• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦାୟିତ୍ୱ ନେଲେ ନୂଆ ମୁଖ୍ୟ ଶାସନ ସଚିବ – ଭୁବନେଶ୍ୱର

Proprietor Abhimanyu Maharana by Proprietor Abhimanyu Maharana
January 2, 2021
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଦାୟିତ୍ୱ ନେଲେ ନୂଆ ମୁଖ୍ୟ ଶାସନ ସଚିବ – ଭୁବନେଶ୍ୱର
Share on FacebookShare on TwitterWhatsapp

ଓଡ଼ିଆ ତାଜା ନ୍ୟୁଜ (୧ ଡିସେମ୍ବର ଶୁକ୍ରବାର) ଭୁବନେଶ୍ୱର :- ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ଆଜି ଦାୟିତ୍ୱ ନେଇଛନ୍ତି ବରିଷ୍ଠ ଆଇଏଏସ୍ ଅଫିସର ସୁରେଶ କୁମାର ମହାପାତ୍ର । ୧୯୮୬ ବ୍ୟାଚ୍‌ର ଆଇଏଏସ୍ ଅଫିସର ଶ୍ରୀ ମହାପାତ୍ରଙ୍କୁ ଡିସେମ୍ବର ୨୫ ତାରିଖରେ ମୁଖ୍ୟ ସଚିବ ଭାବେ ନିଯୁକ୍ତି ଦିଆଯାଇଥିଲା । ଗତକାଲି ଅସିତ କୁମାର ତ୍ରିପାଠୀ ଅବସର ନେବା ପରେ ଆଜି ସେ ଏହି ଦାୟିତ୍ୱ ନେଇଛନ୍ତି । ସୂଚନାଯୋଗ୍ୟ, ଶ୍ରୀ ମହାପାତ୍ର ରାଜ୍ୟ ସରକାରଙ୍କର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ କାର୍ଯ୍ୟ କରିଛନ୍ତି । ସେ ଏକାଧିକ ଜିଲ୍ଲାର ଜିଲ୍ଲାପାଳ ରହିଥିଲେ । ସେ ଜଳ ସଂପଦ, ଜଙ୍ଗଲ ଓ ପରିବେଶ, ଶକ୍ତି, ଗୃହ, କୃଷି ଓ ଶିଳ୍ପ ଭଳି ପ୍ରମୁଖ ବିଭାଗ ଗୁଡ଼ିକରେ କାର୍ଯ୍ୟ କରିଛନ୍ତି । ଉନ୍ନୟନ କମିଶନର ଭାବେ କାର୍ଯ୍ୟ କରିବା ସହିତ ବହୁ ସମୟ ଧରି ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଦାୟିତ୍ୱ ମଧ୍ୟ ତୁଳାଇଛନ୍ତି ।

ନୂଆ ଉନ୍ନୟନ କମିଶନର ଭାବେ ନିଯୁକ୍ତି ପାଇଥିବା ୧୮୮୯ ବ୍ୟାଚ୍‌ର ଆଇଏଏସ୍ ଅଫିସର ପ୍ରଦୀପ କୁମାର ଜେନା ମଧ୍ୟ ଆଜି ତାଙ୍କ ଦାୟିତ୍ୱ ଗ୍ରହଣ କରିଛନ୍ତି  । ୯ଜଣ ବରିଷ୍ଠ ଆଇଏଏସଙ୍କୁ ପଛରେ ପକାଇ ସେ ଏହି ପଦରେ ନିଯୁକ୍ତି ପାଇଛନ୍ତି । ଅନ୍ୟପକ୍ଷରେ ଚାକିରିରୁ ଅବସର ନେଇଥିବା ଅସିତ କୁମାର ତ୍ରିପାଠୀଙ୍କୁ ସରକାର ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି  । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଭାବେ ମଧ୍ୟ ସେ କାର୍ଯ୍ୟ କରିବେ  । ଆଞ୍ଚଳିକ ବିକାଶ, ପର୍ଯ୍ୟଟନ, କୃଷି ବ୍ୟବସାୟ ଓ ଶିଳ୍ପ କ୍ଷେତ୍ରରେ ସେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଭାବେ କାର୍ଯ୍ୟ କରିବେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅଳ୍ପ ଗଡି ତିନିରଥ ରହିଲା : ମରଚିକୋଟ ତାଳଧ୍ବଜ, ଶ୍ରୀମନ୍ଦିର କାର୍ଯ୍ଯାଳୟରେ ଦର୍ପଦଳନ ସିଂହଦ୍ୱାର ଠାରେ ନନ୍ଦିଘୋଷ ଅଟକିଛି

ଅଳ୍ପ ଗଡି ତିନିରଥ ରହିଲା : ମରଚିକୋଟ ତାଳଧ୍ବଜ, ଶ୍ରୀମନ୍ଦିର କାର୍ଯ୍ଯାଳୟରେ ଦର୍ପଦଳନ ସିଂହଦ୍ୱାର ଠାରେ ନନ୍ଦିଘୋଷ ଅଟକିଛି

July 17, 2026
ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

July 17, 2026
ଧ୍ୟାନକୁଦ ପୀଠରେ ଶ୍ରୀଗୁଣ୍ଡିଚା ରଥଯାତ୍ରା

ଧ୍ୟାନକୁଦ ପୀଠରେ ଶ୍ରୀଗୁଣ୍ଡିଚା ରଥଯାତ୍ରା

July 16, 2026
ରଥଖଳାରୁ ସିଂହଦ୍ୱାର ଲାଗିଲା ତିନିରଥ ରଥ-ପଥ-ଭକ୍ତ ପ୍ରସ୍ତୁତ

ରଥଖଳାରୁ ସିଂହଦ୍ୱାର ଲାଗିଲା ତିନିରଥ ରଥ-ପଥ-ଭକ୍ତ ପ୍ରସ୍ତୁତ

July 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅଳ୍ପ ଗଡି ତିନିରଥ ରହିଲା : ମରଚିକୋଟ ତାଳଧ୍ବଜ, ଶ୍ରୀମନ୍ଦିର କାର୍ଯ୍ଯାଳୟରେ ଦର୍ପଦଳନ ସିଂହଦ୍ୱାର ଠାରେ ନନ୍ଦିଘୋଷ ଅଟକିଛି

ଅଳ୍ପ ଗଡି ତିନିରଥ ରହିଲା : ମରଚିକୋଟ ତାଳଧ୍ବଜ, ଶ୍ରୀମନ୍ଦିର କାର୍ଯ୍ଯାଳୟରେ ଦର୍ପଦଳନ ସିଂହଦ୍ୱାର ଠାରେ ନନ୍ଦିଘୋଷ ଅଟକିଛି

July 17, 2026
ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

July 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version