• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜୁ ଜନତା ଦଳ ରାଜ୍ୟ ପରିଷଦ ବୈଠକରେ ଦଳର ସଭାପତି ତଥା – ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କର ଅଭିଭାଷଣ

Proprietor Abhimanyu Maharana by Proprietor Abhimanyu Maharana
December 21, 2020
in ଓଡ଼ିଶା, ଖୋର୍ଦ୍ଧା, ରାଜନୀତି, ହୋମ୍
0
ବିଜୁ ଜନତା ଦଳ ରାଜ୍ୟ ପରିଷଦ ବୈଠକରେ ଦଳର ସଭାପତି ତଥା – ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କର ଅଭିଭାଷଣ
Share on FacebookShare on TwitterWhatsapp

ଦୁର୍ନୀତି ବିରୁଦ୍ଧରେ ଲଢେଇକୁ ଆହୁରି ଜୋରଦାର କରାଯିବ ମୁଖ୍ୟମନ୍ତ୍ରୀଙ୍କ ସମେତ ସବୁ ଲୋକ ପ୍ରତିନିଧି ଏବଂ ତଳସ୍ତରରୁ ସର୍ବୋଚ୍ଚ ପର୍ଯ୍ୟନ୍ତ ସବୁ କର୍ମଚାରୀଙ୍କ ପାଇଁ ସଂପତ୍ତି ତାଲିକା ବାଧ୍ୟତାମୂଳକ ସବୁ ସଂପତ୍ତି ତାଲିକା ଲୋକାୟୁତଙ୍କ ପାଖକୁ ପଠାଯିବ ମୁଖ୍ୟମନ୍ତ୍ରୀ

ଓଡ଼ିଶା ତାଜା ନ୍ୟୁଜ (୨୧ ଡିସେମ୍ବର ସୋମବାର )ଭୁବନେଶ୍ୱର :- ମୁଁ ବହୁତ ଖୁସି ଯେ ବିଜୁ ବାବୁଙ୍କ ଆଦର୍ଶରେ ଚାଲିଥିବା ବିଜୁ ଜନତା ଦଳର ରାଜ୍ୟ ପରିଷଦ ବୈଠକରେ ଆପଣମାନେ ବହୁତ ଭଲ ଭଲ ପ୍ରସ୍ତାବ ଦେଇଛନ୍ତି । ସେଥିପାଇଁ ଆପଣମାନଙ୍କୁ ମୁଁ ଧନ୍ୟବାଦ ଜଣାଉଛି୤ ଆପଣମାନଙ୍କ ସବୁ ପ୍ରସ୍ତାବକୁ ମୁଁ ଅନୁମୋଦନ କରୁଛି । ମୁଁ ବ୍ୟକ୍ତିଗତ ଖୁସି ଯେ ସରକାରୀ ସ୍କୁଲରେ ପାଠ ପଢୁଥିବା ପିଲାମାନଙ୍କ ପାଇଁ Medical College ଓ Engineering Collegeରେ ସ୍ଥାନ ସଂରକ୍ଷଣ କରିବା ପାଇଁ ପ୍ରସ୍ତାବ ଆସିଛି । ସେହିପରି backward class survey ସଂପର୍କରେ ମଧ୍ୟ ବହୁତ ଭଲ ପ୍ରସ୍ତାବ ଆସିଛି । ସାମାଜିକ ନ୍ୟାୟ ପ୍ରତିଷ୍ଠା ଦିଗରେ ଏହା ଏକ ମାଇଲଷ୍ଟୋନ ହେବ ବୋଲି ମୋର ବିଶ୍ବାସ ।

ମହିଳାମାନଙ୍କ ସଶକ୍ତିକରଣ ମୋର ସବୁଠାରୁ ପ୍ରିୟ ବିଷୟ । ଆଜି ଏହି ସଂପର୍କରେ ଆସିଥିବା ପ୍ରସ୍ତାବକୁ ପ୍ରତ୍ୟେକ କ୍ଷେତ୍ରରେ କାର୍ଯ୍ୟକାରୀ କରିବା ପାଇଁ ଆମେ ଚେଷ୍ଟା କରିବା । ଆଜି ବୈଠକରେ ଯାହାସବୁ ପ୍ରସ୍ତାବ ପାରିତ ହେବ, ସେଥିରୁ ଯାହା ସରକାରୀ ସ୍ତରରେ କାର୍ଯ୍ୟକାରୀ କରିବା ଦରକାର, ସେଗୁଡିକୁ ସଂପୃକ୍ତ ମନ୍ତ୍ରୀ ମାନଙ୍କ ପାଖକୁ ପଠାଯିବ୤ ଆମର Organizing Secretary ସେଗୁଡିକୁ coordinate କରିବେ। ବିଜୁ ଯୁବ ଜନତା ଦଳର ବୈଠକରେ ମୁଁ ସେ ଦିନ ଆଂଚଳିକ ଦଳର ଭୂମିକା ବିଷୟ କହିଥିଲି ।ଭାଷା ଭିତ୍ତିରେ ଗଠିତ ହୋଇଥିବା ଗୋଟିଏ ରାଜ୍ୟରେ ଆଂଚଳିକ ଦଳର ଭୂମିକା ବିଷୟରେ କହିଥିଲି । ଆମ ଅନନ୍ୟ ପରିଚୟର ସୁରକ୍ଷା ବିଷୟରେ କହିଥିଲି । ଆଜି ମୁଁ Transparency ଏବଂ Anti-Corruption ଉପରେ ଆଲୋଚନା କରିବି ।

ଆପଣ ଜାଣନ୍ତି, ଆମ।ସରକାର ଆରମ୍ଭରୁ ହିଁ ଦୁର୍ନୀତି ବିରୁଦ୍ଧରେ ଲଢେଇ କରିଆସିଛି । ଦୁର୍ନୀତି ହିଁ ବିକାଶର ସବୁଠାରୁ ବଡ ଶତ୍ରୁ ।

1. ଆମେ ଲଢେଇ କରୁଛୁ, ଗରିବୀ ବିରୁଦ୍ଧରେ।

2. ଆମେ ଲଢେଇ କରୁଛୁ, ରୋଗ ବିରୁଦ୍ଧର ।

3. ଆମେ ଲଢେଇ କରୁଛୁ, ଆଂଚଳିକ ଅସମତା ବିରୁଦ୍ଧରେ ।

4. ଆମେ ଲଢେଇ କରୁଛୁ, ପ୍ରାକୃତିକ ବିପର୍ଯ୍ୟୟ ବିରୁଦ୍ଧରେ ।

5. ଆମେ ଲଢେଇ କରୁଛୁ, ଅସମାନତା ବିରୁଦ୍ଧରେ ଅନ୍ୟାୟ ବିରୁଦ୍ଧରେ      ଏବଂ ଅପାରଗତା ବିରୁଦ୍ଧରେ ।

ଏ ସବୁ ମୂଲ୍ୟହୀନ ହୋଇଯିବ । କିନ୍ତୁ ଆମେ ଯଦି Transparency ଉପରେ ଗୁରୁତ୍ବ ନ ଦେବା ଏବଂ ଦୁର୍ନୀତିର ମୂଳୋତ୍ପାଟନ ନ କରିବା, ତେବେ ଆମର ଏସବୁ ଲଢେଇ ମୂଲ୍ୟହୀନ ହୋଇଯିବ । Fight against Corruption will help us in our fight against all ills of society. May it be inequality, May it be poverty, May it be Injustice, in fact all maladies.
ଦୁର୍ନୀତି ବିରୁଦ୍ଧରେ ଆମର ସାଲିସବିହୀନ ଲଢେଇ ହିଁ ଆମ ପାଇଁ ସାରା ଭାରତରେ ସୁନାମ ଆଣିଦେଇଛି । ଦୁର୍ନୀତି ମାମଲା ବିଚାର ପାଇଁ Special Court ପ୍ରତିଷ୍ଠା ହେଉ ବା ଦୁର୍ନୀତିରେ ଲିପ୍ତ ମାନଙ୍କର ସଂପତ୍ତିର ବ୍ୟାଜାପ୍ତି ।

ଏ ସବୁଥିରେ ଆମ ରାଜ୍ୟ ହିଁ ସବୁଠାରେ ଆଗରେ ଅଛି । Odisha is one of the few States in the country to have a powerful Lokayukt. ଦୁର୍ନୀତି କରୁଥିବା କର୍ମଚାରୀ ଯେତେ ଉଚ୍ଚପଦରେ ଥାଆନ୍ତୁ ବା କାହିଁକି, ସେମାନଙ୍କ ବିରୁଦ୍ଧରେ ଆମେ ସବୁବେଳେ strong and exemplary action ନେଇଆସିଛୁ । ଅନେକ କ୍ଷେତ୍ରରେ ସେମାନଙ୍କୁ ଚାକିରୀରୁ ବରଖାସ୍ତ ମଧ୍ୟ କରାଯାଉଛି । ଗତ ୧ ବର୍ଷ ମଧ୍ୟରେ ଆମେ ….91 ….ଜଣ ଦୁର୍ନୀତିରେ ଲିପ୍ତ ଅଫିସରଙ୍କୁ ଚାକିରୀରୁ ବିଦା କରିଛୁ ।ପେନସନ stop କରିଛୁ ଆମେ ଆଗକୁ ଏ ଲଢେଇକୁ ଆହୁରି ଜୋରଦାର କରିବୁ । I propose the following for consideration of the State Council. ସରପଞ୍ଚଙ୍କ ଠାରୁ ଆରମ୍ଭ କରି, ବ୍ଲକ ଚେୟାରମ୍ୟାନ, ଜିଲ୍ଲା ପରିଷଦ President, Vice President, M.L.A. ମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ସମସ୍ତେ ପ୍ରତି ବର୍ଷ ସେମାନଙ୍କର ସଂପତ୍ତି ତାଲିକା (Property Statement) ଦେବେ ଏବଂ ଏହା ଜନସାଧାରଣଙ୍କ ସୂଚନା ନିମନ୍ତେ public domainରେ ରଖାଯିବ ।

As regards M.P.s, our party MPs will do it voluntarily and set an example for the entire country.  ସେହିପରି ସବୁ ସରକାରୀ କର୍ମଚାରୀ entry levelରୁ ଆରମ୍ଭ କରି Chief Secretary ପର୍ଯ୍ୟନ୍ତ ସମସ୍ତେ ପ୍ରତି ବର୍ଷ ସଂପତ୍ତି ତାଲିକା ଦେବେ ଏବଂ ଏହାକୁ ମଧ୍ୟ ଜନସାଧାରଣଙ୍କ ସୂଚନା ନିମନ୍ତେ public domainରେ ରଖାଯିବ । ସରକାରୀ କର୍ମଚାରୀ ଓ ଲୋକପ୍ରତିନିଧି ମାନଙ୍କର ସଂପତ୍ତି ତାଲିକା ପ୍ରତି ବର୍ଷ ଲୋକାୟୁତଙ୍କ ପାଖରେ submit କରାଯିବ । ଦୁର୍ନୀତି ରୋକିବା ପାଇଁ ଏଭଳି କଡା ପଦକ୍ଷେପ ନେବାରେ ଓଡିଶା ସାରା ଭାରତରେ ପ୍ରଥମ ରାଜ୍ୟ ହେବ ଏବଂ ଅନ୍ୟ ରାଜ୍ୟ ମାନଙ୍କୁ ଏ ଦିଗରେ ବାଟ ଦେଖାଇବ ।

ଆଜି ଏହି contextରେ ମହାତ୍ମାଗାନ୍ଧୀଙ୍କର ପ୍ରସିଦ୍ଧ talisman ସଂପର୍କରେ ମୁଁ ଆପଣଙ୍କୁ ମନେ ପକାଇ ଦେବାକୁ ଚାହୁଁଛି । I quote “ Whenever you are in doubt or when the self become too much with you apply the following test. Recall the face of the poorest and the weakest man/woman whom you may have seen and ask yourself if, the step you contemplated is going to be of any use to him/her.

ସାଧାରଣ ଲୋକ ମୁହଁରେ ହସ ଓ ମନରେ ବିଶ୍ବାସ ଗୋଟିଏ ରାଜନୈତିକ ଦଳର ସବୁଠାରୁ ବଡ ସଂପତ୍ତି । ତାକୁ ବଜାୟ ରଖିବା ପାଇଁ ଆସନ୍ତୁ ଆମେ କାମ କରିଚାଲିବା ।

ବନ୍ଦେ ଉତ୍କଳ ଜନନୀ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026

Recent News

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version