• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

।। ନବବର୍ଷ ଶୁଭେଚ୍ଛା ବାର୍ତ୍ତା, ନୟାଗଡ଼ ଜିଲ୍ଲାପାଳ : ଡ଼ଃ. ପୋମା ଟୁଡୁ ।।

Proprietor Abhimanyu Maharana by Proprietor Abhimanyu Maharana
January 1, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
।। ନବବର୍ଷ ଶୁଭେଚ୍ଛା ବାର୍ତ୍ତା, ନୟାଗଡ଼ ଜିଲ୍ଲାପାଳ : ଡ଼ଃ. ପୋମା ଟୁଡୁ ।।
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩୧ ଡିସେମ୍ବର ଗୁରୁବାର ) ନୟାଗଡ଼ :- ନଦୀ ସ୍ରୋତ ପରି ସମୟ ସ୍ରୋତ ଗଢି ଚାଲିଛି । ଦଣ୍ଡ ଦିନ ମାସ ବର୍ଷ ପରି ସମୟ ବହି ଚାଲିଛି । ଦେଖୁ ଦେଖୁ ୨୦୨୦ ଶେଷ ହେବାକୁ ଯାଉଛି । ଏହା ଆମ ପାଇଁ ଆନଦ ଓ ବିଷାଦ ର ମିଶ୍ରିତ ଅନୁଭୂତି ଆଣିଦେଇଛି । ପୁଣି ନୂଆବର୍ଷ ୨୦୨୧ ଆସୁଛି । କୋଭିଡ୍ – ୧୯ ସମଗ୍ର ବିଶ୍ୱକୁ ଦୋହଲାଇ ଦେଇଛି । ଓଡ଼ିଶା ତଥା ନୟାଗଡ଼ ମଧ୍ୟ ଏହାର ଆକ୍ରମଣରୁ ବାଦ୍ ପଡ଼ିନାହିଁ । ଏହି କୋଭିଡ୍ ମହାମାରରେ କିଛି ଲୋକଙ୍କୁ ଆମେ ହରେଇଛୁ । ଅର୍ଥ ନୀତି ଓ ମାନସିକ ସ୍ତରରେ ଆମ ଜିଲ୍ଲା ବହୁ ଅସୁବିଧାର ସମ୍ମୁଖୀନ ହୋଇଛି । ତେବେ ଏହି ମହାମାରୀ କୁ ପରାସ୍ତ କରିବା ପାଇଁ ଯେଉଁ କୋଭିଡ୍ ଯୋଦ୍ଧା ଯଥା – ଡାକ୍ତର , ସ୍ବାସ୍ଥ୍ୟକର୍ମୀ , ପୋଲିସ , ସାମ୍ବାଦିକ , ସମସ୍ତ କର୍ମଚାରୀ ଓ ଜନସାଧାରଣଙ୍କ ସହଯୋଗ ଓ ସାହାଯ୍ୟ ଥିଲା ଅପରିହାର୍ଯ୍ୟ । ସେଥିପାଇଁ ନୟାଗଡ଼ ଜିଲ୍ଲା ଓ ଅନ୍ୟ ଜିଲ୍ଲା ତୁଳନାରେ କୋଭିଡ ନିୟନ୍ତ୍ରଣ କରିବାରେ ଉଲ୍ଲେଖନୀୟ ସଫଳତା ହାସଲ କରିଛି ।

ଏହା ନୟାଗଡ଼ ବାସୀଙ୍କ ଅକ୍ଲାନ୍ତ ସହଯୋଗ ପାଇଁ ସମ୍ଭବ ସୋଇପାରିଛି । ଜିଲ୍ଲା ସଦର ମହକୁମା ତଥା ସମସ୍ତ ବ୍ଲକ୍ ହେଡ୍ କ୍ୱାର୍ଟର ମାନଙ୍କରେ ଉନ୍ନତି ଆଲୋକୀକରଣ ବ୍ୟବସ୍ଥା କରାଯାଇଛି । ଉନ୍ନତମାନର ସ୍ୱାସ୍ଥ୍ୟସେବା ଜିଲ୍ଲାବାସୀଙ୍କୁ ଯୋଗାଇ ଦେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ଦର୍ପନାରାୟଣପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ISO 9001- 2015 ପ୍ରମାଣ ପତ୍ର ପ୍ରାପ୍ତ ହୋଇଅଛି । ଏହା ଆମ ପାଇଁ ଗର୍ବ ଓ ଗୌରବର ବିଷୟ । କୋଭିଡ ସ ଶିକ୍ଷା କ୍ଷେତ୍ରରେ ଆମ ଜିଲ୍ଲା ଚଳିତ ବର୍ଷ +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାରେ ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରି ଆମକୁ ଗୌରବାନ୍ୱିତ କରିଛି । ସେହିପରି କୃଷି କ୍ଷେତ୍ରରେ ଆମ ଜିଲ୍ଲାର ଉନ୍ନତି ଘଟିଛି । ନୂତନ ବର୍ଷରେ ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ନୂଆ ଚିନ୍ତା ଧାରା ନେଇ ପରସ୍ପର କୁ ସାହଯ୍ୟ ଓ ସହଯୋଗ କରି ଆଗେଇ ଆସିଲେ ଆମେ ଏହି ଜିଲ୍ଲାକୁ ଆହୁରି ଉନ୍ନତି ଓ ସମୃଦ୍ଧି କରିପାରିବା ।

ଏହି ଅବସରରେ ମୁଁ ନୟାଗଡ଼ ବାସୀଙ୍କୁ କୃତଜ୍ଞତା ଓ ଧନ୍ୟବାଦ ଜଣାଇବା ସଙ୍ଗେ ସଙ୍ଗେ ଆଗାମୀ ନୂତନ ବର୍ଷ ୨୦୨୧ ସମସ୍ତଙ୍କ ପାଇଁ ସୁଖମୟ , ମଧୁମୟ ଓ ଶୁଭଙ୍କର ହେଉ ଏହା ଈଶ୍ବରଙ୍କ ନିକଟରେ କାମନା କରୁଛି । ନୂଆ ବର୍ଷ ର ନୂତନ ସକାଳ ୨୦୨୧, ଆପଣ ଙ୍କ ଚଲାପଥ କୁସୁମିତ କରୁ । ୨୦୨୦ର ସବୁ ଦୁଃଖ – ଦୂର୍ଦଶା,ରୋଗ-ଶୋକ କୁ ଦୂରେଇ ଦେଇ,ସୁଖ-ଶାନ୍ତି ଆନନ୍ଦ ଉଲ୍ଲାସ ର ବାର୍ତା ବହନ କରୁ । ଏହା ହିଁ ଆମର ପ୍ରଭୁ ଜଗନ୍ନାଥ ଙ୍କ ପାଖରେ ପ୍ରାଥନା ।                            ଡ଼ଃ. ପୋମା ଟୁଡୁ, ନୟାଗଡ଼ ଜିଲ୍ଲାପାଳ 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0

ପୁରୀ : ଅଧାରେ ଅଟକିଲା ତିନି ରଥ

July 17, 2026
ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

July 17, 2026
ଧ୍ୟାନକୁଦ ପୀଠରେ ଶ୍ରୀଗୁଣ୍ଡିଚା ରଥଯାତ୍ରା

ଧ୍ୟାନକୁଦ ପୀଠରେ ଶ୍ରୀଗୁଣ୍ଡିଚା ରଥଯାତ୍ରା

July 16, 2026
ରଥଖଳାରୁ ସିଂହଦ୍ୱାର ଲାଗିଲା ତିନିରଥ ରଥ-ପଥ-ଭକ୍ତ ପ୍ରସ୍ତୁତ

ରଥଖଳାରୁ ସିଂହଦ୍ୱାର ଲାଗିଲା ତିନିରଥ ରଥ-ପଥ-ଭକ୍ତ ପ୍ରସ୍ତୁତ

July 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀ : ଅଧାରେ ଅଟକିଲା ତିନି ରଥ

July 17, 2026
ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

July 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version