• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଏକାଡେମୀ ସଭ୍ଯ ରବି ରତନଙ୍କୁ ଅଭିନନ୍ଦନ – ପଦ୍ମପୁର

Proprietor Abhimanyu Maharana by Proprietor Abhimanyu Maharana
January 6, 2021
in ଓଡ଼ିଶା, ବରଗଡ଼, ହୋମ୍
0
ଏକାଡେମୀ ସଭ୍ଯ ରବି ରତନଙ୍କୁ ଅଭିନନ୍ଦନ – ପଦ୍ମପୁର
Share on FacebookShare on TwitterWhatsapp

 ଓଡ଼ିଶା ତାଜା ନ୍ୟୁଜ୍ ( ୬ ଜାନୁଆରୀ ବୁଧବାର ) ପଦ୍ମପୁର :- ଓଡିଶା ସଙ୍ଗୀତ ନାଟକ ଏକାଡେମୀର ପୂର୍ନ ଗଠିତ ସାଧାରଣ ପରିଷଦରେ ବରଗଡ଼ ଜିଲ୍ଲା ପାଇଁ ଶ୍ରୀ ରବି ରତନ ସାହୁଙ୍କୁ ସଭ୍ଯ ଭାବେ ମନୋନୀତ କରାଯାଇ ଥିବାରୁ କଳାକାର ତଥା ବୁଦ୍ଧିଜୀବୀ ମହଲରେ ଖୁସିର ଲହରୀ ଖେଳି ଯାଇଛି । ଗାଇସିଲେଟ ସ୍ଥିତ ବୁରୋମୁଣ୍ତାରେ ଜନ୍ମିତ ଶ୍ରୀ ସାହୁ ଫୋକ୍ ଏକାଡେମୀର ପ୍ରତିଷ୍ଠା ସଂପାଦକ ଅଟନ୍ତି । ଭୁବନେଶ୍ବରରେ ନୁଆଁଖାଇ ଭେଟଘାଟ ର ଆୟୋଜନ,ଦିଲ୍ଲୀରେ ” ମ୍ଯୁଜିକ୍ ଟ୍ରି ” ର ଉପସ୍ଥାପନା,”ଡଙ୍ଗର୍ ଉପରେ କରମାଁ ତଥା ଏପରି ଅନେକ କାର୍ଯ୍ୟକ୍ରମକୁ ନେଇ ସେ ରାଜ୍ୟ ତଥା ଜାତୀୟ ସ୍ତରରେ ବେଶ ଚର୍ଚ୍ଚିତ ।

ଉଲ୍ଲେଖ୍ଯ ଯେ ତାଙ୍କୁ କେନ୍ଦ୍ର ସରକାରଙ୍କ ତରଫରୁ ବିତ୍ସମିଲ୍ଲା ଖାଁ ଯୁବ ସମ୍ମାନ ମିଳିବା ସହିତ ସେ ଜାତୀୟ ବୁତ୍ତି ଚୟନ କ୍ଷେତ୍ରରେ ଅନେକ ଥର ବିଚାରକ ଦାୟିତ୍ୱ ତୁଲାଇ ଆସୁଛନ୍ତି । ଏକାଡେମୀର ସଭ୍ଯ ହେବା ପରେ,ପଦ୍ମପୁରର ” ଲୁ ” ଅବର୍ଣ୍ଣିଗୁଁଡା ନାଟ୍ଯ ସଂସଦ,ସାଂସ୍କୃତିକ,ସଙ୍ଗୀତ ସମିତି,ଏବିସିଡି,ବୀର ସୁରେନ୍ଦ୍ର ସାଏ ସାହିତ୍ୟ ଓ ସାଂସ୍କୃତିକ ପରିଷଦ,ଆଗାମୀ ସାହିତ୍ୟ ସଂସଦ,ମେହେର କବି ସ୍ମୃତି ପରିଷଦ,ଗୁରୁ ପ୍ରକାଶନୀ ଏବଂ ଅନ୍ୟାନ୍ୟ ସାମାଜିକ ତଥା ସାଂସ୍କୃତିକ ଅନୁଷ୍ଠାନ ତରଫରୁ ଅଭିନନ୍ଦନ ଜ୍ଞାପନ କରାଯାଇଛି । ଶ୍ରୀ ସାହୁ ଏଇ ପଦବୀରେ ତିନି ବର୍ଷ ଧରି ଦାୟିତ୍ୱ ତୁଲାଇବେ । (ରିପୋର୍ଟ – ନିରୋଜ କୁମାର ପାଣୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

June 15, 2026
ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

June 15, 2026
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ

ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ

June 15, 2026
ଦିଘାରୁ ହଟିଲା ‘ଧାମ’ ଶବ୍ଦ : ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

ଦିଘାରୁ ହଟିଲା ‘ଧାମ’ ଶବ୍ଦ : ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

June 15, 2026
ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version