• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅଗ୍ନିକାଣ୍ଡରେ ୨ ପରିବାରର ୪ ବଖରା ପାଉଁଶ : ଧନସମ୍ପତ୍ତି ନଷ୍ଟ

Proprietor Abhimanyu Maharana by Proprietor Abhimanyu Maharana
December 28, 2020
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଅଗ୍ନିକାଣ୍ଡରେ ୨ ପରିବାରର ୪ ବଖରା ପାଉଁଶ : ଧନସମ୍ପତ୍ତି ନଷ୍ଟ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୮ ଡିସେମ୍ବର ସୋମବାର ) ଦିଗପହଣ୍ଡି :-  ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଖମ୍ବାରି ଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁଡାଙ୍ଗ ଗ୍ରାମର ହରିଜନ ସାହିରେ ଗତକାଲି ବିଳମ୍ବିତ ରାତିରେ ଆକସ୍ମିକ ଘଟି ଦୁଇଟି ପରିବାରର ୪ଟି ବଖରା ଜାଳିପୋଡି ପାଉଁଶ ହୋଇଯାଇଥିବା ବେଳେ ଏଥିରେ ଉଭୟ ପରିବାର ର ବହୁ ଧନସମ୍ପତ୍ତି ନଷ୍ଟ ହୋଇ ଯାଇଥିବା ଜଣାପଡିଛି । ଖବରପ୍ରକାରେ , ଗତକାଲି ଗ୍ରାମର ମମି ନାଇକ ଓ ସୁବି ନାୟକଙ୍କ ପରିବାର ସଦସ୍ୟ ଖାଇସାରି ଶୋଇ ପଡିଥିଲେ । ତେବେ ରାତି ସାଢ଼େ ୧୨ ଘଣ୍ଟା ସମୟରେ ହଠାତ୍ ତାର ଉପରେ ନିଆଁ ଲାଗିଥିଲା ଗ୍ରାମର କିଛି ଯୁବକ ଦେଖି ଉଭୟ ପରିବାରର ସଦସ୍ୟମାନଙ୍କୁ ଘର ଭିତରୁ ବାହାରକୁ ନେଇ ଆସିଥିଲେ । ଏହାପରେ ନିଆଁକୁ ଦେଖି ଗ୍ରାମବାସୀ ନିଆଁ ଲିଭାଇବାକୁ ଦୌଡ଼ି ଯାଇଥିଲେ ।

ହେଲେ ନିଆଁର ପ୍ରକୋପ ଏତେ ଥିଲା ଯେ ନିମିଷକ ମଧ୍ୟରେ ନିଆଁ ଚାରିଆଡ଼େ ବ୍ୟାପିଗଲା । ଘଟଣାପରେ ଦିଗପହଣ୍ଡି ବ୍ଲକ ଯୁବ ବିଜେଡ଼ି ସଭାପତି ଚିତ୍ରସେନ ଗୌଡ଼ , ପୂର୍ବତନ ସମିତି ସଭ୍ୟ ପ୍ରତିନିଧି ଗୁଣ୍ଡିଚା ପାଇକ , ରାମଚନ୍ଦ୍ର ସେଠୀ ଘଟଣାସ୍ଥଳରେ ପହଞ୍ଚି ଦିଗପହଣ୍ଡି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ଦିଗପହଣ୍ଡି ଅଗ୍ନିିିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିିିଥିଲେ। ତେବେ ମମି ନାଇକ ଝିଅ ବାହାଘର ପାଇଁ ଟଙ୍କା ଓ ସୁନା ଏବଂ ବହୁ ଆସବାବପତ୍ର ଜିନିଷ ରଖିଥିବା ବେଳେ ତାହା ପୋଡ଼ି ପାଉଁଶ ହୋଇ ଯାଇଥିବା ଜଣାପଡ଼ିଛି । ସେହିପରି ସୁବି ନାୟକଙ୍କ ମଧ୍ୟ ବହୁ ଆସବାବ ପତ୍ର ଜିନିଷ ସହ କିଛି ଟଙ୍କା ପୋଡିଯାଇଛି । ତେବେ ଉଭୟ ପରିବାର ବହୁ ଗରୀବ ହୋଇଥିବାରୁ ସରକାରୀ ସହାୟତା ପାଇଁ ଗ୍ରାମବାସୀମାନେ ଦାବି କରିଛନ୍ତି । ( ରିପୋର୍ଟ : ଶେଷଦେବ ସାହୁ , ଗଞ୍ଜାମ ଜିଲ୍ଲା ବ୍ୟୁରୋ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version