• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଋାସ୍ତାକଡ଼ରୁ କ୍ଷୁଦ୍ର ପରିବା ବ୍ୟବସାୟୀଙ୍କୁ ଉଚ୍ଛେଦ

Proprietor Abhimanyu Maharana by Proprietor Abhimanyu Maharana
January 6, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଋାସ୍ତାକଡ଼ରୁ କ୍ଷୁଦ୍ର ପରିବା ବ୍ୟବସାୟୀଙ୍କୁ ଉଚ୍ଛେଦ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୬ ଜାନୁଆରୀ ବୁଧବାର ) ହିଞ୍ଜିଳିକାଟୁ :- ହିଞ୍ଜିଳିକାଟୁ ପୌରାଂଚଳ ପରିବା ବଜାରର ଉଭୟ ପ୍ୱାଶ୍ୱର୍ ରାସ୍ତାରେ ବସି ସ୍ଥାନୀୟ ଅଂଚଳର କ୍ଷୁଦ୍ର ପରିବା ବ୍ୟବସାୟୀ ମାନେ ବେପାର ବଣିଜ କରି ଆସୁଥିଲେ । ସଂପୃକ୍ତ ରାସ୍ତାଟି ୩୬ନଂ ରାଜ୍ୟ ରାଜପଥ ହିଞ୍ଜିଳିକାଟୁ ବିଜୁ ପଟ୍ଟନାୟକ ଛକ ଠାରୁ ତରାତାରିଣୀ ଛକ ପର୍ଯ୍ୟନ୍ତ ଲମ୍ବି ରହିଛି । ଉକ୍ତ ରାସ୍ତା ଦେଇ ସରକାରୀ ବୃନ୍ଦାବନ ବିଦ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟକୁ ଶିକ୍ଷାର୍ଥୀ ମାନେ ଯାତାୟତ କରିବା ସହ ସ୍ଥାନୀୟ ଡ଼ାକଘର ଓ ହିଞ୍ଜିଳି ଗ୍ରାମ ସମେତ ତରାତାରିଣୀ ମନ୍ଦିର ଓ ନିକଟସ୍ଥ ଖରିଡ଼ା, ଆଲପୁର, ସିକିରି, ରାଳବ, ଶାସନଆମ୍ବଗାଁ, ବାଦିଆମ୍ବଗାଁ, ନନ୍ଦିକ, ପୁଟିଆପଦର, ଦିଗାପଡ଼ା, ବୁରୁତୁଳୁ, ପୁରୁଷୋତମପୁର, ଅନ୍ତରିଗାଁ ସମେତ ବିଭିନ୍ନ ଗ୍ରାମକୁ ସଂପୃକ୍ତ ରାସ୍ତା ସଂଯୋଗ ହୋଇଅଛି । ଉକ୍ତ ରାସ୍ତା ଦେଇ ପ୍ରତ୍ୟହ ବହୁ ଛୋଟବଡ଼ ଯାତ୍ରୀ ପରିବହନ ଓ ମାଲ ପରିବହନକାରୀ ଯାନବାହନ ଯାତାୟତ କରିଥାନ୍ତି । ପରିବା ବଜାର ପ୍ୱାଶ୍ୱର୍ରେ କ୍ଷୁଦ୍ର ପରିବା ଚାଷୀ ମାନେ ନିଜ ନିଜର ବ୍ୟବସାୟ କରିବା ଦ୍ୱାରା ସଂପୃକ୍ତ ରାଜ୍ୟ ରାଜପଥ ସଂକୀର୍ଣ୍ଣ ହୋଇପଡ଼ିବା ସହ ବହୁ ସମୟରେ ଗୁରୁତର ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଅଛି । ଘଟଣା ନେଇ ବିଭିନ୍ନ ଗଣମାଧ୍ୟମରେ କବର ପ୍ରକାଶିତ ହେବା ପରେ ପୌର ପ୍ରଶାସନ ପକ୍ଷରୁ ସଂପୃକ୍ତ ବ୍ୟବସାୟୀଙ୍କୁ ଉଚ୍ଛେଦ କରାଯାଇ ପରିବା ବଜାର ପଛପଟ ଲକ୍ଷ୍ମୀ ପଡ଼ିଆ ମଧ୍ୟରେ ବ୍ୟବସାୟ କରିବା ସକାଶେ ଅନୁରୋଧ

କରାଯାଇଥିଲା । କିଛି କ୍ଷୁଦ୍ର ବ୍ୟବସାୟୀ ଲକ୍ଷ୍ମୀ ପଡ଼ିଆ ମଧ୍ୟରେ ବ୍ୟବସାୟ ଆରମ୍ଭ କରିଥିଲେ ମଧ୍ୟ ସମସ୍ତ କ୍ଷୁଦ୍ର ଚାଷୀ ସଂପୃକ୍ତ ସ୍ଥାନରେ ବ୍ୟବସାୟ ନକରିବାରୁ ଲକ୍ଷ୍ମୀ ପଡ଼ିଆ ମଧ୍ୟରେ ବ୍ୟବସାୟ କରୁଥିବା କ୍ଷୁଦ୍ର ଚାଷୀଙ୍କ ଆଶାଜନକ ବ୍ୟବସାୟ ନହେବାରୁ ପୂର୍ବ ସ୍ଥାନରେ ବ୍ୟବସାୟ କରିବା ନେଇ ଗତ ଡ଼ିସେମ୍ବର ୧୮ ତାରିଖରେ ସ୍ଥାନୀୟ ଅଂଚଳର କ୍ଷୁଦ୍ର ପରିବା ବ୍ୟବସାୟୀ ମାନେ ୫ଦଫା ଦାବିରେ ଏକ ଶୋଭାଯାତ୍ରା କରିବା ସହ ପୌର କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପଦର୍ଶନ କରିଥିଲେ । ପରବର୍ତି ସମୟରେ ସଂପୃକ୍ତ କ୍ଷୁଦ୍ର ଚାଷୀ ମାନେ ପରିବା ବଜାର ରାସ୍ତା ପ୍ୱାଶ୍ୱର୍ରେ ପୁର୍ନବାର ନିଜ ନିଜର ବ୍ୟବସାୟ ଆରମ୍ଭ କରିଥିଲେ । ଯଦ୍ୱାରା ରାସ୍ତା ସଂକୀର୍ଣ୍ଣ ହୋଇ ପଡ଼ିବା ସହ ଗୁରୁତର ଟ୍ରାଫିକ ସମସ୍ୟା ସୃଷ୍ଟି ହେଲା । ବୁଧବାର ପୂର୍ବାହ୍ନରେ ପୌର ଓ ପୁଲିସ ପ୍ରଶାସନର ମିଳିତ ସହଯୋଗରେ ସ୍ଥାନୀୟ ଅଂଚଳର କ୍ଷୁଦ୍ର ପରିବା ବ୍ୟବସାୟୀଙ୍କୁ ସଂପୃକ୍ତ ସ୍ଥାନରୁ ଉଚ୍ଛେଦ କରାଯାଇ ପରିବା ବଜାର ପଛପଟ ଲକ୍ଷ୍ମୀ ପଡ଼ିଆକୁ ସ୍ଥାନାନ୍ତରିତ କରାଯାଇଥିଲା । ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ. ମନୋରଞ୍ଜନ ସାହୁ, ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସଙ୍କ ସମେତ ପୌର ଓ ପୁଲିସ କର୍ମଚାରୀ ବୃନ୍ଦ ଉଚ୍ଛେଦ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ । ( ରିପୋର୍ଟ : ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

Navi Mumbai’s Kharghar Jagannath Temple Hosts Rath Yatra

July 18, 2026
ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

July 18, 2026
ରାୟପୁର ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ଆୟୋଜନ

ବିଶାଖାପାଟଣାଠାରେ ରଥଯାତ୍ରା ଆୟୋଜନ

July 18, 2026
ରାୟପୁର ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ଆୟୋଜନ

Vizag Jagannath Temple Celebrates Car Festival with Grandeur

July 18, 2026

Recent News

ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

Navi Mumbai’s Kharghar Jagannath Temple Hosts Rath Yatra

July 18, 2026
ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

July 18, 2026
ରାୟପୁର ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ଆୟୋଜନ

ବିଶାଖାପାଟଣାଠାରେ ରଥଯାତ୍ରା ଆୟୋଜନ

July 18, 2026
ରାୟପୁର ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ଆୟୋଜନ

Vizag Jagannath Temple Celebrates Car Festival with Grandeur

July 18, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

Navi Mumbai’s Kharghar Jagannath Temple Hosts Rath Yatra

July 18, 2026
ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

July 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version