• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନ୍ଫରେନ୍ସିଂ ମାଧ୍ୟମରେ ପର୍ଯ୍ୟଟନ ବିଭାଗ ତରଫରୁ ଭିତରକନିକାରେ ‘ଅରଣ୍ୟ ନିବାସ’ ର ଶୁଭ ଉଦଘାଟନ – ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ

Proprietor Abhimanyu Maharana by Proprietor Abhimanyu Maharana
December 25, 2020
in ଓଡ଼ିଶା, କେନ୍ଦ୍ରାପଡା, ହୋମ୍
0
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନ୍ଫରେନ୍ସିଂ ମାଧ୍ୟମରେ ପର୍ଯ୍ୟଟନ ବିଭାଗ ତରଫରୁ ଭିତରକନିକାରେ ‘ଅରଣ୍ୟ ନିବାସ’ ର ଶୁଭ ଉଦଘାଟନ – ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୪ ଡିସେମ୍ବର୨୦୨୦,ଗୁରୁବାର ) କେନ୍ଦ୍ରାପଡ଼ା :- ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନ୍ଫରେନ୍ସିଂ ମାଧ୍ୟମରେ ପର୍ଯ୍ୟଟନ ବିଭାଗ ତରଫରୁ ଭିତରକନିକାରେ ‘ଅରଣ୍ୟ ନିବାସ’ ର ଶୁଭ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମ ରେ ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀଯୁକ୍ତ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ର ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର,ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ଶ୍ରୀ ସଚିନ୍ ଆର୍. ଯାଦବ, ରାଜନଗର ବିଧାୟକ ଶ୍ରୀ ଧ୍ରୁବ ଚରଣ ସାହୁ ,ମହିଳା ଶିଶୁ ବିକାଶ ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଉପଦେଷ୍ଟା ଶ୍ରୀମତୀ ସୁଲଚନା ଦାସ, ବିଜେଡ଼ି ମୁଖପାତ୍ର ଶ୍ରୀମତୀ ସୁଲତା ଦେଓ,

କେନ୍ଦ୍ରାପଡା ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା, ବିଜେଡି ନେତ୍ରୀ ଏଲିନା ଦାଶ ମଧ୍ୟ ଉପସ୍ଥିତ ଥିଲେ। ରାଜ୍ୟ ତଥା ରାଜ୍ୟ ବାହାର କିମ୍ବା ବିଦେଶୀ ପର୍ଯ୍ୟଟକଙ୍କ ହାତପାହାନ୍ତାରେ ସମସ୍ତ ସୁବିଧା ସୁଯୋଗ ଓ ରହଣୀ ସହ ସେମାନଙ୍କୁ ଭିତରକନିକା ଜାତୀୟ ଉଦ୍ୟାନରେ ମନୋରମ ବେଳାଭୂମିର ସୌନ୍ଦର୍ଯ୍ୟ ଉପଭୋଗ ପ୍ରଦାନ କରିବା ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଏହି ପଦକ୍ଷେପ ବେଶ୍ ସହାୟକ ହେବ। ଯେଉଁମାନେ ଭିତରକନିକା ର ଅରଣ୍ୟ ନିବାସ ରେ ରାତ୍ରିଯାପନ କରିବାକୁ ଚାହୁଁଛନ୍ତି, ଆସନ୍ତାକାଲି ଠାରୁ www.panthanivas.com ରେ ବୁକିଂ କରିପାରିବେ । ବର୍ତ୍ତମାନ ଅରଣ୍ୟ ନିବାସ ରେ ମୋଟ୍ ୧୨ ଟି ରୁମ୍ ର ବ୍ୟବସ୍ଥା କରାଯାଇଛି । ଭୋଜନ ପାଇଁ ଏକ ରେଷ୍ଟୁରାଣ୍ଟ ର ବ୍ୟବସ୍ଥା ରହିଛି ଯେଉଁଠି ଯେକୌଣସି ପର୍ଯ୍ୟଟକ ସୁସ୍ୱାଦୁ ଓଡ଼ିଆ ଖାଦ୍ୟ ମଧ୍ଯ ଖାଇପାରିବେ । (କେନ୍ଦ୍ରାପଡ଼ା ଜିଲ୍ଲା ପ୍ରତିନିଧି ଅନିରୁଦ୍ଧ ସେଠୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version