• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୧୦ମ ଓ ୧୨ଶ ଶ୍ରେଣୀ ପାଠପଢ଼ା ଆରମ୍ଭ ହେବ ଜାନୁଆରୀ ୮ରୁ , ୧୦୦ ଦିନ ପାଇଁ  ହେବ ପାଠପଢ଼ା 

Proprietor Abhimanyu Maharana by Proprietor Abhimanyu Maharana
January 2, 2021
in ଓଡ଼ିଶା, ଶିକ୍ଷା ଓ ନିଯୁକ୍ତି, ହୋମ୍
0
।। ମୋଦୀ ଙ୍କୁ ଚିଠି ଲେଖିଲେ ନବୀନ : ପୁରୀ ଠାରେ ଶ୍ରୀଜଗନ୍ନାଥ ଆନ୍ତର୍ଜାତୀୟ ବିମାନବନ୍ଦର ପ୍ରତିଷ୍ଠା କରାଯିବା ପାଇଁ ଅନୁରୋଧ  ।।
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୨ ଜାନୁଆରୀ ଶନିବାର ) ଭୁବନେଶ୍ୱର :-କୋଭିଡ୍‌ କଟକଣା ଯୋଗୁଁ ଶିକ୍ଷାନୁଷ୍ଠାନ ଗୁଡ଼ିକ ବନ୍ଦ ଥିବା ବେଳେ ରାଜ୍ୟ ସରକାର ଆସନ୍ତା ୮ ତାରିଖରୁ ସ୍କୁଲ ଖୋଲିବାକୁ ଯାଉଛନ୍ତି । ତେବେ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ଛାତ୍ରଛାତ୍ରୀ ମାନେ ପାଠ ପଢ଼ିବାକୁ ଯିବେ । ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ହେଉଥିବା ବାର୍ଷିକ ପରୀକ୍ଷା ନିମନ୍ତେ ଦଶମ ଓ ଦ୍ୱାଦଶ ଶ୍ରେଣୀର ପିଲାମାନଙ୍କୁ ପ୍ରସ୍ତୁତ କରିବା ସହିତ ବିଭିନ୍ନ ସମୟରେ ଅନୁଷ୍ଠିତ ସର୍ବଭାରତୀୟ ପ୍ରତିଯୋଗିତା ମୂଳକ ପରୀକ୍ଷାରେ ଅଂଶଗ୍ରହଣ କରିବା ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ କରିବାକୁ ହେବ । ସେଥି ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶିକ୍ଷାନୁଷ୍ଠାନ ଖୋଲିବା ନିମନ୍ତେ ନିଷ୍ପତ୍ତି ନେଇଛନ୍ତି । ମାଧ୍ୟମିକ ଶିକ୍ଷା ବୋର୍ଡ ପରୀକ୍ଷା ଦେବା ପାଇଁ ପ୍ରସ୍ତୁତ ହେଉଥିବା ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ଜାନୁଆରୀ ୮ ତାରିଖରୁ ଅପ୍ରେଲ୨୬ ତାରିଖ ପର୍ଯ୍ୟନ୍ତ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ଦେବା ପାଇଁ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କର ପାଠପଢ଼ା ଜାନୁଆରୀ ୮ରୁ ଅେ ପ୍ରଲ ୨୮ ପର୍ଯ୍ୟନ୍ତ ଚାଲିବ ।

ଦଶମ ଶ୍ରେଣୀ ପିଲାମାନଙ୍କର ପ୍ରାକଫିକାଲ୍‌ ପରୀକ୍ଷା ଗୁଡ଼ିକ ଅପ୍ରେଲ ୨୭ରୁ ମଇ ୨ ତାରିଖ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଅପ୍ରଲ ୨୯ରୁ ମଇ ୧୪ ତାରିଖ ପର୍ଯ୍ୟନ୍ତ ହେବ । ଦଶମ ଶ୍ରେଣୀର ବୋର୍ଡ ପରୀକ୍ଷା ମଇ ୩ ତାରିଖରୁ ମଇ ୧୫ ତାରିଖ ପର୍ଯ୍ୟନ୍ତ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମଇ ୧୫ରୁ ଜୁନ୍‌ ୧୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଉ ପରୋକ୍ତ ନିର୍ଘଣ୍ଟ ଅନୁସାରେ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ ପାଇଁ ଶନିବାର/ରବିବାରକୁ ମିଶାଇ ୧୦୦ ଦିନ ପାଠପଢ଼ା ହେବ । ପାଠ ପଢ଼ା ନିମନ୍ତେ ଏକ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି । ଏହି ମାର୍ଗଦର୍ଶିକା ଅନୁସାରେ ସରକାରୀ ସାହାଯ୍ୟ ପ୍ରାପ୍ତ ଓ ଘରୋଇ ଶିକ୍ଷାନୁଷ୍ଠାନ ଗୁଡ଼ିକ ଖୋଲିବ । ଏହା ସହିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶାବଳୀ ଗୁଡ଼ିକର ଅନୁ ପାଳନ ବାଧ୍ୟତାମୂଳକ ହେବ । ଏଠାରେ ସୂଚନାଯୋଗ୍ୟ ଯେ, କୋଭିଡ୍‌ ମହାମାରୀ କାରଣରୁ ଗତ ମାର୍ଚ୍ଚ ମାସରୁ ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିଲା । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ବିଭିନ୍ନ ମାଧ୍ୟମରେ ଅନ୍‌ଲାଇନ୍‌ ଶିକ୍ଷାଦାନର ବ୍ୟବସ୍ଥା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version