• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆର ଉଦୟଗିରି ବ୍ଲକ ଅନ୍ତର୍ଗତ ଛେଳିଗଡ଼ ମୁଖ୍ୟ ସେତ ପ୍ରକଳ୍ପ ବିସ୍ଥାପିତଙ୍କ ଲାଗି ମହେନ୍ଦ୍ରଗଡରେ ଆଇ ସି ଆଇ ସି ଆଇ ବ୍ୟାଙ୍କ ଉଦଘାଟିତ 

Proprietor Abhimanyu Maharana by Proprietor Abhimanyu Maharana
January 7, 2021
in ଓଡ଼ିଶା, ଗଜପତି, ହୋମ୍
0
ଆର ଉଦୟଗିରି ବ୍ଲକ ଅନ୍ତର୍ଗତ ଛେଳିଗଡ଼ ମୁଖ୍ୟ ସେତ ପ୍ରକଳ୍ପ ବିସ୍ଥାପିତଙ୍କ ଲାଗି ମହେନ୍ଦ୍ରଗଡରେ ଆଇ ସି ଆଇ ସି ଆଇ ବ୍ୟାଙ୍କ ଉଦଘାଟିତ 
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୭ ଜାନୁଆରି ,ଗୁରୁବାର ) ପାରଳାଖେମୁଣ୍ଡି :-  ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ ଅଧିନସ୍ଥ ଛେଳିଗଡ଼ ମୁଖ୍ୟ ସେତ ପ୍ରକଳ୍ପ କାର୍ଯ୍ୟାଳୟ ପରିସରରେ ଆଇସିଆଇସି ଆଇ ବ୍ୟାଙ୍କ ତରଫରୁ ଏକ ସହାୟତା କେନ୍ଦ୍ର ଓ ପ୍ରକଳ୍ପ ଦ୍ୱାରା ବିଜ୍ଞାପିତ ଜନସଧାରଣଙ୍କ ସକାଶେ ଏକ ପ୍ରତୀକ୍ଷାଳୟର ଉଧଘାଟନ ଉତ୍ସବର ଆୟୋଜନ କରାଯାଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ଦାଶରଥି ଗମାଙ୍ଗ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଧଘାଟନ କରିଥିଲେ । ସମ୍ମାନୀୟ ଅତିଥି ରୂପେ ମୁଖ୍ୟ ଯନ୍ତ୍ରୀ ତଥା ଅବବାହିକା ପରିଚାଳକ ବିଜୟ କୁମାର ମିଶ୍ର , ଅତିରିକ୍ତ ଜିଲ୍ଲାପାଳ ତଥା ସ୍ୱତନ୍ତ୍ର ଜମି ଅଧିଗ୍ରହଣ ତଥା ପୁନର୍ବାସ ଓ ଥଇଥାନ ଅଧିକାରୀ , ମହେନ୍ଦ୍ରଗଡ ରାଜେନ୍ଦ୍ର କୁମାର ରଞ୍ଜିତ , ଛେଳିଗଡ଼ ମୁଖ୍ୟ ସତ ପ୍ରକଳ୍ପ ନିର୍ବାହୀ ଯନ୍ତ୍ରୀ ନଗେନ୍ଦ୍ର ନାଥ , ଆର.ଉଦୟଗିରି ଗୋଷ୍ଠି ଉନୟନ ଅଧିକାରୀ ପ୍ରଦୀପ କୁମାର ନାୟକ ଓ ରଣଜିତ ନାୟକ ଏବଂ ଆର.ଉଦୟଗିରି ତହସିଲଦାର ସ୍ମୁତି ରଞ୍ଜନ ଶତପଥି ପ୍ରମୁଖ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ । ଏବଂ ଏହି ସହାୟକ କେନ୍ଦ୍ର ଖୋଲିବା ଦ୍ୱାରା ଛେଳିଗଡ଼ ମୁଖ୍ୟ ସେତ ପ୍ରକଳ୍ପ ଦ୍ୱାରା ବିସ୍ଥାପିତ ହୋଇଥିବା ଜନସାଧାରଙ୍କ ସକାଶେ ଏହା ଏକ ଭଲ ପଦକ୍ଷେପ ହେବ ବୋଲି ବିଜ୍ଞାପିତ ବାସିନ୍ଦା ମାନେ ମତ ପ୍ରକାଶ କରିଥିଲେ ।(ରିପୋର୍ଟ – ଗରୁଡ଼ ଧ୍ୱଜ ଚୌଧୁରୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

Navi Mumbai’s Kharghar Jagannath Temple Hosts Rath Yatra

July 18, 2026
ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

July 18, 2026
ରାୟପୁର ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ଆୟୋଜନ

ବିଶାଖାପାଟଣାଠାରେ ରଥଯାତ୍ରା ଆୟୋଜନ

July 18, 2026
ରାୟପୁର ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ଆୟୋଜନ

Vizag Jagannath Temple Celebrates Car Festival with Grandeur

July 18, 2026

Recent News

ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

Navi Mumbai’s Kharghar Jagannath Temple Hosts Rath Yatra

July 18, 2026
ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

July 18, 2026
ରାୟପୁର ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ଆୟୋଜନ

ବିଶାଖାପାଟଣାଠାରେ ରଥଯାତ୍ରା ଆୟୋଜନ

July 18, 2026
ରାୟପୁର ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ଆୟୋଜନ

Vizag Jagannath Temple Celebrates Car Festival with Grandeur

July 18, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

Navi Mumbai’s Kharghar Jagannath Temple Hosts Rath Yatra

July 18, 2026
ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

July 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version