• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

‘ସ୍ୱଚ୍ଛତା ହିଁ ସେବା’ ‘ପରିବେଶ ସ୍ୱଚ୍ଛ ରହିଲେ ଜନଜୀବନ ସୁସ୍ଥ ରହିବ’ ଶଙ୍ଖଚିଲା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଓ ଯୁବପରିଷଦ ପକ୍ଷରୁ ସ୍ୱଚ୍ଛ ଭାରତ ଅଭିଯାନ ସଚେତନତା ଲାଗି ଶୋଭାଯାତ୍ରା

Proprietor Abhimanyu Maharana by Proprietor Abhimanyu Maharana
December 27, 2020
in ଓଡ଼ିଶା, ଯାଜପୁର
0
‘ସ୍ୱଚ୍ଛତା ହିଁ ସେବା’ ‘ପରିବେଶ ସ୍ୱଚ୍ଛ ରହିଲେ ଜନଜୀବନ ସୁସ୍ଥ ରହିବ’ ଶଙ୍ଖଚିଲା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଓ ଯୁବପରିଷଦ ପକ୍ଷରୁ ସ୍ୱଚ୍ଛ ଭାରତ ଅଭିଯାନ ସଚେତନତା ଲାଗି ଶୋଭାଯାତ୍ରା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୭ ଡିସେମ୍ବର ରବିବାର ) କୋରାଇ :-   କୋରାଇ ବ୍ଲକ ଅନ୍ତର୍ଗତ ଖମଣ ପଂଚାୟତସ୍ଥିତ ଠାକୁରପାଟଣା ଯୁବପରିଷଦ ଓ ଶଙ୍ଖଚିଲା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର (ନୂତନ) ପକ୍ଷରୁ ମିଳିତ ଭାବେ ରବିବାର ସ୍ୱଚ୍ଛଭାରତ ଅଭିଯାନ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ଏହି ଅଭିଯାନ ଶଙ୍ଖଚିଲା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ଅନୁଷ୍ଠିତ ହୋଇ ପରେ ସଚେତନତା ନିମନ୍ତେ ଶୋଭାଯାତ୍ରା କରାଯାଇଛି । ଅନୁଷ୍ଠିତ କାର୍ଯ୍ୟକ୍ରମ ଯୁବପରିଷଦର ସଭାପତି ପ୍ରଶାନ୍ତ କୁମାର ସାହୁ ଓ ହୋମିଓପାଥିକ ଡାକ୍ତର ଶୁଭ୍ରାଂଶୁଶେଖର ମହାନ୍ତିଙ୍କ ନେତୃତ୍ୱରେ ସ୍ୱାସ୍ଥ୍ୟକେନ୍ଦ୍ରରୁ ହିଁ ଅଭିଯାନ ଆରମ୍ଭ କରାଯାଇଥିଲା । ଅନେକ ଦିନହେଲା ଅଳିଆ ଆବର୍ଜନାପୂର୍ଣ୍ଣ ହୋଇପଡିରହିଥିବା ସ୍ୱ।।ସ୍ଥ୍ୟକେନ୍ଦ୍ରର ଚତୁଃପାଶ୍ୱର୍, ସ୍ୱାସ୍ଥ୍ୟକେନ୍ଦ୍ର ସ୧ୁଖରେ ଥିବା ଔଷଧ ଦୋକାନ, ଜଳଖିଆ ଦୋକାନ, ସେଲୁନ୍‌, ପାନଦୋକାନ ଓ ତେଜରାତି ଆଦି ରହିଥିବା ଦୋକାନ ଗୁଡିକୁ ବାହାରୁଥିବା ବର୍ଜ୍ୟବସ୍ତୁ ନିଷ୍କାସନ ହୋଇନପାରି ସ୍ୱାସ୍ଥ୍ୟକେନ୍ଦ୍ର ସ୧ୁଖଭାଗରେ ପଡିରହିଥିଲା । ତାହା ଯୁବପରିଷଦ ଓ ମେଡିକାଲ କର୍ମୀଙ୍କ ପକ୍ଷରୁ ଅନୁଷ୍ଠିତ ସ୍ୱଚ୍ଛଭାରତ ଅଭିଯାନରେ ସଫା କରାଯାଇଛି ।

ଏଥି ସହିତ ସ୍ୱାସ୍ଥ୍ୟକେନ୍ଦ୍ର ସ୧ୁଖରେ ଥିବା ଅନାବନା ଗଛକୁ ଉପାଡି ପରିଷ୍କାର କରାଯାଇଥିଲା । ଏହି ଅବସରରେ ସ୍ୱଚ୍ଛା ଭାରତ ନିମନ୍ତେ ସଚେତନତା ପାଇଁ ଏକ ଶୋଭାଯାତ୍ର ସ୍ୱାସ୍ଥ୍ୟକେନ୍ଦ୍ର ପରିସରକରୁ ବାହାରି ‘ସ୍ୱଚ୍ଛତା ହିଁ ସେବା’, ‘ପରିବେଶ ସ୍ୱଚ୍ଛ ରହିଲେ ଜନଜୀବନ ସୁସ୍ଥ ରହିବା’ ଆଦି ଶ୍ଲୋଗାନ ଦିଆଯାଇଥିଲା ।ଏହି ଶୋଭାଯାତ୍ରାରେ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକାରୀ ଡା. ନିବେଦିତା ମହାନ୍ତି ସ୍ୱାସ୍ଥ୍ୟକେନ୍ଦ୍ର ପରିବେଶ କୁ ସ୍ୱଚ୍ଛ ରଖିବାକୁ ସ୍ଥାନୀୟ ଦୋକାନିଙ୍କୁ ନିବେଦନ କରିଥିଲେ । ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଯୁବପରିଷଦର ଉପଦେଷ୍ଟା ଅଶୋକକୁମାର ବେହେରା, ସଭ୍ୟ ନୟନଦିପ୍ତ ବେହେରା, ଅବିନାଶ ସାହୁ, ସନ୍ତୋଷ ସାହୁ, ପରମେଶ୍ୱର ମଲ୍ଲିକ, ଉମାକାନ୍ତ ସାହୁ, ସୂର୍ଯ୍ୟକାନ୍ତ ସାହୁ, ରମେଶ ବେହେରା ଏବଂ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ଫାର୍ମାଶିଷ୍ଟ ମୃତ୍ୟୁଞ୍ଜୟ ଦାସ, ଉଦୟ କୁମାର ପୃଷ୍ଟି, ଆଟେଣ୍ଡାଟ ଦିଲୀପ ମହାପାତ୍ର, ଏମପିଏଚଡବ୍ଲୁ ଧର୍ମେନ୍ଦ୍ର ଓଝା, ସ୍ୱାସ୍ଥ୍ୟକର୍ମୀ ସ୍ୱ ଣ୍ଣ ର୍ଲତା ନାୟକ, ଗଗନି ସାହୁ, କୋଭିଡ-୧୯ ସ୍ୱାସ୍ଥ୍ୟକର୍ମୀ ସ୍ୱାଗତ ଲେଙ୍କା, ସୁବାସ ମୁଖି, ଔଷଧ ଦୋକାନୀ ଉଦୟଭାନୁ ସାହୁ ପ୍ରମୁଖ ସାମିଲ ହୋଇଥିଲେ ।  (ରିପୋର୍ଟ – ରଶ୍ମିରେଖା ମଲ୍ଲିକ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଧର୍ମପ୍ରାଣା ମହିଳା ବିଦୁଲତା ମହାନ୍ତି ଙ୍କ ପରଲୋକ

ଧର୍ମପ୍ରାଣା ମହିଳା ବିଦୁଲତା ମହାନ୍ତି ଙ୍କ ପରଲୋକ

October 23, 2026
କେ.ନୂଆଗାଁ ପୋଲିସର ସଫଳତା, ୯ ଜୁଆଡି ଗିରଫ : ଲକ୍ଷାଧିକ ଟଙ୍କା ଜବତ

କେ.ନୂଆଗାଁ ପୋଲିସର ସଫଳତା, ୯ ଜୁଆଡି ଗିରଫ : ଲକ୍ଷାଧିକ ଟଙ୍କା ଜବତ

October 23, 2026
ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ , ୭ଟି ସ୍ଥାନରେ ରେଡ୍ : ବିପୁଳ ପରିମାଣର ସମ୍ପତ୍ତି ଠାବ

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ , ୭ଟି ସ୍ଥାନରେ ରେଡ୍ : ବିପୁଳ ପରିମାଣର ସମ୍ପତ୍ତି ଠାବ

October 23, 2026
ସ୍ୱତନ୍ତ୍ର ଅଭିଯାନ ୬.୦ ଅଧୀନରେ ଖୋର୍ଦ୍ଧାରୋଡ୍ ମଣ୍ଡଳ ପକ୍ଷରୁ ‘ରେଳ ଜନ ସମ୍ବାଦ’ ଆୟୋଜିତ

ସ୍ୱତନ୍ତ୍ର ଅଭିଯାନ ୬.୦ ଅଧୀନରେ ଖୋର୍ଦ୍ଧାରୋଡ୍ ମଣ୍ଡଳ ପକ୍ଷରୁ ‘ରେଳ ଜନ ସମ୍ବାଦ’ ଆୟୋଜିତ

October 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଧର୍ମପ୍ରାଣା ମହିଳା ବିଦୁଲତା ମହାନ୍ତି ଙ୍କ ପରଲୋକ

ଧର୍ମପ୍ରାଣା ମହିଳା ବିଦୁଲତା ମହାନ୍ତି ଙ୍କ ପରଲୋକ

October 23, 2026
କେ.ନୂଆଗାଁ ପୋଲିସର ସଫଳତା, ୯ ଜୁଆଡି ଗିରଫ : ଲକ୍ଷାଧିକ ଟଙ୍କା ଜବତ

କେ.ନୂଆଗାଁ ପୋଲିସର ସଫଳତା, ୯ ଜୁଆଡି ଗିରଫ : ଲକ୍ଷାଧିକ ଟଙ୍କା ଜବତ

October 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version