• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଆ ଭାଷା ସାହିତ୍ୟ ସମିତି, ଓଡ଼ିଶାର ଦଶମ ସ୍ଵନକ୍ଷତ୍ର ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
December 28, 2020
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଓଡ଼ିଆ ଭାଷା ସାହିତ୍ୟ ସମିତି, ଓଡ଼ିଶାର ଦଶମ ସ୍ଵନକ୍ଷତ୍ର ଦିବସ ପାଳିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୮ ଡିସେମ୍ବର ସୋମବାର ) ହିଞ୍ଜିଳିକାଟୁ :-  ଗଞ୍ଜାମ ଜିଲ୍ଲାର ଅଗ୍ରଣୀ ସାହିତ୍ୟ ଏବଂ ସାଂସ୍କୃତିକ ଅନୁଷ୍ଠାନ “ଓଡ଼ିଆ ଭାଷା ସାହିତ୍ୟ ସମିତି, ଓଡ଼ିଶା”ର ଦଶମ ସ୍ଵନକ୍ଷତ୍ର ଦିବସ ରବିବାର ସ୍ଥାନୀୟ ହିଞ୍ଜିଳିକାଟୁ ବସ ଷ୍ଟାଣ୍ଡ ଠାରେ ପାଳିତ ହୋଇଯାଇଛି । ସମିତିର ପ୍ରତିଷ୍ଠାତା ସଭାପତି ଆକାଶ ପଟ୍ଟନାୟକ ଧ୍ୱଜାତ୍ତୋଳନ କରି ଆନୁଷ୍ଠାନିକ ଭାବେ ଏହାକୁ ଉଦଘାଟନ କରିଥିଲେ । ଉତ୍ସବର ପ୍ରଥମ ସତ୍ରରେ ଆୟୋଜିତ କବିତା ପାଠୋତ୍ସବରେ ଅବସରପ୍ରାପ୍ତ ଅଧ୍ୟାପକ ଅରବିନ୍ଦ ପଣ୍ଡା, ମହୁରୀ ସାହିତ୍ୟ ସଂସଦ, କୁକୁଡ଼ାଖଣ୍ଡିର ସଭାପତି ଶତ୍ରୁଘ୍ନ ମହାରଣା, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ହରିହର ଚୌଧୁରୀ, ଲକ୍ଷ୍ମୀ ନାରାୟଣ ପଟ୍ଟନାୟକ ଏବଂ ଅଧ୍ୟାପକ ସଞ୍ଜୟ କୁମାର ଷଡଙ୍ଗୀ ପ୍ରମୂଖ ମଞ୍ଚାସୀନ ଥିଲେ । ସେହିପରି ଦ୍ଵିତୀୟ ସତ୍ରରେ ପ୍ରତିଷ୍ଠାତା ସଭାପତି ଆକାଶ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସାଧାରଣ ସଭାରେ ବରିଷ୍ଠ

ସାମ୍ବାଦିକ ଦ୍ଵିତୀକୃଷ୍ଣ ପଣ୍ଡା, ଉପସଭାପତି ବ୍ରହ୍ମାକୁମାର ନିତ୍ୟାନନ୍ଦ ସାହୁ , ଉପସଭାନେତ୍ରୀ ରୀତାଞ୍ଜଳି ମିଶ୍ର ଏବଂ ସୌଜନ୍ୟ ସମ୍ପାଦକ ଚିନ୍ମୟ ରଞ୍ଜନ ମିଶ୍ର ପ୍ରମୂଖ ମଞ୍ଚାସୀନ ରହି ବିଗତ ଦଶ ବର୍ଷର ସ୍ମୃତି ଓ ତିକ୍ତ ମଧୁର ଅନୁଭୂତି ବଖାଣିଥିଲେ । ଏହି ଅବସରରେ ବର୍ଷିୟାନ ସାହିତ୍ୟିକ ଶତ୍ରୁଘ୍ନ ମହାରଣାଙ୍କ ଦ୍ୱାରା ରଚିତ “ଶ୍ରୀକ୍ଷେତ୍ର ବିଳାସ” ପୁସ୍ତକକୁ ମଞ୍ଚାସୀନ ଅତିଥି ମାନେ ଉନ୍ମୋଚନ କରିଥିଲେ। କାର୍ଯ୍ୟକ୍ରମ ଶେଷରେ କିରଣ କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷକ ପ୍ରମୋଦ କୁମାର ପଣ୍ଡିତ, ଅଧ୍ୟାପକ ରମେଶ ଚନ୍ଦ୍ର ସାହୁ, ସଙ୍ଗୀତ ନିର୍ଦ୍ଦେଶକ ରବୀନ୍ଦ୍ରନାଥ ସାହୁ, ଗୋବିନ୍ଦ ବେହେରା, ସଚ୍ଚିକାନ୍ତ ମିଶ୍ର, ହିମାଂଶୁ ବେହେରା ପ୍ରମୂଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ । ସମିତିର ଦଶ ବର୍ଷ ପୂର୍ତ୍ତି ଅବସରରେ ଚଳିତ ବର୍ଷବ୍ୟାପୀ ବିବିଧ କାର୍ଯ୍ୟକ୍ରମ ଆୟୋଜନ କରାଯିବ, ତେଣୁ କୋଭିଡ କଟକଣା ଭିତରେ କେବଳ ସାଙ୍କେତିକ ଭାବରେ ଏହି “ଦଶମ ସ୍ଵନକ୍ଷତ୍ର ବର୍ଷ”କୁ ରବିବାର ଉଦଘାଟନ କରାଯାଇଥିଲା ବୋଲି ସମିତିର ସାଧାରଣ ସମ୍ପାଦକ ପ୍ରକାଶ କରିଛନ୍ତି ।  ( ରିପୋର୍ଟ: ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Corrosion-resistant steel solution designed for construction, infrastructure, manufacturing and engineering applications

September 10, 2026
ଅଭିନେତ୍ରୀ ଶ୍ରୀଲୀଳାଙ୍କ ଦ୍ୱାରା ରାୟଗଡ଼ାରେ କଲ୍ୟାଣ ଜୁଏଲର୍ସର ପ୍ରଥମ ସୋ’ରୁମ ଉନ୍ମୋଚିତ

Actress Ms. Sreeleela Unveils Kalyan Jewellers’ First Showroom in Rayagada

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଭବ୍ୟ ସମାପନ, ପ୍ରତିଷ୍ଠିତ ପୁରସ୍କାର ପ୍ରଦାନ ସମାରୋହ ସହିତ ସୃଜନ ଅନୁଷ୍ଠାନର ଶିଳ୍ପୀମାନଙ୍କ ଦ୍ୱାରା ମନୋମୁଗ୍ଧକର ପ୍ରସ୍ତୁତି “ମାଟି”

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Corrosion-resistant steel solution designed for construction, infrastructure, manufacturing and engineering applications

Corrosion-resistant steel solution designed for construction, infrastructure, manufacturing and engineering applications

September 10, 2026
ଅଭିନେତ୍ରୀ ଶ୍ରୀଲୀଳାଙ୍କ ଦ୍ୱାରା ରାୟଗଡ଼ାରେ କଲ୍ୟାଣ ଜୁଏଲର୍ସର ପ୍ରଥମ ସୋ’ରୁମ ଉନ୍ମୋଚିତ

Actress Ms. Sreeleela Unveils Kalyan Jewellers’ First Showroom in Rayagada

September 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version