• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାରେ କଂଗ୍ରେସ ଦଳକୁ ସୁଦୃଢ କରିବା ; ଗଜପତି ଜିଲ୍ଲା କଂଗ୍ରେସର ନବ ନିଯୁକ୍ତ ଯୁବ ସଭାପତି ସୂର୍ଯ୍ୟ ନାରାୟଣ ପାତ୍ର 

Proprietor Abhimanyu Maharana by Proprietor Abhimanyu Maharana
December 27, 2020
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲାରେ କଂଗ୍ରେସ ଦଳକୁ ସୁଦୃଢ କରିବା ; ଗଜପତି ଜିଲ୍ଲା କଂଗ୍ରେସର ନବ ନିଯୁକ୍ତ ଯୁବ ସଭାପତି ସୂର୍ଯ୍ୟ ନାରାୟଣ ପାତ୍ର 
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୭ ଡିସେମ୍ବର ରବିବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା କଂଗ୍ରେସର ନୂତନ ଜିଲ୍ଲା ଯୁବ ସଭାପତି ଭାବେ ସୂର୍ଯ୍ୟ ନାରାୟଣ ପାତ୍ର ମନୋନୀତ ହୋଇଛନ୍ତି । ଓଡିଶା ଯୁବ କଂଗ୍ରେସ ସଭାପତି ସ୍ମୃତିରଞ୍ଜନ ଲେଙ୍କା ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ଗଜପତି ଜିଲ୍ଲା କଂଗ୍ରେସର ନୂତନ ଜିଲ୍ଲା ଯୁବ ସଭାପତି ଭାବେ ମନୋନୀତ କରିଥିବା ଜଣାଯାଇଛି । ନୂତନ ଜିଲ୍ଲା ଯୁବ ସଭାପତି ସୂର୍ଯ୍ୟ ନାରାୟଣ ପାତ୍ର ଗତ ଦୀର୍ଘ ବର୍ଷ ଧରି କଂଗ୍ରେସରେ ରହି ଆସିଛନ୍ତି । ସେ ଜଣେ ସୁସଂଗଠକ ଓ ଟାଣୁଆ ଯୁବ ନେତା ଭାବେ ବେଶ୍ ପରିଚିତ । ଦୀର୍ଘ ୧୦ବର୍ଷରୁ ଉର୍ଦ୍ଧ ସମୟ ଧରି ସେ ଦଳ ପାଇଁ ବହୁ କାମ କରି ଆସୁଛନ୍ତି । ନୂତନ ଜିଲ୍ଲା ଯୁବ

ସଭାପତି ଭାବେ ତାଙ୍କୁ ମନୋନୀତ କରିଥବାରୁ ଓଡିଶା ଯୁବ କଂଗ୍ରେସ ସଭାପତି ସ୍ମୃତିରଞ୍ଜନ ଲେଙ୍କାଙ୍କୁ ଧନ୍ୟବାଦ ଦେଇଛନ୍ତି । ସେହିପରି ତାଙ୍କୁ ନୂତନ ଦାୟିତ୍ୱ ମିଳିଥିବାରୁ ମୋହନା ବିଧାୟକ ତଥା ଗଜପତି ଜିଲ୍ଲା କଂଗ୍ରେସର ସଭାପତି ଦାଶରଥି ଗମାଙ୍ଗ, ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନା, ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି । ନୂତନ ଯୁବ ସଭାପତି ଭାବେ ସେ ତାଙ୍କ ପ୍ରତିକ୍ରିୟା ରେ କହିଛନ୍ତି ଯେ ଦଳ ତାଙ୍କ ଉପରେ ଯେଉଁ ବିଶ୍ୱାସ ରଖି ଦାୟିତ୍ୱ ଦେଇଛି ତାକୁ ସେ ସମ୍ପୂର୍ଣ ଭାବେ ପାଳନ କରିବେ । ଗଜପତି ଜିଲ୍ଲାରେ କଂଗ୍ରେସ ସଂଗଠନକୁ ସୁଦୃଢ ଓ ମଜବୁତ କରିବା ପାଇଁ ଯୁବଶକ୍ତି ବିନା ସମ୍ଭବ ନୁହେଁ । ତେଣୁ ଯୁବଶକ୍ତିକୁ ସୁସଂଗଠିତ ଓ ସକ୍ରିୟ କରି ଗଜପତି ଜିଲ୍ଲାର କଂଗ୍ରେସ ଦଳର ବିଜୟ ପାଇଁ କାର୍ଯ କରିବି । (ଗରୁଡ଼ ଧ୍ଵଜ ଚୌଧୁରୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନବୀନ ଓ ସୁଜାତାଙ୍କୁ ଭେଟିଲେ ବିସିଜେଡି ଵିଜୟୀ ଛାତ୍ର ନେତା

ନବୀନ ଓ ସୁଜାତାଙ୍କୁ ଭେଟିଲେ ବିସିଜେଡି ଵିଜୟୀ ଛାତ୍ର ନେତା

November 14, 2026
ଜିଲ୍ଲା ଅବକାରୀ ବିଭାଗର ଚଢ଼ାଉ, ବିପୁଳ ହିରୋଇନ୍ ଜବତ ଓ ଜଣେ ଗିରଫ

ଜିଲ୍ଲା ଅବକାରୀ ବିଭାଗର ଚଢ଼ାଉ, ବିପୁଳ ହିରୋଇନ୍ ଜବତ ଓ ଜଣେ ଗିରଫ

November 14, 2026
ବି ଇ ଓ ଡ଼କ୍ଟର ପ୍ରଭାତ ରଥଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ବି ଇ ଓ ଡ଼କ୍ଟର ପ୍ରଭାତ ରଥଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

November 14, 2026
ଦେବୀ ଗଡାରେ ମେଲାଣି ନେଲେ ମା,କାଳୀଙ୍କ ପ୍ରତିମୂର୍ତ୍ତି

ଦେବୀ ଗଡାରେ ମେଲାଣି ନେଲେ ମା,କାଳୀଙ୍କ ପ୍ରତିମୂର୍ତ୍ତି

November 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନବୀନ ଓ ସୁଜାତାଙ୍କୁ ଭେଟିଲେ ବିସିଜେଡି ଵିଜୟୀ ଛାତ୍ର ନେତା

ନବୀନ ଓ ସୁଜାତାଙ୍କୁ ଭେଟିଲେ ବିସିଜେଡି ଵିଜୟୀ ଛାତ୍ର ନେତା

November 14, 2026
ଜିଲ୍ଲା ଅବକାରୀ ବିଭାଗର ଚଢ଼ାଉ, ବିପୁଳ ହିରୋଇନ୍ ଜବତ ଓ ଜଣେ ଗିରଫ

ଜିଲ୍ଲା ଅବକାରୀ ବିଭାଗର ଚଢ଼ାଉ, ବିପୁଳ ହିରୋଇନ୍ ଜବତ ଓ ଜଣେ ଗିରଫ

November 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version