• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଗଣଶିକ୍ଷା ଅତିରିକ୍ତ ସଚିବଙ୍କ ହିଞ୍ଜିଳି ଗ୍ରସ୍ତ ୩ ବିଦ୍ୟାଳୟର ଭିତିଭୁମି ଅନୁଧ୍ୟାନ ସହ ଆବଶ୍ୟକ ଭିତିଭୂମି ଅଭାବକୁ ନେଇ ଅସନ୍ତୋଷ

Proprietor Abhimanyu Maharana by Proprietor Abhimanyu Maharana
January 1, 2021
in ଅପରାଧ, ଓଡ଼ିଶା, ଗଞ୍ଜାମ, ହୋମ୍
0
ଗଣଶିକ୍ଷା ଅତିରିକ୍ତ ସଚିବଙ୍କ ହିଞ୍ଜିଳି ଗ୍ରସ୍ତ ୩ ବିଦ୍ୟାଳୟର ଭିତିଭୁମି ଅନୁଧ୍ୟାନ ସହ ଆବଶ୍ୟକ ଭିତିଭୂମି ଅଭାବକୁ ନେଇ ଅସନ୍ତୋଷ

??????

Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩୧ ଡିସେମ୍ବର ଗୁରୁବାର ) ହିଞ୍ଜିଳିକାଟୁ :- ରାଜ୍ୟ ସରକାରଙ୍କ ଘୋଷଣା ମୁତାବକ ରାଜ୍ୟର ୧୦୧ଟି ଉଚ୍ଚ ବିଦ୍ୟାଳୟରେ ସେଂଟର ଅଫ୍ ଏକ୍ସଲେନ୍ସ ପ୍ରତିଷ୍ଠା ହେବ । ପାଠ୍ୟକ୍ରମରେ ସ୍ପୋକେନ ଇଂରାଜୀ ବିଷୟ ସାମିଲ କରାଯିବ ସହ ଉନ୍ନତମାନର ପାଠାଗାର ସ୍ଥାପନ କରି ଶିକ୍ଷାର୍ଥୀ ମାନଙ୍କୁ ଗୁଣାତ୍ମକ ଶିକ୍ଷାଦାନ ବ୍ୟବସ୍ଥା ସକାଶେ ମୂଳ ଲକ୍ଷ୍ୟ ରହିଛି । ଏଥି ପୂର୍ବରୁ ହିଞ୍ଜିଳିକାଟୁ ପୌରାଂଚଳର ସରକାରୀ ବୃନ୍ଦାବନ ବିଦ୍ୟାଳୟ ଓ ସରକାରୀ ଏନଏସି ଉଚ୍ଚ ବିଦ୍ୟାଳୟକୁ ସେଂଟର ଅଫ୍ ଏକ୍ସଲେନ୍ସ ଘୋଷଣା କରାଯାଇଥିଲା । ସ୍ଥାନୀୟ ବ୍ଳକର ୨୩ଟି ଉଚ୍ଚ ବିଦ୍ୟାଳୟକୁ ସେଂଟର ଅଫ୍ ଏକ୍ସଲେନ୍ସ କରିବା ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ସକାଶେ ଗତ ଦିନରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ହିଞ୍ଜିଳି ଗ୍ରସ୍‌ତ କରି ବିଭାଗୀୟ ଅଧିକାରୀ ଓ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ ଓ ବିଦ୍ୟାଳୟ ପରିଚାଳନା କମିଟି କର୍ମକର୍ତାଙ୍କ ସହ ଆଲୋଚନା କରିଛନ୍ତି ।

??????

ଏହି ପରିପ୍ରେକ୍ଷୀରେ ଗୁରୁବାର ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବ ରଘୁରାମ ରାଜନ ଆୟାର ହିଞ୍ଜିଳି ଗ୍ରସ୍ତ କରି ସ୍ଥାନୀୟ ପୌରାଂଚଳ ସରକାରୀ ବୃନ୍ଦାବନ ବିଦ୍ୟାଳୟ, ସରକାରୀ ଏନଏସି ଉଚ୍ଚ ବିଦ୍ୟାଳୟ, ଲକ୍ଷ୍ମୀ ନୃସିଂହ ପ୍ରାଥମିକ ବିଦ୍ୟାଳୟ ଓ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କରିଥିଲେ । ବୃନ୍ଦାବନ ବିଦ୍ୟାଳୟ ଓ ଲକ୍ଷ୍ମୀ ନୃସିଂହ ପ୍ରାଥମିକ ବିଦ୍ୟାଳୟର ଆବଶ୍ୟକ ଭିତିଭୂମିକୁ ଦେଖି ସନ୍ତୋଷ ପ୍ରକାଶ କରିଥିବା ବେଳେ ଏନଏସି ଉଚ୍ଚ ବିଦ୍ୟାଳୟର ଭିତିଭୂମିକୁ ଦେଖି ଅସନ୍ତୋଷ ପ୍ରକାଶ କରିଥିଲେ । ସଂପୃକ୍ତ ବିଦ୍ୟାଳୟର ଶ୍ରେଣୀ ପ୍ରକୋଷ୍ଠ ସମ୍ମୁଖରେ ବୀରପୁରୁଷଙ୍କ ନାମରେ କକ୍ଷ ଲେଖା ଯାଇଥିବା ବେଳେ ସଂପୃକ୍ତ ପ୍ରକୋଷ୍ଠ କେଉଁ ଶ୍ରେଣୀ ସକାଶେ ଉଦ୍ଧିଷ୍ଟ ଲେଖିବାକୁ ନିର୍ଦ୍ଦେଶ ଦେଇଥିଲେ । ପାଠାଗାର ଓ ବୈଜ୍ଞାନିକ ପରୀକ୍ଷାଗାରରେ ଆବଶ୍ୟକ ଆସବାବ ପତ୍ର ନଥିବା, ପାଠାଗାରା ସକାଶେ ଉଦ୍ଧିଷ୍ଠ ଅର୍ଥରେ କାର୍ଯ୍ୟାଳୟ ସକାଶେ ଆସବାବ ପତ୍ର କିଣାଯାଇଥିବାରୁ ଅସନ୍ତୋଷ ପ୍ରକାଶ କରିଥିଲେ । କମ୍ପ୍ୟୁଟର ଶିକ୍ଷା ପାଇଁ ରହିଥିବା କମ୍ପ୍ୟୁଟର ଗୁଡ଼ିକ ନଷ୍ଟ ହେବାକୁ ବସିଥିବା ବେଳେ ବିଦ୍ୟାଳୟର କୌଣସି ଶିକ୍ଷକ/ଶିକ୍ଷୟତ୍ରୀ ଏହାର ଦାୟିତ୍ୱ ବହନ କରି ଶିକ୍ଷାର୍ଥୀଙ୍କୁ ସର୍ବନିମ୍ନ କମ୍ପ୍ୟୁଟର ଶିକ୍ଷା ପ୍ରଦାନ କରିବା ସକାଶେ ପରାମର୍ଶ ଦେଇଥଇଲେ ।

ଯଦ୍ୱାରା ଶିକ୍ଷାର୍ଥୀଙ୍କ କମ୍ପ୍ୟୁଟର ସମ୍ପର୍କରେ ସମ୍ୟକ ଜ୍ଞାନ ରହିବା ସହ କମ୍ପ୍ୟୁଟର ଗୁଡ଼ିକ ନଷ୍ଟ ହେବାରୁ ବଂଚିତ ହେବ ବୋଲି କହିଥିଲେ । ବିଦ୍ୟାଳୟର ଆବଶ୍ୟକ ଭିତିଭୂମି ସଜାଡ଼ିବା ପାଇଁ ଯଥାଶ୍ରୀଘ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ । ଅତିରିକ୍ତ ସଚିବ ଶ୍ରୀ ଆୟାରଙ୍କ ଗ୍ରସ୍ତ ସମୟରେ ଜିଲ୍ଲା ଶିକ୍ଷାଧିକାରୀ ଡ଼ଃ. ଅମୁଲ୍ୟ କୁମାର ପ୍ରଧାନ, ସର୍ବଶିକ୍ଷା ଅଭିଯାନ ଜିଲ୍ଲା ପଷ୍ଠଳୂ ସଂଯୋଜକ ତଥା ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ବିନିତା ସେନାପତି, ଅନୁସୂଚିତ ଜନଜାତି ସଂଯୋଜକ ମନୋରଂଜନ ପାଳ, ହିଞ୍ଜିଳିକାଟୁ ଗୋଷ୍ଠୀ ଶିକ୍ଷାଧିକାରୀ ବସନ୍ତ କୁମାର ପଣ୍ଡା, ବୃନ୍ଦାବନ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶାନ୍ତିଲତା ମୁନି, ଏନଏସିସ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ମିନତି କୁମାରି ପାତ୍ର, ଲକ୍ଷ୍ମୀ ନୃସିଂହ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ ସ୍ନେହଲତା ପଟ୍ଟନାୟକ, ଶିକ୍ଷୟତ୍ରୀ ଡ଼ି.ଗୌରୀଙ୍କ ସମେତ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଓ ସଂପୃକ୍ତ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ । (ଶୁସାନ୍ତ ପ୍ରଧାନ) 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡ଼ିଆ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଓଡ଼ିଆ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

March 19, 2026
ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

March 19, 2026
ଶିକ୍ଷୟିତ୍ରୀ ରେଣୁବାଳା ମହାନ୍ତି ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା

ଶିକ୍ଷୟିତ୍ରୀ ରେଣୁବାଳା ମହାନ୍ତି ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା

March 19, 2026
ରଣପୁରରେ ପ୍ଲାଷ୍ଟିକ ବିକଳ୍ପ ଉପରେ କାପାସିଟି ବିଲ୍ଡିଂ ଟ୍ରେନିଙ୍ଗ ପ୍ରୋଗ୍ରାମ ଆୟୋଜିତ।

ରଣପୁରରେ ପ୍ଲାଷ୍ଟିକ ବିକଳ୍ପ ଉପରେ କାପାସିଟି ବିଲ୍ଡିଂ ଟ୍ରେନିଙ୍ଗ ପ୍ରୋଗ୍ରାମ ଆୟୋଜିତ।

March 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡ଼ିଆ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଓଡ଼ିଆ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

March 19, 2026
ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

March 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version