• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ନଦୀ ବାଲିଘାଟରେ ଟ୍ରାକ୍ଟର ଜବତ ପରେ ତିନିଗୋଟି ଟ୍ରାକ୍ଟରରୁ : ୫୨ ହଜାର ଟଙ୍କା ଜୋରିମାନା

Proprietor Abhimanyu Maharana by Proprietor Abhimanyu Maharana
December 23, 2020
in ଅପରାଧ, ଓଡ଼ିଶା, କଳାହାଣ୍ଡି, ହୋମ୍
0
ନଦୀ ବାଲିଘାଟରେ ଟ୍ରାକ୍ଟର ଜବତ ପରେ ତିନିଗୋଟି ଟ୍ରାକ୍ଟରରୁ : ୫୨ ହଜାର ଟଙ୍କା ଜୋରିମାନା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୩ ଡିସେମ୍ବର ବୁଧବାର) କଳାହାଣ୍ଡି- ନର୍ଲା ବ୍ଳକ ଅନ୍ତର୍ଗତ ଶ୍ରୀପୁର ଗ୍ରାମ ନିକଟ ସାନ୍ଦୁଲ ନଦୀ ବାଲିଘାଟରୁ ନର୍ଲା ତହସିଲଦାରଙ୍କ ଦ୍ବାରା ୩ଗୋଟି ବାଲି ବୋଝେଇ ଟ୍ରାକ୍ଟର ଜବତ କରାଯାଇଛି।ଓଡି ୦୮ଜି୦୭୯୩ , (ଓଡି ୦୮ ଏଚ୯୬୬୭ ନମ୍ବର ଥିବା ଦୁଇ ଗୋଟି ଟ୍ରାକ୍ଟର ସହ ଏକ ନମ୍ବର ବିହୀନ ଟ୍ରାକ୍ଟର ଯୋଗେ ଉକ୍ତ ବାଲି ଘାଟରୁ ବାଲି ଉତ୍ତୋଳନ କରାଯାଉଥିବା ବେଳେ ନର୍ଲା ତହସିଲଦାର ମାନସ ରଞ୍ଜନ ତ୍ରିପାଠୀ,ରାଜସ୍ଵ ପର୍ଯ୍ୟବେକ୍ଷକ ରଞ୍ଜିତ ରାଉତ ,ନିଶାଣପୁର ଆର୍ ଆଇ ଲୋହିତ ବଗର୍ତ୍ତିଙ୍କ ଉପସ୍ଥିତିରେ ବେଆଇନ ଭାବେ ବାଲି ଉତ୍ତୋଳନ କରୁଥିବା ଦୁଇଗୋଟି ନମ୍ବର ଉଲ୍ଲେଖ ଥିବା ଟ୍ରାକ୍ଟରକୁ ଜବତ କରାଯାଇ ଜରିମାନା ଆଦାୟ କରାଯାଇଛି । ଅନ୍ୟପଟେ ନମ୍ବର ବିହୀନ ଟ୍ରାକ୍ଟରଟି ଘଟଣା ସ୍ଥଳରୁ ଫେରାର ହେଉଥିବା ବେଳେ ସମ୍ପୃକ୍ତ ଅଧିକାରୀ ଟ୍ରାକ୍ଟରର ପିଚ୍ଛା କରି ଅଟକାଇଥିଲେ ।

ଟ୍ରାକ୍ଟର ଚାଳକ ଓ ଅଧିକାରୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା । ଏଥିରେ ତହସିଲଦାର ସାମାନ୍ୟ ଆହତ ହୋଇଥିଲେ। ଖବର ପାଇ ନର୍ଲା ପୋଲିସ ଆସିବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା। ତେବେ ନମ୍ବର ନଥିବା ଟ୍ରାକ୍ଟରକୁ ଜବତ କରାଯାଇ ନର୍ଲା ଥାନାକୁ ଅଣାଯାଇଥିଲା। ୩ଗୋଟି ଟ୍ରାକ୍ଟର ମାଲିକଙ୍କ ଠାରୁ ଜରିମାନା ଆଦାୟ ବାବଦରେ ୫୨ ହଜାର ଟଙ୍କା ଆଦାୟ ହୋଇଥିବା ନର୍ଲା ତହସିଲଦାର ଶ୍ରୀ ତ୍ରିପାଠୀ ଆମ ପ୍ରତିନିଧିଙ୍କୁ କହିଛନ୍ତି। (ରିପୋର୍ଟ ପ୍ରଦୀପ କୁମାର ଗଉଡ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version