୀକୁ ଧରି ଆସିକା ପୋଲିସକୁ ଖବର ଦେଇଥିଲେ। ଆସିକା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

ତେବେ ଅପହରଣକରାରୀ ଯୁବକଙ୍କୁ ସ୍ଥାନୀୟ ଲୋକେ ଅର୍ଦ୍ଧ ଲଣ୍ଡା କରି ଚପଲମାଳ ପିନ୍ଧାଇ ଗାଁରେ ବୁଲାଇଛନ୍ତି। ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ଯୁବକୁ ଧରି ଥାନାକୁ ଆଣିଥିବା ବେଳେ ଘଟଣାର ତଦନ୍ତ କରୁଛି।ଏଭଳି ଘଟଣା ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି । (ରିପୋର୍ଟ/ଶେଷଦେବ ସାହୁ, ଗଞ୍ଜାମ ଜିଲ୍ଲା ବ୍ୟୁରୋ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version