• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଲୋକସଂସ୍କୃତି ଗବେଷକ ପରମେଶ୍ବର ମୁଣ୍ଡଙ୍କ ପୋର୍ଟଫୋଲିଓ ୱେବ୍‌ସାଇଟ୍ ପରମେଶ୍ୱରମୁଣ୍ଡ ; ଇନ୍ ଲୋକାର୍ପିତ।

Proprietor Abhimanyu Maharana by Proprietor Abhimanyu Maharana
January 3, 2021
in ଓଡ଼ିଶା, କଳାହାଣ୍ଡି, ହୋମ୍
0
ଲୋକସଂସ୍କୃତି ଗବେଷକ ପରମେଶ୍ବର ମୁଣ୍ଡଙ୍କ ପୋର୍ଟଫୋଲିଓ ୱେବ୍‌ସାଇଟ୍ ପରମେଶ୍ୱରମୁଣ୍ଡ ; ଇନ୍ ଲୋକାର୍ପିତ।
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୩ ଜାନୁଆରୀ ରବିବାର) କଳାହାଣ୍ଡି :- ବିଶିଷ୍ଟ ଲୋକସଂସ୍କୃତି ଗବେଷକ, ନାଟ୍ୟକାର, ନିର୍ଦ୍ଦେଶକ, ଭାଷାବିତ୍‌, କବି, ଅଧ୍ୟାପକ ପରମେଶ୍ୱର ମୁଣ୍ଡଙ୍କ ପୋର୍ଟଫୋଲିଓ ୱେବ୍‌ସାଇଟ୍ ପରମେଶ୍ୱରମୁଣ୍ଡ.ଇନ୍ (www.parameswarmund.in) ଲୋକାର୍ପିତ ହୋଇଯାଇଛି । ଭବାନୀପାଟଣା ହିଲ୍‌ଟାଉନ୍‌ରେ ଏକ ନିରାଡମ୍ବର ସମାରୋହରେ ଏହା ଲୋକାର୍ପିତ ହୋଇଥିଲା । ଏଥିରେ ଯୁବ ଲେଖକ ସୁଧୀର କୁମାର ଧଙ୍ଗଡ଼ାମାଝୀ, ଡିଲେଶ୍ୱର ରଣା, ଜିତେନ୍ଦ୍ର କୁମାର ସାହୁ, ଦୟା ସିଂ ମାଝୀ, ସୁଧାଂଶୁ ଶେଖର ପଣ୍ଡା, ଶ୍ରୀ ମୁଣ୍ଡଙ୍କ ଧର୍ମପତ୍ନୀ ସନ୍ଧ୍ୟା ମୁଣ୍ଡ, ପୁତ୍ର ଏକାନ୍ତ ମୁଣ୍ଡ ପ୍ରମୁଖ ଉପସ୍ଥିତ ଥିଲେ ।

ଏଠାରେ ସୂଚନାଯୋଗ୍ୟ ଯେ, ଶ୍ରୀ ମୁଣ୍ଡ ଏକାଧାରରେ କବିତା ଓ ନାଟକ ରଚନା, ନିର୍ଦ୍ଦେଶନା ସହ ଆଦିବାସୀ ଲୋକସଂସ୍କୃତି ତଥା ଓଡ଼ିଆ ଓ ଆଞ୍ଚଳିକ ଭାଷା ଉପରେ ଗବେଷଣା କ୍ଷେତ୍ରରେ ଉତ୍କର୍ଷ ପ୍ରତିପାଦନ କରିସାରିଛନ୍ତି । ତାଙ୍କର ୨୦ରୁ ଉର୍ଦ୍ଧ୍ୱ ନାଟକ ରାଜ୍ୟ ଓ ଜାତୀୟ ସ୍ତରରେ ପ୍ରଦର୍ଶିତ ହୋଇ ଅଜସ୍ର ଲୋକପ୍ରିୟତା ହାସଲ କରିଥିବା ବେଳେ ଆକାଶବାଣୀ ଓ ଦୂରଦର୍ଶନରୁ ଜାତୀୟ ସ୍ତରର ପୁରସ୍କାର ପାଇଛି । ଏକଦା ଆକାଶବାଣୀରେ ଉଦ୍‌ଘୋଷକ ଭାବେ କାର୍ଯ୍ୟ କରିଥିବା ଶ୍ରୀ ମୁଣ୍ଡଙ୍କର ଆର୍‌କାଇଭ୍ ମୂଲ୍ୟ ଥିବା ଦୁଇଟି ଧାରାବାହିକ ଆକାଶବାଣୀରୁ ପ୍ରସାରିତ ହୋଇଥିବା ବେଳେ ଦୂରଦର୍ଶନରେ ପଚାଶରୁ ଉର୍ଦ୍ଧ୍ୱ ବୃତ୍ତଚିତ୍ର ପ୍ରସାରିତ ହୋଇଛି ।

ତାଙ୍କ ନାଟକମାନଙ୍କରେ ଆଦିବାସୀ ଜନଜୀବନର ସମସ୍ୟା ତଥା ସାଂପ୍ରତିକ ବିଶ୍ୱର ବିଭିନ୍ନ ପ୍ରସଙ୍ଗ ସ୍ଥାନୀତ ହୋଇଥାଏ । ୧୯୯୯ରେ ତାଙ୍କର ପ୍ରଥମ କବିତା ସଂକଳନ ‘ସନ୍ଧିବିଚ୍ଛେଦ’ ପ୍ରକାଶ ପାଇଥିବା ବେଳେ ତାଙ୍କ ରଚିତ ଓ ସମ୍ପାଦିତ ଅନେକ ପୁସ୍ତକ ପ୍ରକାଶିତ ହୋଇସାରିଛି । ନିକଟ ଭବିଷ୍ୟତରେ ତାଙ୍କର ‘କଳାହାଣ୍ଡିଆ ଶବ୍ଦକୋଷ’ ପ୍ରକାଶ ପାଇବାକୁ ଯାଉଥିବା ବେଳେ ବର୍ତ୍ତମାନ ସେ ‘ପଶ୍ଚିମ ଓଡ଼ିଶା ଏନ୍‌ସାଇକ୍ଲୋପିଡିଆ’ ପ୍ରସ୍ତୁତିରେ ସାଧନାରତ । ୱେବ୍‌ସାଇଟ୍‌ରେ ଶ୍ରୀ ମୁଣ୍ଡଙ୍କ କୃତି ସମ୍ପର୍କରେ ତଥ୍ୟ ରହିଥିବା ବେଳେ ଆଗକୁ ଅନ୍ୟାନ୍ୟ ବିବରଣୀ ଯୋଗ କରାଯିବ ବୋଲି ୱେବସାଇଟ୍ ନିର୍ମାତା ‘କୋଡ୍‌କେନନ୍‌’ର ନିର୍ଦ୍ଦେଶକ ସୁଧୀର କୁମାର ଧଙ୍ଗଡ଼ାମାଝୀ ସୂଚନା ଦେଇଛନ୍ତି ।
(ରିପୋର୍ଟ କଳାହାଣ୍ଡି ବ୍ୟୁରୋ ଚିଫ ପ୍ରଦୀପ କୁମାର ଗଉଡ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version