• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖୋଳିଲା ନୃସିଂହନାଥ ମନ୍ଦିର,ଦର୍ଶନ କଲେ ଭକ୍ତ – ପଦ୍ମପୁର

Proprietor Abhimanyu Maharana by Proprietor Abhimanyu Maharana
January 6, 2021
in ଓଡ଼ିଶା, ବରଗଡ଼, ହୋମ୍
0
ଖୋଳିଲା ନୃସିଂହନାଥ ମନ୍ଦିର,ଦର୍ଶନ କଲେ ଭକ୍ତ – ପଦ୍ମପୁର
Share on FacebookShare on TwitterWhatsapp

 ଓଡ଼ିଶା ତାଜା ନ୍ୟୁଜ୍ ( ୬ ଜାନୁଆରୀ ବୁଧବାର ) ପଦ୍ମପୁର :- କୋଭିଡ କଟକଣା ଯୋଗୁଁ ଦୀର୍ଘ ଦିନରୁ ବନ୍ଦ ଥିବା ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ଆଜି ଭକ୍ତ ମାନଙ୍କ ଦର୍ଶନ ପାଇଁ ଖୋଳା ଯାଇଅଛି । ଗତ ୩ ତାରିଖ ଦିନ ଜିଲ୍ଲାପାଳ ବରଗଡ଼ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ ଆଜି ସକାଳ ୮ ଘଣ୍ଟାରୁ ପ୍ରଭୁ ଶ୍ରୀ ନୃସିଂହନାଥଙ୍କ ମନ୍ଦିର ଭକ୍ତ ମାନଙ୍କ ଦର୍ଶନ ପାଇଁ କୋଭିଡ – ୧୯ ନିୟମବଳୀ ପାଳନ ସହିତ ଖୋଳା ଯାଇଅଛି । ଏହି କ୍ରମରେ ଆଜି ପଦ୍ମପୁର ଉପ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ନୃସିଂହନାଥ ପୀଠରେ ଉପସ୍ଥିତ ରହି ଭକ୍ତ ମାନଙ୍କ ଶୃଙ୍ଖଳିତ ଦର୍ଶନ ବ୍ଯବସ୍ଥା ତଥା ଆନୁସଙ୍ଗିକ ବ୍ୟବସ୍ଥା ଉପରେ ଅନୁଧ୍ୟାନ କରିଥିଲେ ।

ସକାଳ ୮ ଘଣ୍ଟାରୁ ଭକ୍ତ ମାନେ ମାସ୍କ ପରିଧାନ ସହ ଗେଟ୍ ସମ୍ମୁଖରେ ଥର୍ମାଲସ୍ମାନିଂ ଓ ହାତ ସାନିଟାଇଜ କରି ସାମାଜିକ ଦୂରତା ରକ୍ଷା ପୂର୍ବକ ପ୍ରଭୁ ନୃସିଂହନାଥଙ୍କୁ ଦର୍ଶନ କରିଥିଲେ । ମନ୍ଦିର ଭିତରକୁ ଧୂପ,ଦୀପ,ଫୁଲ ଇତ୍ୟାଦି ନେବା ଉପରେ ବାରଣ କରାଯାଇଛି । ସେହିଭଳି ବିଭିନ୍ନ କୁଣ୍ତ ମାନଙ୍କରେ ସ୍ନାନ କରିବା ପାଇଁ ମଧ୍ୟ ବାରଣ ରହିଛି । ବୟସ୍କ ବ୍ୟକ୍ତି,ଛୋଟ ପିଲା,ଗର୍ଭବତୀ ମହିଳା ଏବଂ ରୋଗାଗ୍ରସ୍ତ ବ୍ୟକ୍ତିମାନଙ୍କୁ କୋଭିଡ ନିୟମ ପାଳନ ସହିତ ମାକ୍ସ ବ୍ଯବହାର,ହାତ ସାନିଟାଇଜ୍,ସାମାଜିକ ଦୂରତା ରକ୍ଷା ଉପରେ ମନ୍ଦିର ପ୍ରଶାସନ ତରଫରୁ ମାଇକ୍ରୋଫୋନ୍ ଯୋଗ ସଚେତନ କରାଯାଉଅଛି ।

ପୋଲିସ ବାହିନୀ ଏବଂ ସ୍ବେଚ୍ଛାସେବୀ ମାନେ ବିଭିନ୍ନ ସ୍ଥାନରେ ରହି ଭକ୍ତ ମାନଙ୍କୁ ଦର୍ଶନ ବ୍ୟବସ୍ଥାରେ ସାହାଯ୍ୟ କରୁଛନ୍ତି । ଦୀର୍ଘ ଦିନ ପରେ ମନ୍ଦିର ଖୋଳା ଯାଇଥିବାରୁ ନୃସିଂହନାଥ ମହାପ୍ରଭୁଙ୍କୁ ଦର୍ଶନ କରି ଭକ୍ତ ମାନେ ଖୁସି ବ୍ଯକ୍ତ କରିଛନ୍ତି । ଏହି ଅବସରରେ ପାଇକମାଲ ବିଡିଓ ତଥା ମନ୍ଦିର ଟ୍ରଷ୍ଟ ସୁରେନ୍ଦ୍ର ମେହେର,ପାଇକମାଲ ତହସିଲଦାର ମନୋଜ କୁମାର ମେହେର,ପାଇକମାଲ ଆଇଆଇସି ବିଶ୍ବଜିତ ମନବୋଧ,ଉପଖଣ୍ତ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପୂର୍ଣ୍ଣ ଚନ୍ଦ୍ର ପାଣିଗ୍ରାହୀ,ମନ୍ଦିର ପରିଚାଳନା କମିଟିର କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ । (ରିପୋର୍ଟ – ନିରୋଜ କୁମାର ପାଣୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

June 15, 2026
ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

June 15, 2026
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ

ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ

June 15, 2026
ଦିଘାରୁ ହଟିଲା ‘ଧାମ’ ଶବ୍ଦ : ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

ଦିଘାରୁ ହଟିଲା ‘ଧାମ’ ଶବ୍ଦ : ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

June 15, 2026
ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version