• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

।। ଭିଜିଲାନ୍ସ ଚଢଉ ରେ କୋଟିପତି କିରାଣୀ ଙ୍କ ବେଆଇନ ସମ୍ପତି ର ପର୍ଦାଫାସ୍ ।।

Proprietor Abhimanyu Maharana by Proprietor Abhimanyu Maharana
December 23, 2020
in ଅପରାଧ, ଓଡ଼ିଶା, ହୋମ୍
0
।। ଭିଜିଲାନ୍ସ ଚଢଉ ରେ କୋଟିପତି କିରାଣୀ ଙ୍କ ବେଆଇନ ସମ୍ପତି ର ପର୍ଦାଫାସ୍ ।।
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୨ ଡିସେମ୍ବର ମଙ୍ଗଳବାର )ଭୁବନେଶ୍ୱର :- କିରାଣୀ ଙ୍କ ଠାରୁ ବେଆଇନ ସମ୍ପତି ଠୁଳ ମାମଲା ରେ ଗିରଫ କରାଯାଇଛି । ପୁନଃଶ୍ଚ ଭିଜିଲାନ୍ସ ଟିମ ଦ୍ୱାରା ଏକ କିରାଣୀ ଙ୍କ ବିପୁଳ ଆୟ ବର୍ହିଭୁତ ସମ୍ପତି ଠାବ ହୋଈଛି ।

ସୂଚନାନୁସାରେ ପୂର୍ତ୍ତ ବିଭାଗ ର ଡିଭିଜନ-1 ନିର୍ବାହୀ ଯନ୍ତ୍ରୀ ଙ୍କ କାର୍ଯ୍ୟାଳୟ ର ଅସିତ କୁମାର ନାୟକ ଙ୍କ ଠାରୁ ୫ କୋଟି ରୁ ଅଧିକା ଟଙ୍କା ର ସମ୍ପତି ଠାବ କରିଛନ୍ତି ଭିଜିଲାନ୍ସ ବିଭାଗ ।

ଅସିତ ଙ୍କ ଘର ଓ ଅଫିସ୍ ସମେତ ଏକକାଳୀନ ୫ ଟି ଜାଗାରେ ଚଢଉ କରିଛନ୍ତି ଭୁବନେଶ୍ୱର ର ଭିଜିଲାନ୍ସ ଡିଭିଜନ ନଗଦ ଅଧିକାରୀ ନଗଦ ୧୦ ଲକ୍ଷ କ୍ୟାସ୍ , ୨ କୋଟି ୭୮ ଲକ୍ଷ ଟଙ୍କାର ବ୍ୟାଙ୍କ ଆକାଉଣ୍ଟ ଜମା ତଥା ୩୫୦ ଗ୍ରାମ ର ସୁନା ଗହଣା । ଜଟଣି , ବ୍ରହ୍ମପୁର , ଭୁବନେଶ୍ୱର ଫ୍ଲାଟ ଓ ପ୍ଲଟ କୁ ଠାବ କରି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢଉ କରି ଗିରଫ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version