• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ମାହାଙ୍ଗା : ମନ୍ତ୍ରୀଙ୍କ ଛତ୍ରଛାୟାରେ ଡବଲ୍ ମର୍ଡର୍ !!

Proprietor Abhimanyu Maharana by Proprietor Abhimanyu Maharana
January 3, 2021
in ଅପରାଧ, ଓଡ଼ିଶା, କଟକ, ଦେଶ, ରାଜନୀତି, ହୋମ୍
0
ମାହାଙ୍ଗା : ମନ୍ତ୍ରୀଙ୍କ ଛତ୍ରଛାୟାରେ ଡବଲ୍ ମର୍ଡର୍ !!
Share on FacebookShare on TwitterWhatsapp

ହତ୍ୟାକାଣ୍ଡ ପଛରେ ରାଜନୈତିକ ଶତ୍ରୁତାରୁ ହତ୍ୟାକାଣ୍ଡ ଘଟିଥିବା କୁହାଯାଉଛି । ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ପ୍ରତାପ ଜେନାଙ୍କ ଛତ୍ରଛାୟାରେ କୁଳମଣି ଓ ସହଯୋଗୀଙ୍କୁ ହତ୍ୟା କରାଯାଇଥିବା ଖୋଦ୍ ପରିବାର ଲୋକେ ଅଭିଯୋଗ କରିଛନ୍ତି ।

ଓଡ଼ିଶା ତାଜା ନ୍ୟୁଜ୍ (୩ ଜାନୁଆରୀ ରବିବାର) ଭୁବନେଶ୍ୱର :- ଗତକାଲି ରାତି ୭ଟାରୁ ୭.୧୫ ମଧ୍ୟରେ ଏହି ଘଟଣା ଘଟିଛି । ହତ୍ୟାକାଣ୍ଡ ପଛରେ ରାଜନୈତିକ ଶତ୍ରୁତା ଥିବା କୁଳମଣିଙ୍କ ପରିବାର ଓ ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି । ବିଧାୟକ ତଥା ମନ୍ତ୍ରୀ ପ୍ରତାପ ଜେନାଙ୍କ ବଳରେ ତାଙ୍କ ପାଖଲୋକମାନେ ଏହି ହତ୍ୟାକାଣ୍ଡ ଭିଆଇଥିବା ସେମାନେ ଅଭିଯୋଗ କରିଛନ୍ତି । ହତ୍ୟାକାରୀ ଭାବେ ସ୍ଥାନୀ ୟ ସରପଞ୍ଚଙ୍କ ସ୍ୱାମୀ ପ୍ରଫୁଲ୍ଲ ବିଶ୍ୱାଳ, ବ୍ଲକ୍ ଅଧ୍ୟକ୍ଷ ଭିକାରୀ ସ୍ୱାଇଁ ଓ ସେମାନଙ୍କ ସହଯୋଗୀଙ୍କ ନାଁ ସିଧାସଳଖ ନେଇଛନ୍ତି । ମାହାଙ୍ଗା ବ୍ଲକ୍ ପୂର୍ବତନ ଅଧ୍ୟକ୍ଷ ତଥା ବିଜେପି ପ୍ରଭାରୀ କୁଳମଣି ବରାଳ(୭୫) ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳ(୮୦)ଙ୍କୁ ଦୁବୃର୍ତ୍ତମାନେ ନିର୍ମମ ଭାବେ ହତ୍ୟା କରିଛନ୍ତି । କୁଳମଣିଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ କଟକ ବଡ଼ ମେଡ଼ିକାଲରେ ଦିବ୍ୟସିଂହ ପ୍ରାଣ ହରାଇଛନ୍ତି । କୁଳମଣି ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ଏକ ମଟରସାଇକେଲରେ ଯଁକୋଟି ଗାଁ ରାସ୍ତା ଦେଇ ସେମାନଙ୍କ ଗାଁ ନୃତ୍ତାଙ୍ଗକୁ ଫେରୁଥିଲେ । ଯଁକୋଟି ନିକଟରେ ପୂର୍ବରୁ ପ୍ରସ୍ତୁତ ଥିବା ୧୦ ରୁ ୧୨ ଜଣ ଲୋକ ଅତର୍କିତ ଭାବେ ସେମାନଙ୍କୁ ଆକ୍ରମଣ କରିଥିଲେ । ବାଇକ୍ ରୁ ତଳକୁ ଖସିପଡ଼ିବା ପରେ ଦୁର୍ବୃତ୍ତମାନେ ବିଭିନ୍ନ ମାରଣାସ୍ତ୍ରରେ ଉଭୟଙ୍କ ମୁଣ୍ଡ ଓ ଶରୀରର ବିଭିନ୍ନ ଅଂଶକୁ ହାଣି ପକାଇଥିଲେ ।

ଘଟଣା ପ୍ରଚାରିତ ହୋଇଯିବା ପରେ ଆମ୍ବୁଲାନସ୍ ଡକାଯାଇ ସେମାନଙ୍କୁ ମାହାଙ୍ଗା ଡାକ୍ତରଖାନା ନିଆଯାଇଥିଲେ ମଧ୍ୟ କୁଳମଣିଙ୍କୁ ମୃତ ବୋଲି ଡାକ୍ତର ଘୋଷଣା କରିଥିଲେ ଏବଂ ଦିବ୍ୟସିଂହଙ୍କୁ କଟକ ପଠାଇଥିଲେ । ମାତ୍ର ଡାକ୍ତର ତାଙ୍କୁ ମଧ୍ୟ ମୃତ ଘୋଷଣା କରିଥିଲେ । ସୂଚନାଥାଉକି, ୨୦୧୮ ଡିସେମ୍ବରରେ ସେହି ଯଁକୋଟି ଗାଁର ବିକାଶ ଜେନା ନାମକ ଜଣେ ବିଜେପି ସମର୍ଥକଙ୍କୁ ହତ୍ୟା କରାଯାଇଥିଲା । ଘଟଣାରେ ସରପଞ୍ଚଙ୍କ ସ୍ୱାମୀ ତଥା ବିଧାୟକଙ୍କ ଖାସ୍ ଲୋକ ପ୍ରଫୁଲ୍ଲ ବିଶ୍ୱାଳଙ୍କର ସଂପୃକ୍ତି ଅଭିଯୋଗ ଆସିଥିଲେ ମଧ୍ୟ ପୁଲିସ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇ ନ ଥିଲା । ମନ୍ତ୍ରୀଙ୍କ ଛତ୍ରଛାୟାରେ ଥିବାରୁ ପୁଲିସ ତାଙ୍କୁ ଛୁଇଁ ପାରୁ ନ ଥିବା ସ୍ଥାନୀୟ ଅଞ୍ଚଳବାସୀ କହିଛନ୍ତି । ସେହି ପୁଲିସର ନିଷ୍କ୍ରିୟତା ପାଇଁ ଏହି ନୃଶଂସ ଡବଲ୍ ମର୍ଡର ହେଲା ବୋଲି ସେମାନେ କ୍ଷୋଭ ପ୍ରକାଶ କରିଛନ୍ତି ।

ମୃତ କୁଳମଣି ବରାଳଙ୍କର ଅଞ୍ଚଳରେ ବେଶ୍ ଖାଦି ଥିଲା । ମୂଳତଃ କଂଗ୍ରେସ ରାଜନୀତିରୁ ଆସିଥିବା କୁଳମଣି ସ୍ୱର୍ଗତ ଶେଖ୍ ମତଲୁବ ଅଲ୍ଲୀଙ୍କର ଅତି ବିଶ୍ୱସ୍ତ ଥିଲେ । ତିନି ତିନି ଥର ସରପଞ୍ଚ ଏବଂ ଥରେ ବ୍ଲକ୍ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇ ନିଜ ଲୋକପ୍ରିୟତାର ପ୍ରମାଣ ଦେଇଥିଲେ । ଗତ ନିର୍ବାଚନ ପୂର୍ବରୁ ସେ କଂଗ୍ରେସ ଛାଡ଼ି ବିଜେପିରେ ଯୋଗ ଦେଇ ଦଳର ପ୍ରଭାରୀ ଭାବେ କାର୍ଯ୍ୟ କରୁଥିଲେ । ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଏବଂ ବିଜୁ ପକ୍କା ଘର ଯୋଜନାରେ ବ୍ୟାପକ ଦୁର୍ନୀତି ଓ ହରିଲୁଟ୍ ବିରୋଧରେ ପାଟି ଖୋଲୁଥିବାରୁ ସ୍ଥାନୀୟ ବିଜେଡ଼ି ନେତାଙ୍କର ଆକ୍ରୋଶ ଥିଲା ବୋଲି କୁଳମଣିଙ୍କ ପରିବାର ଓ ବିଜେପି ସମର୍ଥକମାନେ ଅଭିଯୋଗ କରିଛନ୍ତି । ଖାସ୍ କରି ସ୍ଥାନୀ ୟ ସରପଞ୍ଚ ଓ ବ୍ଲକ୍ ଅଧ୍ୟକ୍ଷଙ୍କ ଅନ୍ୟାୟ, ଦୁର୍ନୀତି ବିରୋଧରେ କ୍ରମାଗତ ଭାବେ ସ୍ୱର ଉତ୍ତୋଳନ କରିବା ତାଙ୍କ ପାଇଁ ବିପଦ ଡାକିଆଣିଲା ବୋଲି ସ୍ଥାନୀୟ ଅଞ୍ଚଳର କିଛି ବରିଷ୍ଠ ଲୋକ ମତ ଦେଇଛନ୍ତି । କିଛି ଦିନ ତଳେ ତାଙ୍କୁ ହତ୍ୟା ଧମକ ମିଳିଥିଲା ଏବଂ ସେ ସମ୍ପର୍କରେ ପୁଲିସରେ ଏତଲା ଦେଇଥିଲେ ବୋଲି ପରିବାରସୂତ୍ରରୁ ଜଣାପଡ଼ିଛି । ମାତ୍ର ପୁଲିସ ସେ ଦିଗରେ କୌଣସି ତତ୍ପରତା ଦେଖାଇ ନ ଥିଲା ।

କୁଳମଣି ଓ ତାଙ୍କ ସହଯୋଗୀଙ୍କ ନିର୍ମମ ହତ୍ୟା ଘଟଣାକୁ ସ୍ଥାନୀୟ ବିଜେପି ନେତା ଶାରଦା ପ୍ରଧାନ, ଜିଲ୍ଲା ବିଜେପି ସଭାପତି ପ୍ରକାଶ ବେହେରାଙ୍କଠାରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀଙ୍କ ପର୍ଯ୍ୟନ୍ତ ସମସ୍ତେ ନିନ୍ଦା କରିଛନ୍ତି । ଧର୍ମେନ୍ଦ୍ର କହିଛନ୍ତି, ସାମାଜିକ ଜୀବନରେ ମତ ପାର୍ଥକ୍ୟ ଏବଂ ବାଦବିବାଦ ରହିବ କିନ୍ତୁ ହିଂସା ଓ ହତ୍ୟା କରିବାଠାରୁ ଦୁଃଖଦ ଘଟଣା କିଛି ନ ଥାଇପାରେ । ଏହି ଘଟଣାରେ ପ୍ରଶାସନ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ସେ ଆଶା କରିଛନ୍ତି । ଏହି ଘଟଣାରେ ଶାସକ ବିଜେଡ଼ିର ହାତ ରହିଛି ବୋଲି ଜିଲ୍ଲା ସଭାପତି ପ୍ରତିକ୍ରିୟା ଦେଇଛନ୍ତି । ମନ୍ତ୍ରୀ ପ୍ରତାପ ଜେନା ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, କୁଳମଣି ବରାଳଙ୍କୁ ନିମର୍ମ ଭାବେ ହତ୍ୟା କରାଯାଇଥିବା ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ଏହି ଘଟଣାକୁ ମୁଁ ଦୃଢ଼ ଭାବେ ନିନ୍ଦା କରୁଛି ଓ ଏହି ଘଟଣାରେ ସଂପୃକ୍ତ ସମସ୍ତ ଦୋଷୀ ଦଣ୍ଡ ପାଇବେ ଓ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅଳ୍ପ ଗଡି ତିନିରଥ ରହିଲା : ମରଚିକୋଟ ତାଳଧ୍ବଜ, ଶ୍ରୀମନ୍ଦିର କାର୍ଯ୍ଯାଳୟରେ ଦର୍ପଦଳନ ସିଂହଦ୍ୱାର ଠାରେ ନନ୍ଦିଘୋଷ ଅଟକିଛି

ଅଳ୍ପ ଗଡି ତିନିରଥ ରହିଲା : ମରଚିକୋଟ ତାଳଧ୍ବଜ, ଶ୍ରୀମନ୍ଦିର କାର୍ଯ୍ଯାଳୟରେ ଦର୍ପଦଳନ ସିଂହଦ୍ୱାର ଠାରେ ନନ୍ଦିଘୋଷ ଅଟକିଛି

July 17, 2026
ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

July 17, 2026
ଧ୍ୟାନକୁଦ ପୀଠରେ ଶ୍ରୀଗୁଣ୍ଡିଚା ରଥଯାତ୍ରା

ଧ୍ୟାନକୁଦ ପୀଠରେ ଶ୍ରୀଗୁଣ୍ଡିଚା ରଥଯାତ୍ରା

July 16, 2026
ରଥଖଳାରୁ ସିଂହଦ୍ୱାର ଲାଗିଲା ତିନିରଥ ରଥ-ପଥ-ଭକ୍ତ ପ୍ରସ୍ତୁତ

ରଥଖଳାରୁ ସିଂହଦ୍ୱାର ଲାଗିଲା ତିନିରଥ ରଥ-ପଥ-ଭକ୍ତ ପ୍ରସ୍ତୁତ

July 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅଳ୍ପ ଗଡି ତିନିରଥ ରହିଲା : ମରଚିକୋଟ ତାଳଧ୍ବଜ, ଶ୍ରୀମନ୍ଦିର କାର୍ଯ୍ଯାଳୟରେ ଦର୍ପଦଳନ ସିଂହଦ୍ୱାର ଠାରେ ନନ୍ଦିଘୋଷ ଅଟକିଛି

ଅଳ୍ପ ଗଡି ତିନିରଥ ରହିଲା : ମରଚିକୋଟ ତାଳଧ୍ବଜ, ଶ୍ରୀମନ୍ଦିର କାର୍ଯ୍ଯାଳୟରେ ଦର୍ପଦଳନ ସିଂହଦ୍ୱାର ଠାରେ ନନ୍ଦିଘୋଷ ଅଟକିଛି

July 17, 2026
ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

ତାଳଧ୍ୱଜ ଓ ଦେବୀଦଳନ ରଥ ଲାଗିଲା ମାଉସୀ ମା ମନ୍ଦିର ଖଳାରେ : ଶ୍ରୀମନ୍ଦିର ଖଳାରେ ଅଟକିଲା ନନ୍ଦିଘୋଷ

July 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version