• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସରକାରୀ ବିଦ୍ୟାଳୟରେ ଉତୀର୍ଣ୍ଣ ଛାତ୍ରଛାତ୍ରୀଙ୍କ ଇଞ୍ଜିନିୟରିଂ ଓ ମେଡିକାଲ ଅଧ୍ୟୟନ ପାଇଁ ମନବଳ ବୃଦ୍ଧିକୁ ବିଜେଡି ଛାତ୍ର ସଂଘରୁ ପ୍ରଶଂସା

Proprietor Abhimanyu Maharana by Proprietor Abhimanyu Maharana
December 29, 2020
in ଓଡ଼ିଶା, ଗଞ୍ଜାମ, ହୋମ୍
0
ସରକାରୀ ବିଦ୍ୟାଳୟରେ ଉତୀର୍ଣ୍ଣ ଛାତ୍ରଛାତ୍ରୀଙ୍କ ଇଞ୍ଜିନିୟରିଂ ଓ ମେଡିକାଲ ଅଧ୍ୟୟନ ପାଇଁ ମନବଳ ବୃଦ୍ଧିକୁ ବିଜେଡି ଛାତ୍ର ସଂଘରୁ ପ୍ରଶଂସା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୯ ଡିସେମ୍ବର ,ମଙ୍ଗଳବାର )କୁକୁଡ଼ାଖଣ୍ଡି :- ଓଡିଶା କ୍ୟାବିନେଟ ଦ୍ୱାରା ଏକ ଐତିହାସିକ ନିଷ୍ପତି ପାରିତ ହୋଇ ଯାଇଅଛି । ଆଜି ବସିଥିବା କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ଯେଉଁଥିରେ ସରକାରୀ ହାଇସ୍କୁଲରେ ପଢୁଥିବା ପିଲାଙ୍କ ପାଇଁ ଇଞ୍ଜିନିୟରିଂ ଓ ମେଡିକାଲ କଲେଜରେ ନାମଲେଖାରେ ସଂରକ୍ଷଣ ପ୍ରସ୍ତାବ ମଧ୍ୟ ରହିଛି । ଗ୍ରାମଞ୍ଚଳରେ ଥିବା ମେଧାବୀ ଛାତ୍ରଛାତ୍ରୀଙ୍କ ମନରେ ଆତ୍ମବିଶ୍ୱାସ ସୃଷ୍ଟି କରିବାକୁ ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି କୁହାଯାଇଛି । ଏହି ନିଷ୍ପତ୍ତି ଅନୁଯାୟୀ ସରକାରୀ ସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀଙ୍କୁ ଓଡ଼ିଶାର ମେଡିକାଲ ଓ ଇଞ୍ଜିନିୟରିଂ କଲେଜରେ ନାମ ଲେଖାରେ ସଂରକ୍ଷଣ ରହିବ । ଆଉ ଏହାକୁ ଆଗାମୀ ଶିକ୍ଷା ବର୍ଷ ଠାରୁ ରାଜ୍ୟରେ ଲାଗୁ କରିବାକୁ ସଂକଳ୍ପ ଆଗତ ହୋଇଛି । କ୍ୟାବିନେଟରେ ଏହି ପ୍ରସ୍ତାବ ପାରିତ ହେବା ପରେ ଏହାକୁ ଚୂଡାନ୍ତ ରୂପ ଦେବାକୁ ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ଗଠନ କରାଯିବ । ଏହି କମିଟି ଆସନ୍ତା ୩ ମାସ ମଧ୍ୟରେ ଏକ ରିପୋର୍ଟ ପ୍ରଦାନ କରିବେ , ଯାହା ଫଳରେ କମିଟିର ସୁପାରିଶକୁ ଆସନ୍ତା ଶିକ୍ଷାବର୍ଷରୁ ଲାଗୁ କରାଯାଇପାରିବ ।

ଡାକ୍ତରୀ ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ସର୍ବଭାରତୀୟ ସ୍ତରରେ ନିଟ୍ ଭଳି ଶିକ୍ଷା ବିକାଶ ଉପରେ କୁକୁଡାଖଣ୍ଡି ବିଜେଡି ଛାତ୍ର ସଂଘଟନ ପକ୍ଷରୁ ସ୍ୱାଗତ ଜଣାଇବା ସହ ବିଡ଼ିଓ ଙ୍କ ଜରିଆରେ ଏକ ସ୍ୱାଗତ ଯୋଗ୍ୟ ପଦକ୍ଷପ ଲିଖିତ ଏକ ପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ପ୍ରଧାନ କରାଯାଇଛି ଏଥିରେ ସଞ୍ଜୟ କୁମାର ସାହୁ , ରାଧା ମୋହନ ସେଠି ,ବଳରାମ ବେହେରା ,  ଲିଙ୍କନ ପାତ୍ର , ସୁରେଶ ବେହେରା , ଏଲ.ରବି, ଜ୍ୟୋତି ରଞ୍ଜନ ପାତ୍ର, ସଞ୍ଜୟ ସେଠି ,ସନ୍ତୋଷ ପ୍ରଧାନ , ଅବିନାଶ ମହାନ୍ତି, ରାଜୁ ପାତ୍ର, ଟୁଟୁ ନାୟକ, ସରୋଜ କୁମାର ନାୟକ, ଅଜୟ ପ୍ରଧାନଙ୍କ ସମେତ ବହୁ ଯୁବକ ଦଳୀୟ କର୍ମୀ ଉପସ୍ଥିତ ରହି ସ୍ୱାଗତ ପତ୍ର ପ୍ରଦାନ କରିଥିଲେ । ସୁରେଶ ବେହେରା ,ଏଲ.ରବି , ଜ୍ୟୋତି ରଞ୍ଜନ ପାତ୍ର , ସଞ୍ଜୟ ସେଠି, ସନ୍ତୋଷ ପ୍ରଧାନ, ଅବିନାଶ ମହାନ୍ତି , ରାଜୁ ପାତ୍ର , ଟୁଟୁ ନାୟକ, ସରୋଜ କୁମାର ନାୟକ, ଅଜୟ ପ୍ରଧାନଙ୍କ ସମେତ ବହୁ ଯୁବକ ଦଳୀୟ କର୍ମୀ ଉପସ୍ଥିତ ରହି ସ୍ୱାଗତ ପତ୍ର ପ୍ରଦାନ କରିଥିଲେ । ପାରର ମାଷ୍ଟରମାଇଣ୍ଡ କିଏ ତାହା ଅସ୍ପଷ୍ଟ । (ରିପୋର୍ଟ : ଶେଷଦେବ ସାହୁ , ଗଞ୍ଜାମ ଜିଲ୍ଲା ବ୍ୟୁରୋ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

September 10, 2026
ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

September 10, 2026
ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

September 10, 2026
ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

September 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

September 10, 2026
ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

September 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version