• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜଗତସିଂହପୁର ଜିଲ୍ଲା ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନକିବାତ କୁ ବିରୋଧ

Proprietor Abhimanyu Maharana by Proprietor Abhimanyu Maharana
December 28, 2020
in ଓଡ଼ିଶା, ଜଗତସିଂହପୁର, ହୋମ୍
0
ଜଗତସିଂହପୁର ଜିଲ୍ଲା ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନକିବାତ କୁ ବିରୋଧ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୭ ଡିସେମ୍ବର ରବିବାର ) ଜଗତସିଂହପୁର  :-  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନକୀବାତ କାର୍ଯ୍ୟକ୍ରମ ବଦଳରେ କିଷାନକି ବାତ ଚାହିଁଏ ଦାବିକରି ରବିବାର ଜଗତସିଂହପୁର ଜିଲ୍ଲା ନବନିର୍ମାଣର କୃଷକ ସଙ୍ଗଠନ ପକ୍ଷରୁ ଜଗତସିଂହପୁର ଥାନା ଛକ ନିକଟରେ ଥାଳି,ଘଣ୍ଟ,ଘଣ୍ଟି ଓ ବାଜା ବଜାଇ କୃଷକମାନେ ପ୍ରତିବାଦ କରିଥିଲେ । ଆଜକୁ ଏକମାସରୁ ଉର୍ଦ୍ଧ୍ବ ହେଲା କେନ୍ଦ୍ର ସରକାରଙ୍କର ପ୍ରଣୟନ ହୋଇଥିବା ନୂତନ କୃଷି ଆଇନକୁ ବିରୋଧ କରି ଦିଲ୍ଲୀରେ ହଜାର ହଜାର ଚାଷୀ ରାଜରାସ୍ତାରେ ସିତ କାକରରେ ବସି ଆନ୍ଦୋଳନ ଚଳାଇଛନ୍ତି । ଏହାକୁ ପୁର୍ନସମର୍ଥନ ଜଣାଇ ନବନିର୍ମାଣ କୃଷକ ସଙ୍ଗଠନ ସମଗ୍ର ରାଜ୍ୟରେ ଏହି କୃଷି ଵିଲକୁ ବିରୋଧ କରିବାସହିତ ମୋଦିଙ୍କର ମନକି ବାତ କାର୍ଯ୍ୟକ୍ରମକୁ ମଧ୍ୟ ବିରୋଧ କରିଛନ୍ତି । ଏହିପ୍ରତିବାଦ ସଭାରେ ରଶ୍ମି ରଞ୍ଜନ ସ୍ଵାଇଁ,ସ୍ନେହଅଂଶୁ ଜେଜା ଓ ସୁରେନ୍ଦ୍ର ମହାରଣା ସମେତ ବହୁ ସଦସ୍ୟ ଯୋଗଦେଇଥିବାବେଳେ ରଘୁନାଥପୁରରେ ସଂଗଠନର ରାଜ୍ୟ ସରାୟ ନେତା ଦେବୀପ୍ରସାଦ ମହାରଣା ନେତୃତ୍ୱରେ ପ୍ରଥମେ ଗୋପବନ୍ଧୁ ପ୍ରତିମୃତିରେ ମାଲ୍ୟାର୍ପଣ କରି ଏହିଭଳି ପ୍ରତିବାଦ କରିଥିଲେ ।ଏଥିରେ ସଂଗଠନର ବ୍ଲକ ସ୍ତରୀଯ ନେତା ତଥା ବରିଷ୍ଠ କୃଷକ ଘନଶ୍ୟାମ ସ୍ଵାଇଁ , ଶରତ ମହାପାତ୍ର ,ନିଗମାନନ୍ଦ ଦାସ, କୈଲାସ ଚନ୍ଦ୍ର ସାହୁ, ଉମାକାନ୍ତ ସିଂହ, ବାସୁଦେବ ନାୟକ, ଅଶୋକ କୁମାର ସାହୁ, ହେମନ୍ତ କୁମାର ଦାସ ଓ ରମେଶ ଚନ୍ଦ୍ର ସିଂହ ସମେତ ବହୁ ସଦସ୍ୟ ଏକ ଘଣ୍ଟା ଧରି ଅହିଂସା ମାର୍ଗରେ ହରତାଳ କରିଥିଲେ । ସେହିପରି ଜିଲ୍ଲାର ସମସ୍ତ ବ୍ଲକରେ ସଂଗଠନ ପକ୍ଷରୁ ପ୍ରତିବାଦ କରିଥିବା ଦେଖିବାକୁ ମିଳିଥିଲା । (ଜଗତସିଂହପୁର ଜିଲ୍ଲାରୁ ଭାସ୍କର ପଟ୍ଟନାୟକ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version