• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଅବକାରୀ ଫ୍ଲାଇଙ୍ଗ ସ୍କାର୍ଡ଼ ପକ୍ଷରୁ ୩୬ କେଜି ଗଞ୍ଜେଇ ସହ ୱ।ଗନର କାର ଜବତ, ଜଣେ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
January 5, 2021
in ଅପରାଧ, ଓଡ଼ିଶା, କଟକ, ମହାନଗର, ହୋମ୍
0
ଅବକାରୀ ଫ୍ଲାଇଙ୍ଗ ସ୍କାର୍ଡ଼ ପକ୍ଷରୁ ୩୬ କେଜି ଗଞ୍ଜେଇ ସହ ୱ।ଗନର କାର ଜବତ, ଜଣେ ଗିରଫ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୫ ଜାନୁଆରୀ ମଙ୍ଗଳବାର ) କଟକ :- ଅବକାରୀ ଫ୍ଲାଇଙ୍ଗ ସ୍କାର୍ଡ଼ ପୋଲିସ ମଙ୍ଗଳବାର ଦିନ ସକାଳେ କଟକ ବାରଙ୍ଗ ଥାନା ଅନ୍ତର୍ଗତ, ତ୍ରିଶୁଳିଆ ପେଟ୍ରୋଲ ପମ୍ପ ନିକଟରୁ ୩୬ କେଜି, ଚୋରା ଚାଲାଣ ହେଉଥିବା ଦୁଇଟି ଜରି ବସ୍ତାରେ ଥିବା ଗଞ୍ଜେଇ , ଏକ ୱ।ଗନର କାରକୁ ଜବତ କରିବା ସହ ଜଣେ ଯୁବକଙ୍କୁ ଗିରଫ କରିଛି । ଗିରଫ ଯୁବକ ଜଣକ ହେଲେ ଉତ୍ତରପ୍ରଦେଶ ପିଲୁଆ ଥାନା ଅନ୍ତର୍ଗତ ଧନିଙ୍ଗି ଅଞ୍ଚଳର ଅଜୟ କୁମାର ( ୨୨ ) ବର୍ଷ ।

ୱ।ଗନର କାରରେ ଗଞ୍ଜେଇ ବିକ୍ରି ପାଇଁ ଯାଉଥିବା ବିଶେଷ ସୂତ୍ରରୁ ଖବର ପାଇ ଅବକାରୀ ଫ୍ଲାଇଙ୍ଗ ସ୍କାର୍ଡ଼ ର ଆଇଆଇସି ସୁଶାନ୍ତ କୁମାର ପାଢୀ ,ସଵ୍ ଇନ୍ସିପେକ୍ଟର ସଚିନ କୁମାର ବେହେରା, ଏ ଏସ୍ ଆଇ ବ୍ରଜରାଜ ନାଥ ପ୍ରମୁଖ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିଲେ । ଗଞ୍ଜେଇ ଥିବା ୱ।ଗନର କାରକୁ ଦେଖି ଅଟକାଇ ତନଖି କରିବାରୁ , ଦୁଇ ଟି ଜରି ଆଖାରେ ଗଞ୍ଜେଇ ଥିବା ଦେଖିବାକୁ ପାଇଥିଲେ । ଆଇଆଇସି ଶ୍ରୀ ପାଢ଼ୀ ଗଞ୍ଜେଇ ସହ ୱ।ଗନର କାରକୁ ଜବତ କରିବା ସହ ଜଣେ ଯୁବକ କୁ ଗିରଫ କରି କଟକ ଆଣିଥିଲେ । ଆଜି ତାକୁ କୋର୍ଟ ଚାଲାଣ କରାଯିବ । କଟକରୁ ଅମୂଲ୍ୟ କୁମାର ବାରିକ ଙ୍କ ରିପୋର୍ଟ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE  PROTEST

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE PROTEST

March 7, 2026
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE  PROTEST

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE PROTEST

March 7, 2026
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version