• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୃଷି ଓ ଗୋ ପାଳନ ଭାରତର ଅର୍ଥନୀତି ଓ ସଂସ୍କୃତିର ଆଧାର

Proprietor Abhimanyu Maharana by Proprietor Abhimanyu Maharana
January 24, 2020
in ଓଡ଼ିଶା, ବାଣିଜ୍ୟ, ହୋମ୍
0
କୃଷି ଓ ଗୋ ପାଳନ ଭାରତର ଅର୍ଥନୀତି ଓ ସଂସ୍କୃତିର ଆଧାର
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନିଉଜ୍) ଭୁବନେଶ୍ୱର 2020 – ଭୁବନେଶ୍ୱର କୃଷି ଓ ଗୋ ପାଳନ ଭାରତର ଅର୍ଥନୀତି ଓ ସଂସ୍କୃତିର ଆଧାର । କୃଷି ଓ କୃଷକର ବିକାଶ ହିଁ ଦେଶର ତଥା ରାଜ୍ୟର ବିକାଶ । ଏଣୁ ଏହି କ୍ଷେତ୍ର ଅଗ୍ରାଧିକାର ପାଇବା ଦରକାର । ସୁଖର କଥା କୃଷି ଓ କୃଷକଙ୍କୁ ଗୁରୁତ୍ୱ ଦେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଏହି କ୍ଷେତ୍ର ପାଇଁ ଅନେକଗୁଡ଼ିଏ ସକାରାତ୍ମକ ପଦକ୍ଷେ ପ ନେଇଛନ୍ତି ।

ତା’ର ସୁଫଳ ଅନୁଭୂତ ହେଉଛି ବୋଲି ଓଡ଼ିଶାର ମାନ୍ୟବର ରାଜ୍ୟ ପାଳ ପ୍ରଫେସର ଗଣେଶୀ ଲାଲ କହିଛନ୍ତି । ଆଜି ଜନତା ମଇଦାନରେ ପାଞ୍ଚଦିନ ବ୍ୟା ପୀ ଚାଲିଥିବା କୃଷି ଓଡ଼ିଶା-୨୦୨୦ର ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମାନ୍ୟବର ରାଜ୍ୟ ପାଳ କହିଲେ ଜୀବଜଗତରେ ପଶୁ ପକ୍ଷୀ ଆତ୍ମହତ୍ୟା କରୁନଥିବାବେଳେ ମଣିଷକୁ ଅନ୍ନ ଯୋଗାଉଥିବା କୃଷକର ଆତ୍ମହତ୍ୟାର ଖବର ନିଶ୍ଚିତ ରୂେ ପ ଚିନ୍ତାର ବିଷୟ ।

ଯାହାର ନିଷ୍ଠା ପର ଓ ନିସ୍ୱାର୍ଥ ପର ଏବଂ କଠିନ ପରିଶ୍ରମ ଫଳରେ ମଣିଷର ଜୀବନଧାରଣ ପାଇଁ ଅନ୍ନ ଉତ୍ପନ୍ନ ହେଉଛି, ସେହି କୃଷକ ଯେଭଳି ଶାନ୍ତିରେ ରହିବ, ଚା ପଗ୍ରସ୍ତ ହେବ ନାହିଁ, ସେଥି ପାଇଁ ପ୍ରତ୍ୟେକ କାଯ୍ୟ କରନ୍ତୁ ବୋଲି ମାନ୍ୟବର ରାଜ୍ୟ ପାଳ କହିଥିଲେ । ପଞ୍ଚଭୂତରେ ଗଢ଼ା ଏ ପୃଥିବୀ । ମାତ୍ର ମନୁଷ୍ୟକୃତ କାରଣ ଯୋଗୁଁ ଏହି ପଞ୍ଚଭୂତ ଆଜି ବ୍ୟା ପକ ଭାବରେ ପ୍ରଦୂଷିତ ।

ମଣିଷକୁ ବାରଞ୍ଚାର ବନ୍ୟା, ବାତ୍ୟା, ମରୁଡ଼ି ଭଳି ପ୍ରାକୃତିକ ବି ପର୍ଯ୍ୟୟର ସମୁଖୀନ ହେବାକୁ ପଡ଼ୁଛି । ଏହାର ପ୍ରଭାବ କୃଷି କ୍ଷେତ୍ର ଉ ପରେ ପଡ଼ୁଛି । ତେଣୁ ଜୈବିକ କୃଷି ପଦ୍ଧତିକୁ ଗୁରୁତ୍ୱ ପ୍ରଦାନ କରିବାକୁ ରାଜ୍ୟ ପାଳ କହିଛନ୍ତି । ଉତ୍ସବରେ ଅଧ୍ୟକ୍ଷତା କରି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂ ପଦ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଲେ ଯେ କୃଷିର ଉନ୍ନତି କରି କୃଷକମାନଙ୍କର ଆୟ ଦ୍ୱିଗୁଣିତ କରିବା ପାଇଁ ଉନ୍ନତ ଜ୍ଞାନକୌଶଳ ଓ କୃଷି ପଦ୍ଧତିର ବ୍ୟବହାର ଏବଂ ଫସଲର ବିବିଧତା ଆଣିବା ଆବଶ୍ୟକ ।

ଓଡ଼ିଶା ମିଲେଟ୍‌ ମିଶନରେ ମାଣ୍ଡିଆ ଚାଷର ସଫଳତା ସାରା ଭାରତକୁ ଦିଗ୍‌ଦର୍ଶନ ଦେଇ ପାରିଛି । ସଂ ପ୍ରତି ଉଚ୍ଚଶିକ୍ଷିତ ୩⁄୪ୁବକମାନେ ଚାଷ ଓ କୃଷି ଉଦ୍ୟୋଗ ପାଇଁ ଆଗ୍ରହ ପ୍ରକାଶ କରିବା ନିଶ୍ଚିତ ରୂେ ପ ଶୁଭଙ୍କର । ଏହା ଦ୍ୱାରା ଚାଷୀକୂଳର ସମ୍ମାନ ବୃଦ୍ଧି ପାଇଛି । ବୈଷୟିକ ଜ୍ଞାନକୌଶଳର ପ୍ରୟୋଗ, ଜଳବାୟୁ ପରିବର୍ତ୍ତନ ସହ ଖା ପଖୁଆଇବା, ଉଚ୍ଚ ମୂଲ୍ୟଯୁକ୍ତ ଓ କୃଷି ଉତ୍ପାଦର ବିବିଧକରଣ ଏବଂ କୃଷି ଉତ୍ପାଦ ପାଇଁ ବଜାର ସୃଷ୍ଟି କରିବା ଲକ୍ଷ୍ୟରେ ସମୃଦ୍ଧି-କୃଷି ନୀତି-୨୦୨୦ ପ୍ରଣୟନ କରାଯାଇଛି ବୋଲି ଡ. ସାହୁ କହିଥିଲେ ।

ଉତ୍ସବରେ ବିଜ୍ଞାନ ଓ କାରିଗରୀ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର କୁଳ ପତି ଡ. ପବନ କୁମାର ଅଗ୍ରଓ୍ୱାଲ୍‌ ସମ୍ମାନିତ ଅତିଥି ଭାବେ ଯୋଗଦେଇ କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ନିମନ୍ତେ ଅଧିକ ଖାଦ୍ୟଶସ୍ୟ ସହିତ ଅଧିକ ପୁଷ୍ଟିକର ଖାଦ୍ୟ ଉତ୍ପାଦନର ଆବଶ୍ୟକତା ଦୃଷ୍ଟିରୁ ଏଥି ପ୍ରତି ରାଜ୍ୟ ସରକାର ସ୍ୱତନ୍ତ୍ର ଧ୍ୟାନ ଦେଉଛନ୍ତି ବୋଲି କହିଥିଲେ ।

ଏଥି ସହିତ ଓଡ଼ିଶାର ୧୦ଟି କୃଷି ଜଳବାୟୁ ଅଞ୍ଚଳ କୃଷିରେ ବିବିଧତା ପାଇଁ ସୁେଯୋଗ ଆଣିଦେଇଛି ବୋଲି ଅତିଥିମାନେ ମତ ଦେଇଥିଲେ । ସ୍ୱାଗତ ଭାଷଣ ଦେବା ଅବସରରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ସୌରଭ ଗର୍ଗ ‘କୃଷି ଓଡ଼ିଶା-୨୦୨୦’ କୃଷି କ୍ଷେତ୍ରରେ ଏକ ନୂତନ ସମ୍ଭାବନା ସୃଷ୍ଟି କରିବା ସହିତ କୃଷକମାନଙ୍କ ପାଇଁ ନିଶ୍ଚିତ ଲାଭ ଦାୟକ ହେବ ବୋଲି କହିଥିଲେ । ଏହି ଅବସରରେ ରାଜ୍ୟର କୃଷକ ଉତ୍ପାଦନ ସଂଗଠନମାନଙ୍କୁ ବିଶେଷ ସଫଳତା ପାଇଁ ରାଜ୍ୟ ପାଳ ସଞ୍ଚର୍ଦ୍ଧିତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମହିଳା ଦିବସ ଉପଲକ୍ଷେ ଯୋଗ ଶିବିର ଅନୁଷ୍ଠିତ

ମହିଳା ଦିବସ ଉପଲକ୍ଷେ ଯୋଗ ଶିବିର ଅନୁଷ୍ଠିତ

March 7, 2026
କଲ୍ୟାଣପୁର ଆଦିବାସୀ ବସ୍ତିରେ ହୋଲି ଉତ୍ସବ ଅନୁଷ୍ଠିତ

କଲ୍ୟାଣପୁର ଆଦିବାସୀ ବସ୍ତିରେ ହୋଲି ଉତ୍ସବ ଅନୁଷ୍ଠିତ

March 7, 2026
ମେଗା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

ମେଗା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

March 7, 2026
ମାଇଁ ଭାରତ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ନେଇ ସାମ୍ବାଦିକ ସମ୍ମିଳନୀ

ମାଇଁ ଭାରତ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ନେଇ ସାମ୍ବାଦିକ ସମ୍ମିଳନୀ

March 7, 2026

Recent News

ମହିଳା ଦିବସ ଉପଲକ୍ଷେ ଯୋଗ ଶିବିର ଅନୁଷ୍ଠିତ

ମହିଳା ଦିବସ ଉପଲକ୍ଷେ ଯୋଗ ଶିବିର ଅନୁଷ୍ଠିତ

March 7, 2026
କଲ୍ୟାଣପୁର ଆଦିବାସୀ ବସ୍ତିରେ ହୋଲି ଉତ୍ସବ ଅନୁଷ୍ଠିତ

କଲ୍ୟାଣପୁର ଆଦିବାସୀ ବସ୍ତିରେ ହୋଲି ଉତ୍ସବ ଅନୁଷ୍ଠିତ

March 7, 2026
ମେଗା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

ମେଗା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

March 7, 2026
ମାଇଁ ଭାରତ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ନେଇ ସାମ୍ବାଦିକ ସମ୍ମିଳନୀ

ମାଇଁ ଭାରତ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ନେଇ ସାମ୍ବାଦିକ ସମ୍ମିଳନୀ

March 7, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମହିଳା ଦିବସ ଉପଲକ୍ଷେ ଯୋଗ ଶିବିର ଅନୁଷ୍ଠିତ

ମହିଳା ଦିବସ ଉପଲକ୍ଷେ ଯୋଗ ଶିବିର ଅନୁଷ୍ଠିତ

March 7, 2026
କଲ୍ୟାଣପୁର ଆଦିବାସୀ ବସ୍ତିରେ ହୋଲି ଉତ୍ସବ ଅନୁଷ୍ଠିତ

କଲ୍ୟାଣପୁର ଆଦିବାସୀ ବସ୍ତିରେ ହୋଲି ଉତ୍ସବ ଅନୁଷ୍ଠିତ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version