• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସେନାପତି ବ୍ୟାଟମିନଟନ୍ ଟୁର୍ନାମେଣ୍ଟ ଉଦଯାପିତ

Proprietor Abhimanyu Maharana by Proprietor Abhimanyu Maharana
December 20, 2020
in ଓଡ଼ିଶା, କ୍ରୀଡ଼ା, ଖେଳ, ଗଞ୍ଜାମ, ହୋମ୍
0
ସେନାପତି ବ୍ୟାଟମିନଟନ୍ ଟୁର୍ନାମେଣ୍ଟ ଉଦଯାପିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୯ ଡିସେମ୍ବର ,ଶନିବାର ) କୁକୁଡାଖଣ୍ଡି :- କୁକୁଡାଖଣ୍ଡି ସେନାପତି ରାଇସ ମିଲ ଠାରେ ଆଜି ସେନାପତି ବ୍ୟାଟମିନ୍ଟନ ଟୁର୍ନାମେଣ୍ଟ ଉଦଯାପନି କାର୍ଯ୍ୟକ୍ରମ ହୋଇଯାଇଛି । ସ୍ଥାନୀୟ ସରପଂଚ ଅଦଲ ଚେନେୟାଙ୍କ ତତ୍ଵlବଧାନରେ ଉଦଘାଟନ ହୋଇଥିଲା l ସେନାପତି ରାଇସ ମିଲ ଠାରେ 2 ଦିନ ଧରି ହୋଇ ଥିବା ଏହି ଟୁର୍ଣ୍ଣାମେଣ୍ଟରେ ପ୍ରଥମ ଦିନରେ 16 ଗୋଟି ଦଳ ଅଂଶ ଗ୍ରହଣ କରିଥିଲେ ସେଥି ମଧ୍ୟରୁ 8 ଗୋଟି ଦଳ ପରାସ୍ତ ହୋଇଥିଲେ l ଖେଳ ର ଦୁତୀୟ ଦିନ 8 ଗୋଟି ଦଳ କୁ ନେଇ କ୍ୱାଟର ଫାଇନାଲ ସେମି ଫାଇନାଲ ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା l ଫାଇନାଲ ମ୍ୟାଚ ରେ ବିଜୟୀ ଦଳ ସୁମନ, ସିଟୁନୁ ବନାମ ଶୁଭନ, ମାନସ କୁ 2-1 ସେଟ ରେ ପରାସ୍ତ କରିଥିଲେ l ଫାଇନାଲରେ ବିଜୟ ଦଳକୁ 3333 ଟଙ୍କା ପୁରସ୍କାର ସହ ସିଲ ଓ ପରାଜୟ ଦଳକୁ 2222 ଟଙ୍କା ପୁରସ୍କାର ସିଲ ପ୍ରଦାନ କରାଯାଇଥିଲା l

ଏହି ଟୁର୍ଣ୍ଣାମେଣ୍ଟରେ କୁକୁଡାଖଣ୍ଡି ସ୍ଥାନୀୟ ସରପଂଚ ଅଦଲ ଚେନେୟା,ବ୍ଲକ ଅଧକ୍ଷ କାମାକ୍ଷା ପ୍ରସାଦ ପାତ୍ର, ସାକା ସୁଜିତ କୁମାର, କେ ମଣି ବାବୁ, ଏ ଧର୍ମା , ଇପିଲି ରୁଷୀୟା, ପନାଡ ସୁବାସ, ବନବାସୀ ପାଢ଼ୀ ଏସ. ଚିନ୍ତା ଉଦଜାପନି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ l ଶଙ୍କର ଗୌଡ଼, ଜିତେନ୍ଦ୍ର ମହାରଣା, ସନ୍ଦେଶ ପଟନାୟକ, ଲିଲୁ, ଅମିତ ଦାସ , ଗୋବିନ୍ଦ ବେହେରା,ପନାଡ଼ ଜଗଦୀଶ, ଏସ ନାରାୟଣ, କିଷାନ ଦୋରା, ଗୁଜୁରି ଚନ୍ଦନ, ବିଜୟ ଦେବ,ନୀଲେସ ଦଳାଇ, ସିମାଞ୍ଚଳ ସାହୁ, ଇଗେନ୍ଦ୍ର, ନକୁଳ ବେହେରା, ମହେଶ, ଶିବରାମ, ସମୀର ବେହେରାଙ୍କ ସମେତ ବହୁ ଉତ୍ସାହୀ ଯୁବକ ଉପସ୍ଥିତ ଥିଲେ।ଏହି ଅବସରରେ ବ୍ୟାଟମିନ୍ଟନ ଟୁର୍ଣ୍ଣାମେଣ୍ଟ ସ୍ଥାନୀୟ ଅଞ୍ଚଳରେ ଭାଇଚାର ଓ ଏକତା ଗଡ଼ି ତୋଳିବାରେ ସହାୟକ ହେବବୋଲି ଉଦଘାଟକ ସରପଂଚ ଅଦଲ ଚେନେୟା କହିଛନ୍ତି । ଆଗାମୀ ଦିନରେ କୁକୁଡାଖଣ୍ଡି ପଞ୍ଚାୟତରେ ଅନେକ କ୍ରୀଡା କାର୍ଯ୍ୟକ୍ରମ କରାଯିବ ବୋଲି ସୂଚନା ଦେଇଛନ୍ତି । ତେଣୁ ସ୍ଥାନୀୟ ଯୁବକ ମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା ।
 (ରିପୋର୍ଟ ଶେଷଦେବ ସାହୁ ଗଞ୍ଜାମ ଜିଲ୍ଲା ବ୍ୟୁରୋ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

July 23, 2026
ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version