• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୂଆବର୍ଷରୁ ବିଦ୍ୟୁତ୍ ବଣ୍ଟନ କମ୍ପାନି ୱେସ୍କୋ ଓ ‌ସାଉଥ୍‌କୋର ମାଲିକାନା ବଦଳିଯିବ

Proprietor Abhimanyu Maharana by Proprietor Abhimanyu Maharana
December 30, 2020
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ନୂଆବର୍ଷରୁ ବିଦ୍ୟୁତ୍ ବଣ୍ଟନ କମ୍ପାନି ୱେସ୍କୋ ଓ ‌ସାଉଥ୍‌କୋର ମାଲିକାନା ବଦଳିଯିବ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩୦ ଡିସେମ୍ବର ବୁଧବାର ) ଭୁବନେଶ୍ୱର :- ନୂଆବର୍ଷରୁ ବିଦ୍ୟୁତ୍ ବଣ୍ଟନ କମ୍ପାନି ୱେସ୍କୋ ଓ ‌ସାଉଥ୍‌କୋର ମାଲିକାନା ବଦଳିଯିବ । ସେସୁକୁ ହାତେଇବାର ୬ ମାସରେ ଟାଟା ପାୱାର କମ୍ପାନି ଲିମିଟେଡ୍‌ ନିକଟକୁ ଚାଲିଯିବ ରାଜ୍ୟର ଏହି ଦୁଇଟି ବିଦ୍ୟୁତ ବଣ୍ଟନକାରୀ ସଂସ୍ଥାର ମାଲିକାନା। ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ (ଓଇଆର୍‌ସି)ଙ୍କ ପକ୍ଷରୁ ଏ ନେଇ ରାୟ ଦିଆଯାଇଛି। ଉକ୍ତ ଦୁଇ ସଂସ୍ଥାର ପରିଚାଳନା ପାଇଁ ସ୍ପେସାଲ ପର୍ପୋଜ ଭେଇକିଲ୍‌ (ଏସପିଭି) ଗଠନ ହେବ। ଏଥିରେ ଟାଟା ପାୱାର କମ୍ପାନି ଲିମିଟେଡର ୫୧ ପ୍ରତିଶତ ଏବଂ ଗ୍ରିଡ୍‌‌କୋ ମାଧ୍ୟମରେ ଓଡ଼ିଶା ସରକାରଙ୍କର ୪୯ ପ୍ରତିଶତ ଅଂଶଧନ ରହିବ ।

ଚଳିତ ମାସ ୪ ତାରିଖରେ ଗ୍ରିଡ୍‌କୋକୁ ଏସପିଭି ଗଠନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇ ସାରିଛି। ଏସ୍‌ପିଭି ଗଠନ ପରେ ସାଉଥ୍‌କୋ ଏବଂ ୱେସ୍କୋର ଲାଇସେନ୍ସ ଟାଟା ପାୱାରକୁ ହସ୍ତାନ୍ତର କରାଯିବ। ସାଉଥ୍‌କୋ ପାଇଁ ଗଠିତ ହେବାକୁ ଥିବା ଏସ୍‌ପିଭିର ନାମ ଟାଟା ପାୱାର ସାଉଥ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ ବା ଟିପିସିଓଡିଏଲ୍‌ ରଖାଯାଇଛି। ସାଉଥ୍‌କୋର ମୂଲ୍ୟ ୨୫୦ କୋଟି ଟଙ୍କା ଧାର୍ଯ୍ୟ କରାଯାଇଛି। ତେଣୁ ୫୧ ପ୍ରତିଶତ ଅଂଶଧନ ପାଇଁ ଟାଟା ପାୱାରକୁ ୧୨୭ କୋଟି ଟଙ୍କା ଦେବାକୁ ପଡ଼ିବ । ତେବେ ଟାଟା ପାୱାର ପକ୍ଷରୁ ଏହି ଅର୍ଥ ଓଇଆର୍‌ସି ନିକଟରେ ଜମା କରାଯାଇଛି ବୋଲି ନିର୍ଦ୍ଦେଶନାମାରେ କୁହାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
World Odisha Society pays tribute to Pranab Patnaik

World Odisha Society pays tribute to Pranab Patnaik

September 14, 2026
ମାନବ ସେବା ହିଁ ମାଧବ ସେବା

ମାନବ ସେବା ହିଁ ମାଧବ ସେବା

September 14, 2026
ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ

ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ

September 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
World Odisha Society pays tribute to Pranab Patnaik

World Odisha Society pays tribute to Pranab Patnaik

September 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version