• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସ ପାଳିତ ; ପୂର୍ବତନ ନଗରପାଳ ରସାନନ୍ଦ ମହାନ୍ତି ବିଜେଡିରେ ମିଶିଲେ

Proprietor Abhimanyu Maharana by Proprietor Abhimanyu Maharana
December 28, 2020
in ଓଡ଼ିଶା, ଯାଜପୁର, ରାଜନୀତି, ହୋମ୍
0
ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସ ପାଳିତ ;  ପୂର୍ବତନ ନଗରପାଳ ରସାନନ୍ଦ ମହାନ୍ତି ବିଜେଡିରେ ମିଶିଲେ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୭ ଡିସେମ୍ବର ରବିବାର )ଯାଜପୁର :- ଯାଜପୁର ଜିଲ୍ଲା କୋରାଇ ନିର୍ବାଚନ ମଣ୍ଡଳୀ ବ୍ୟାସନଗର ଟାଉନହଲ୍ ପଡିଆରେ ବିଜୁ ଜନତା ଦଳର ୨୪ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ପ୍ରବାଦ ପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ଦେହାନ୍ତ ପରେ ତାଙ୍କର ନୀତି, ସ୍ମୃତି ଓ ଆଦର୍ଶକୁ ପାଥେୟ ବିଜୁ ଜନତା ଦଳ ଜନ୍ମ ନେଇଛି । ବି.ଜେ.ଡି ର ୨୪ତମ ପ୍ରତିଷ୍ଠା ଦିବସ କୋରାଇ ବିଧିୟକ ଅଶୋକ କୁମାର ବଳକଂ ସଭାପତିତ୍ବରେ ଟାଉନ୍ ହଲ୍ ପରିସରରେ ଆଡମ୍ବର ସହ ପାଳିତ ହୋଇଯାଇଛି । ସୁପ୍ରିମୋ ତଥା ବିଜୁବାବୁଙ୍କ ସୁପୁତ୍ର ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ବିଜୁ ଜନତା ଦଳ ନିରନ୍ତର ଲୋକଙ୍କ ସହିତ ରହିଆସିଛି ଏବଂ ଲୋକଙ୍କ ପାଇଁ କାମ କରି ଆସିଛି ବୋଲି ଅତିଥି ମାନେ ମତବ୍ୟକ୍ତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଓଡିଶାର ଭିନ୍ନକ୍ଷମ ସଶକ୍ତିକରଣ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶୋକ ପଣ୍ଡା,ରାଜ୍ୟ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଯାଜପୁର ସାଂସଦ ଶର୍ମିଷ୍ଠା ସେଠୀ, କୋରେଇ ବିଧାୟକ ଅଶୋକ କୁମାର ବଳ, ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତ ରାୟ ଓ ପୂର୍ବତନ

ବିଧାୟକ ଆକାଶ ଦାସନାୟକଙ୍କ ସମେତ ଜିଲ୍ଲାର ସମସ୍ତ ବିଧାୟକ ଓ ବରିଷ୍ଠ ନେତୃବୃନ୍ଦ ଯୋଗଦେଇଥିଲେ । ଏହି ପ୍ରତିଷ୍ଠା ଦିବସ ଅବସରରେ ବ୍ୟାସନଗର ପୌର ପରିଷଦର ପୂର୍ବତନ ନଗରପାଳ ରସାନନ୍ଦ ମହାନ୍ତିଙ୍କ ସହିତ ଗତକାଲି କଂଗ୍ରେସର ହାତ ଛାଡିଥିବା ପୂର୍ବତନ କାଉନସିଲର ଅଜୟ କୁମାର ସାହୁ, ନିରୁପମା ସାହୁଙ୍କ ସମେତ ବିଜେପିର ଉଦୟନାଥ ସାହୁ ଓ ଶତାଧିକ କଂଗ୍ରେସ କର୍ମୀ ବିଜେଡି ଦଳରେ ଯୋଗଦାନ କରିଥିଲେ । ମନ୍ତ୍ରୀ ଶ୍ରୀଯୁକ୍ତ ପଣ୍ଡା ନୂତନ ସଦସ୍ୟ ମାନଙ୍କୁ ଉପଢୋକନ ଓ ପୁଷ୍ପଗୁଚ୍ଛ ଦେଇ ଦଳକୁ ସ୍ୱାଗତ କରିଥିଲେ । ନୁତନ ଭାବେ ସଦସ୍ୟତା ଗ୍ରହଣ କରିଥିବା ପୂର୍ବତନ ନଗରପାଳ ରସାନନ୍ଦ ମହାନ୍ତି ଏହି ପରିପେକ୍ଷୀରେ ଆଗାମୀ ଦିନରେ ବ୍ୟାସନଗରକୁ ବିଜୁ ଜନତା ଦଳକୁ କିପରି ଶସକ୍ତିକରଣ କରିହେବ ଓ ବ୍ୟାସନଗରର କିପରି ସର୍ବାଙ୍ଗୀନ ଉନ୍ନତି ହୋଇପାରିବ ସେନେଇ ଚେଷ୍ଟା କରିବେ ବୋଲି କହିଛନ୍ତି ।

ସେପଟେ ନୂତନଭାବେ ସଦସ୍ୟତା ଗ୍ରହଣ କରିଥିବା କଂଗ୍ରେସର ପୂର୍ବତନ କାଉନସିଲର ନିରୁପମା ସାହୁ କଂଗ୍ରେସ ଦଳ ତାଙ୍କୁ ଅଣଦେଖା କରୁଥିବା ଅଭିଯୋଗ ଆଣିବା ସହିତ ନବୀନ ବାବୁଙ୍କର କାର୍ଯ୍ୟଧାରାରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗଦାନ କରିଛନ୍ତି ବୋଲି କହିଛନ୍ତି । ଆଗାମୀ ଦିନରେ ବ୍ୟାସନଗରରେ ଦଳ ମଜବୁତ ହେବାସହ ବ୍ୟାସନଗର ଓ କୋରେଇ ଅଂଚଳର ସର୍ବାଙ୍ଗିନ ଉନ୍ନତି ପାଇଁ ଆମେ ପାଂଚ ଭାଇ ସୁକିନ୍ଦା ବିଧାୟକ ପ୍ରିତିରଞ୍ଜନ ଘଡାଇ, କୋରେଇ ବିଧାୟକ ଅଶୋକ ବଳ, ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତ ରାୟ, ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଓ ମୋ କଲେଜ ଅଧ୍ୟକ୍ଷ ଆକାଶ ଦାସ ନାୟକ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କ ପାଖରେ ମିଳିତ ଭାବେ ଦାବି କରିବୁ ବୋଲି କହିଛନ୍ତି । ଏହିଅବସରରେ ନବନିଯୁକ୍ତ କର୍ମକର୍ତ୍ତାକୁଂ ସମ୍ବର୍ଦ୍ଧିତ କରାଯାଇଥିଲା ।        (ରିପୋର୍ଟ – ରଶ୍ମିରେଖା ମଲ୍ଲିକ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

April 30, 2026
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version