• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସହୀଦ ରେଣ୍ଡୋ ମାଝୀ ବ୍ୟକ୍ତି ନୁହେଁ : ଜାତିର ଅସ୍ମିତ

Proprietor Abhimanyu Maharana by Proprietor Abhimanyu Maharana
December 31, 2020
in ଓଡ଼ିଶା, କଳାହାଣ୍ଡି, ହୋମ୍
0
ସହୀଦ ରେଣ୍ଡୋ ମାଝୀ ବ୍ୟକ୍ତି ନୁହେଁ : ଜାତିର ଅସ୍ମିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୩୧ ଡିସେମ୍ବର ଗୁରୁବାର) କଳାହାଣ୍ଡି :- କଳାହାଣ୍ଡି ଜିଲ୍ଲାର ପ୍ରଥମ ସ୍ୱାଧୀନତା ସଂଗ୍ରାମୀ ସହୀଦ ରେଣ୍ଡୋ ମାଝୀ ଆଉ ବ୍ୟକ୍ତି ହୋଇ ରହି ନାହିଁ,ସେ ଏବେ ଆଦିବାସୀର ଅସ୍ମିତା । ରେଣ୍ଡୋ ମାଝୀଙ୍କୁ କୌଣସି ଏକ ନିର୍ଦ୍ଧିଷ୍ଟ ଗୋଷ୍ଠୀରେ ସୀମିତ କରାଯିବା ଆବଶ୍ୟକ ନୁହେଁ ,ସେ ଏବେ ବିଶ୍ୱ ସଂପଦ ବୋଲି ଆଜି ଆୟୋଜିତ ରେଣ୍ଡୋ ମାଝୀଙ୍କ ସ୍ମୃତିରେ କବିତା ପାଠୋତ୍ସବରେ ଅତିଥିମାନେ ମତବ୍ୟକ୍ତ କରିଛନ୍ତି । ସହୀଦ ରେଣ୍ଡୋ ମାଝୀ ସ୍ମୃତି କମିଟୀ ତରଫରୁ କଳାହାଣ୍ଡିର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନର ସହାୟତାରେ ଅନୁଷ୍ଠିତ ଐତିହାସିକ ସହୀଦ ରେଣ୍ଡୋ ମାଝୀ କବିତା ପାଠୋତ୍ସବ ମ.ରାମପୁର ବୁରାଟସ୍ଥିତ ଆଦିବାସୀ ତାଲିମକେନ୍ଦ୍ର ପରିସରରେ ଅନୁଷ୍ଠିତ ହୋଇଯାଇଛି ।

ସ୍ମୃତି କମିଟୀର ଉପସଭାପତି ଧନସିଂ ମାଝୀଙ୍କ ଅଧ୍ୟକ୍ଷତାରେ ପ୍ରଥମ ଅଧିବେଶନ ତଥା ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥିଭାବରେ ସେବାଜଗତର ସଂପାଦକ ସତ୍ୟନାରାୟଣ ପଟ୍ଟନାୟକ,ମୁଖ୍ୟବକ୍ତା ଅଧ୍ୟାପକ ପରମେଶ୍ୱର ମୁଣ୍ଡ,ସମ୍ମାନୀତ ଅତିଥି ବରିଷ୍ଠ କବି ନାଟ୍ୟକାର ପଦ୍ମ ଲୋଚନ ମିଶ୍ର,ସମାଜସବୀ ଯୋଗେଶ୍ୱର ମାଝୀ ଓ କାଳେନ୍ଦ୍ରୀ ମାଝୀ ଯୋଗଦେଇଥିଲେ । ଯୁବ କବି ତଥା ବରିଷ୍ଠ ସାମ୍ବାଦିକ ହେମନ୍ତ ସାହୁ ମଂଚ ପରିଚାଳନା କରିଥିଲେ । ପରେ ଦ୍ୱିତୀୟ ଅଧିବେଶନ ତଥା କବିତା ପାଠୋତ୍ସବରେ ଅଧ୍ୟାପକ କୌତୁକ ପନ୍ଦର ଅଧ୍ୟକ୍ଷତା କରିଥିବା ବେଳେ କନ୍ଧ ସଂସ୍କୃତିର ଗବେଷକ ମେଦିନୀଧର ଜାନୀ,ଲୁବେନଗଡ଼ ପଂଚାୟତର ପ୍ରଥମ ସରକାରୀ ଶିକ୍ଷକ ତଥା ରେଣ୍ଡୋ ମାଝୀଙ୍କ ବଂଶଧର ବିଷୁ କେଶନ ମାଝୀ ମଂଚାସୀନ ରହିଥିବା ବେଳେ ଯୁବଗାଳ୍ପିକ ସୁଧୀର କୁମାର ଧଙ୍ଗଡ଼ାମାଝୀ ଓ ଡ଼ିଲେଶ୍ୱର ରଣା କବିତା ସଂଯୋଜନା କରିଥିଲେ ।

କବି ଲଳିତ ମୋହନ ଭୋଇ,ରମେଶ ଚନ୍ଦ୍ର ମିଶ୍ର,କୌତୁକ ପନ୍ଦର,ମେଦିନୀଧର ଜାନୀ,ନିରଞ୍ଜନ ମହାରଣା,କୁଞ୍ଜ ସାହୁ,ଭାଗିରଥୀ ଷଡ଼ଙ୍ଗୀ,ମଧୁସୂଦନ ସିଂହ,ତପନ କୁମାର ସାହୁ,ଅରୁଣ କୁମାର ପ୍ରଧାନୀ,ସମୀର ପୁଝାରୀ,କାହ୍ନୁ ଚରଣ ସାହୁ,ଅଧ୍ୟାପିକା ଲିପ୍ସାମୟୀ ଦୁବେ,ହୃଦାନନ୍ଦ ସାହୁ,କୀର୍ତ୍ତନ ଘିଭେଲା,ଲଳିତ କୁମାର,ପୀତାମ୍ବର  ଗୌଡ଼,ବିଶୁକେଶନ ମାଝୀ ପ୍ରମୁଖ ସ୍ୱରଚିତ କବିତା ପାଠ କରିଥିଲେ । (ରିପୋର୍ଟ କଳାହାଣ୍ଡି ବ୍ୟୁରୋ /ପ୍ରଦୀପ କୁମାର ଗଉଡ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

March 8, 2026
ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

March 8, 2026
ଇରାନ ଉପରେ ଆମେରିକାର ଆକ୍ରମଣ ବିରୁଦ୍ଧରେ ସିପିଆଇର ବିକ୍ଷୋଭ

ଇରାନ ଉପରେ ଆମେରିକାର ଆକ୍ରମଣ ବିରୁଦ୍ଧରେ ସିପିଆଇର ବିକ୍ଷୋଭ

March 8, 2026
ରଞ୍ଜନ ସରଙ୍ଗୀ ନବମ ସଂସ୍କରଣରେ ରକ ଷ୍ଟାର ବିଜୟୀ ହୋଇ ଫାଇନାଲରେ ପ୍ରବେଶ

ରଞ୍ଜନ ସରଙ୍ଗୀ ନବମ ସଂସ୍କରଣରେ ରକ ଷ୍ଟାର ବିଜୟୀ ହୋଇ ଫାଇନାଲରେ ପ୍ରବେଶ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

March 8, 2026
ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version