• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମନ୍ତ୍ରୀଙ୍କ ର ନବ ବର୍ଷ ର ଶୁଭେଛା ରେ ରହିଛି ପୁରୁଣା ଦିନ ର ସ୍ମୃତି

Proprietor Abhimanyu Maharana by Proprietor Abhimanyu Maharana
December 31, 2020
in ଓଡ଼ିଶା, ଖୋର୍ଦ୍ଧା, ରାଜନୀତି, ହୋମ୍
0
ମନ୍ତ୍ରୀଙ୍କ ର ନବ ବର୍ଷ ର ଶୁଭେଛା ରେ ରହିଛି ପୁରୁଣା ଦିନ ର ସ୍ମୃତି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩୧ ଡିସେମ୍ବର ଗୁରୁବାର ) ଭୁବନେଶ୍ୱର :- ନୂଆ ବର୍ଷର ଶୁଭେଚ୍ଛା ଜଣାଇଲେ କୃଷି ତଥା ଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଭୁଲି ପାରୁ ନାହାଁନ୍ତି ପିଲା ବେଳ ର ଅକୁହା କଥା , କେବେ ବି ନିଜ ଛାତ୍ର ବେଳର ସ୍ମୃତିକୁ ସହଜରେ ଭୁଲି ପାରନ୍ତି ନାହିଁ ମଣିଷ , ଯେତେ ବଡ ହେଉ ନା କାହିଁକି ମଣିଷ ଯେତେ ସଫଳତା ହାସଲ କରିଥାଉ ନା କାହିଁକି..? ଛାତ୍ର ବା ଛାତ୍ରୀ ବେଳର ସେହି ଅକୁହା କଥା , ସାଙ୍ଗ ମାନଙ୍କ ସହ ବିତିଥିବା ଅଭୁଲା ମୂହୁର୍ତ୍ତ ସବୁ ଆଜୀବନ ଅଙ୍ଗାଅଙ୍ଗୀ ଭାବେ ଜଡିତ ହୋଇ ରହିଥାଏ । ଆହୁରି ପୁଣି ସେହି ସ୍ମୃତି ସହ ଜଡିତ କିଛି ସାମଗ୍ରୀ ଯଦି ଆମ ପାଖରେ ରହିଥାଏ ତେବେ ତାକୁ ଆମେ ସାଇତି ରଖୁ ଆଉ ସ୍ମୃତିଚାରଣ କରୁ ।

ସେହିଭଳି କିଛି ସାମଗ୍ରୀ ବା ଚିଠି ଆଜି ପର୍ଯ୍ୟନ୍ତ ସାଇତି ରଖିଛନ୍ତି କୃଷି ତଥା ଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ । ନୂଆ ବର୍ଷର ଶୁଭେଚ୍ଛା ଜଣାଇ ଲେଖିଥିଲେ ଯାହାକୁ ସେ ଆଜି ତାଙ୍କ ସୋସିଆଲ ମିଡିଆରେ ସେୟାର କରିଛନ୍ତି ମନ୍ତ୍ରୀ ଅରୁଣ କୁମାର ସାହୁ । ଉକ୍ତ ପୁରୁଣା ଦିନର ସ୍ମୃତି ପୂର୍ଣ୍ଣ ଚିଠିକୁ ସେୟାର କରି ମନ୍ତ୍ରୀ ଲେଖିଛନ୍ତି, “୧୯୯୦ ରେ ବାଣୀବିହାର ରେ ପଢ଼ିଲା ବେଳେ New Year wish ରେ ଏ Card ଟି ଲେଖିଥିଲି ଆଜି ପୁଣି ଥରେ ପଢ଼ିଲା ବେଳେ, ଏହାର ପ୍ରାସଙ୍ଗିକତା ଅନୁଭବ କରୁଛି” । ତେବେ ଚିଠିଟି ପୁରୁଣା ହୋଇଯାଇଛି ସତ କିନ୍ତୁ ତାହା ତାଙ୍କ ହୃଦୟର ଅତି ନିବିଡ ।

ସେଥିରେ ମନ୍ତ୍ରୀ ଅରୁଣ ଲେଖିଛନ୍ତି, “ଏ ଶତାବ୍ଦୀର ଅନ୍ତିମ ଦଶନ୍ଧି ତଥା ନୂଆ ବର୍ଷ ୧୯୯୦ ମସିହା କଳାଦୃଷ୍ଟି, ଶିଳ୍ପ ସାହିତ୍ୟର ସାଧନା, ସିଦ୍ଧି ଜୟଯାତ୍ରା ଓ ସ୍ଵାଧୀନତାର ସଂଗ୍ରାମ ସହିତ ନିର୍ଭୀକତା, ସ୍ପଷ୍ଟବାଦୀତା ଓ ନୂତନ ବିପ୍ଳବୀ ମୂଲ୍ୟବୋଧର ପ୍ରତିଷ୍ଠା ପାଇଁ ବେସାଲିସୀ ସଂଗ୍ରାମର ଉତ୍ସଭୁମି ହେଉ । ଗ୍ରୀଷ୍ମର ତତଲା ଝାଞ୍ଜି, ଶ୍ରମିକର ଲାହୁର ତପସ୍ୟା ପରେ, ବର୍ଷାର ଶ୍ରାବଣୀ ଲୁହରେ, କୃଷକର କ୍ଷେତ ଆର ଦୁନିଆର ସବୁଜିମାରେ ଭରିଯାଏ, ଶୀତର ସଦ୍ୟ, ସତେଜ ଉତ୍ପାଦନ, ପୁଞ୍ଜିବାଦୀ ଶୋଷଣର ଓ ଖଳାମୁଣ୍ଡା ସୁଧଖୋର ସାହୁକାର- ସାମନ୍ରବାଦ ବ୍ଯୁହ ଭିତରୁ କାଲୁଆ ମଝି ରାତିରେ ଦୂରଦର୍ଶନ ପରଦା ଦେଇ ଆସିଲା HAPPY NEW YEAR – 1990 – ଅନିଶ୍ଚିତ-ନିଶ୍ଚିତ, ସୁଖ-ଦୁଃଖ, ଘୃଣା-ପ୍ରେମ, ହତାଶା – ଆଶା, ଅପମାନ – ସମ୍ବର୍ଦ୍ଧନା ଝୁଡି ଝୁଡି କୋଟି ଟୋକେଇ ଭର୍ତ୍ତି ପରସ୍ପର ବିରୋଧାଭାସ ହେଉ… “।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

July 17, 2026
ଧ୍ୟାନକୁଦ ପୀଠରେ ଶ୍ରୀଗୁଣ୍ଡିଚା ରଥଯାତ୍ରା

ଧ୍ୟାନକୁଦ ପୀଠରେ ଶ୍ରୀଗୁଣ୍ଡିଚା ରଥଯାତ୍ରା

July 16, 2026
ରଥଖଳାରୁ ସିଂହଦ୍ୱାର ଲାଗିଲା ତିନିରଥ ରଥ-ପଥ-ଭକ୍ତ ପ୍ରସ୍ତୁତ

ରଥଖଳାରୁ ସିଂହଦ୍ୱାର ଲାଗିଲା ତିନିରଥ ରଥ-ପଥ-ଭକ୍ତ ପ୍ରସ୍ତୁତ

July 16, 2026
ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟ ରେ ବନ ମହୋତ୍ସବ

ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟ ରେ ବନ ମହୋତ୍ସବ

July 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

July 17, 2026
ଧ୍ୟାନକୁଦ ପୀଠରେ ଶ୍ରୀଗୁଣ୍ଡିଚା ରଥଯାତ୍ରା

ଧ୍ୟାନକୁଦ ପୀଠରେ ଶ୍ରୀଗୁଣ୍ଡିଚା ରଥଯାତ୍ରା

July 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version