• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆର୍ଥିକ ଅନୁଦାନକୁ ସଂପୂର୍ଣ୍ଣ ବିନିଯୋଗ କରି କୃଷକ ମାନଙ୍କ ଆୟ ବୃଦ୍ଧି କରିବା ଉପରେ ଗୁରୁତ୍ୱ – ମନ୍ତ୍ରୀ ଡ. ସାହୁ 

Proprietor Abhimanyu Maharana by Proprietor Abhimanyu Maharana
January 8, 2021
in ଓଡ଼ିଶା, ମହାନଗର, ହୋମ୍
0
ଆର୍ଥିକ ଅନୁଦାନକୁ ସଂପୂର୍ଣ୍ଣ ବିନିଯୋଗ କରି କୃଷକ ମାନଙ୍କ ଆୟ ବୃଦ୍ଧି କରିବା ଉପରେ ଗୁରୁତ୍ୱ – ମନ୍ତ୍ରୀ ଡ. ସାହୁ 
Share on FacebookShare on TwitterWhatsapp

ମୃତ୍ତିକା ସଂରକ୍ଷଣ ଓ ଜଳଛାୟା ଉନ୍ନୟନର ପ୍ରକଳ୍ପ ନିର୍ଦ୍ଦେଶକମାନଙ୍କର ସମୀକ୍ଷା  ‘ରାଜ୍ୟ ସରକାର ଫାର୍ମ ପଣ୍ଡ ଖନନକୁ ପ୍ରାଥମିକତା ପ୍ରଦାନ କରୁଛନ୍ତି’ ‘ ୫-‘ଟି’କୁ କଡ଼ାକଡ଼ି ଭାବରେ ପାଳନ କରି ହିତାଧିକାରୀ ଚୟନରେ ସ୍ୱଚ୍ଛତା ସହ ସମସ୍ତ ସୁବିଧା ଓ ପ୍ରୋତ୍ସାହନ ଦେବା ପାଇଁ ଯନିବାନ ହୁଅନ୍ତୁ’ : ମନ୍ତ୍ରୀ ଡ. ସାହୁ 

ଓଡ଼ିଶା ତାଜା ନ୍ୟୁଜ୍ (୮ ଜାନୁଆରୀ ଶୁକ୍ରବାର ) ଭୁବନେଶ୍ଵର :- ମୃତ୍ତିକା ସଂରକ୍ଷଣ ଓ ଉ ପଲବ୍ଧ ଜଳରାଶିର ସୁବିନିଯୋଗ କୃଷି କ୍ଷେତ୍ରରେ ଅଧିକ ଉତ୍ପାଦନ ଓ କୃଷକମାନଙ୍କର ଆୟବୃଦ୍ଧିର ଏକ ଗୁରୁତ୍ୱ ପୂର୍ଣ୍ଣ ମାଧ୍ୟମ । ଫାର୍ମ ପଣ୍ଡ ଯୋଜନା କୃଷି ସହିତ ଆନୁଷଙ୍ଗିକ କୃଷିକ୍ଷେତ୍ରରେ ଆୟବୃଦ୍ଧି ଦିଗରେ ବିଶେଷ ସହାୟକ ହୋଇ ପାରୁଥିବାରୁ ରାଜ୍ୟ ସରକାର ଫାର୍ମ ପଣ୍ଡ ଖନନକୁ ପ୍ରାଥମିକତା ପ୍ରଦାନ କରୁଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ପ୍ରବର୍ତ୍ତିତ ୫-‘ଟି’କୁ କଡ଼ାକଡ଼ି ଭାବେ ଅନୁ ପାଳନ କରି ହିତାଧିକାରୀ ଚୟନରେ ସଂ ପୂର୍ଣ୍ଣ ସ୍ୱଚ୍ଛତା ଅବଲମ୍ବନ ଏବଂ ହିତାଧିକାରୀଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଉଥିବା ସମସ୍ତ ସୁବିଧା ଓ ପ୍ରୋତ୍ସାହନ ଯୋଗାଇଦେବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂ ପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ନିର୍ଦ୍ଦେଶ ଦେଇଛନ୍ତି ।

ଆଜି କୃଷି ଭବନଠାରେ ୩୦ଟି ଜିଲ୍ଲାର ମୃତ୍ତିକା ସଂରକ୍ଷଣ ଓ ଜଳଛାୟା ଉନ୍ନୟନର ପ୍ରକଳ୍ପ ନିର୍ଦ୍ଦେଶକମାନଙ୍କର ସମୀକ୍ଷା ବୈଠକରେ ଯୋଗଦେଇ ମନ୍ତ୍ରୀ ଡ. ସାହୁ ମୃତ୍ତିକା ସଂରକ୍ଷଣ ଓ ଜଳଛାୟା ଉନ୍ନୟନର ପ୍ରକଳ୍ପ ନିର୍ଦ୍ଦେଶକ ମାନେ ନିୟମିତ କ୍ଷେତ୍ର ପରିଦର୍ଶନ କରି ଫାର୍ମ ପଣ୍ଡର ଧାର୍ଯ୍ୟ ଲକ୍ଷ୍ୟ ପୂରଣ କରିବା ନିମନ୍ତେ କହିଛନ୍ତି । ଫାର୍ମ ପଣ୍ଡ ଯୋଜନାରେ ମିଳୁଥିବା ଆବେଦନଗୁଡ଼ିକ ଠିକ୍‌ ସମୟରେ ଯାଞ୍ଚ ଓ ହିତାଧିକାରୀ ଚୟନ ଉ ପରେ ମନ୍ତ୍ରୀ ଡ. ସାହୁ ଗୁରୁତ୍ୱ ଦେଇଥିଲେ । ଚଳିତ ବର୍ଷ ନିମନ୍ତେ ବିଭିନ୍ନ ଯୋଜନାରେ ମିଳିଥିବା ଆର୍ଥିକ ଅନୁଦାନକୁ ସଂ ପୂର୍ଣ୍ଣ ବିନି ଯୋଗ କରି କୃଷକ ମାନଙ୍କ ଆୟବୃଦ୍ଧି କରିବା ପାଇଁ ମନ୍ତ୍ରୀ କହିଥିଲେ । ଉତ୍ତମ ପ୍ରଦର୍ଶନ କରୁଥିବା କର୍ମଚାରୀ ଓ ସଫଳ ହିତାଧିକାରୀମାନଙ୍କୁ ନୂତନ ଜ୍ଞାନକୌଶଳ ଓ ପଦ୍ଧତି ଜାଣିବା ନିମନ୍ତେ ଅନ୍ୟ ରାଜ୍ୟକୁ ପରିଦର୍ଶନରେ ପଠାଇବା ପାଇଁ ମନ୍ତ୍ରୀ ଡ. ସାହୁ କହିଥିଲେ ।

ଏଥି ସହିତ ଅଧିକାରୀ ମାନେ ଭର୍ମିକେ ̧ାଷ୍ଟ ଓ ବାୟୋଫର୍ଟିଲାଇଜର ସଠିକ ଯୋଗାଣ ଓ ଏହାର ମାନ ପରୀକ୍ଷଣ ଉ ପରେ ସର୍ବଦା ଗୁରୁତ୍ୱ ଦେବା ପାଇଁ କହିଥିଲେ । ଫାର୍ମ ପଣ୍ଡ ଓ ଚେକ୍‌ଡ୍ୟାମ୍‌ କରୁଥିବା ହିତାଧିକାରୀଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ପ ̧ସେଟ୍‌, ସ୍ପ୍ରେୟର, ସୌର ଜଳନିଧି ଆଦି ଅଗ୍ରାଧିକାର ଭିତ୍ତିରେ ଯୋଗାଇ ଦିଆଯାଉଥିବାରୁ ହିତାଧିକାରୀ ମାନେ ଏହାର ଲାଭ ଉଠାଇବା ପାଇଁ ମନ୍ତ୍ରୀ ଡ. ସାହୁ କହିଥିଲେ । ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ସୌରଭ ଗର୍ଗ ଜଳ ସୁ ପରିଚାଳନା ଓ ସୁବିନିଯୋଗ ଦିଗରେ ଅଧିକାରୀମାନେ ଅନ୍ୟ ସଂ ପୃକ୍ତ ବିଭାଗ ସହିତ ଉ ପଯୁକ୍ତ ସମନ୍ୱୟ ରଖି କାର୍ଯ୍ୟକରିବାକୁ କହିଥିଲେ । ବିଭାଗ ପକ୍ଷରୁ ପ୍ରଣୟନ କରାଯାଇଥିବା ଟୋଲ୍‌ ଫି୍ର ମୋବାଇଲ୍‌ ସୂଚନା ଆ ପ୍‌ ‘ଆମ  କୃଷି’ କୃଷକମାନଙ୍କର ସମସ୍ୟା ସମାଧାନ ଦିଗରେ ସହାୟକ ହୋଇ ପାରିଛି ବୋଲି ସେ କହିଥିଲେ ।

ଏଥି ସହିତ ଗ୍ରାମ ପଞ୍ଚାୟତ ଓ ବ୍ଲକ୍‌ସ୍ତରରେ ଅନୁଷ୍ଠିତ ସାପ୍ତାହିକ ଓ ପାକ୍ଷିକ ବୈଠକରେ ଅଧିକାରୀମାନେ ନିୟମିତ ଯୋଗଦେଇ କ୍ଷେତ୍ରସ୍ତରରେ ଚାଷୀମାନଙ୍କର ସମସ୍ୟାର ସମାଧାନ ପାଇଁ ନିର୍ଦ୍ଦେଶ ଦେଇଥିଲେ । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡ. ଏମ୍‌. ମୁଥୁକୁମାର, ଉଦ୍ୟାନକୃଷିର ନିର୍ଦ୍ଦେଶକ ଶ୍ରୀ ରୋହିତ କୁମାର ଲେଙ୍କା, ଫଳ ଓ ପନି ପରିବା ଏବଂ ଅର୍ଥକରୀ ଫସଲ ଚାଷ ଓ ସମନ୍ୱିତ କୃଷି କାର୍ଯ୍ୟ ଦିଗରେ ଜଳଛାୟା ଉନ୍ନୟନ ବିଶେଷ ଲାଭଦାୟକ ହୋଇ ପାରିବ ବୋଲି କହିଥିଲେ । ମୃତ୍ତିକା ସଂରକ୍ଷଣ ଓ ଜଳଛାୟା ଉନ୍ନୟନର ନିର୍ଦ୍ଦେଶକ ଶ୍ରୀ ହେମନ୍ତ କୁମାର ପଣ୍ଡା ନିର୍ଦ୍ଦେଶାଳୟ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ଯୋଜନା ସଂ ପର୍କରେ ଆଲୋଚନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜାତୀୟ ଅନସୁଚୀତ ଜନଜାତି ଆୟୋଗ ଙ୍କ ପୁରୀ ଜିଲ୍ଲା ଗସ୍ତ

ଜାତୀୟ ଅନସୁଚୀତ ଜନଜାତି ଆୟୋଗ ଙ୍କ ପୁରୀ ଜିଲ୍ଲା ଗସ୍ତ

September 8, 2026
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ

ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ

September 8, 2026
ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ୨୦୨୬ରେ ଓଡ଼ିଶାର ଉଲ୍ଲେଖନୀୟ ସଫଳତା; ରାଉରକେଲା ଓ କଳିଙ୍ଗନଗରକୁ ଜାତୀୟ ସ୍ତରରେ ପ୍ରଥମ ସ୍ଥାନ

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ୨୦୨୬ରେ ଓଡ଼ିଶାର ଉଲ୍ଲେଖନୀୟ ସଫଳତା; ରାଉରକେଲା ଓ କଳିଙ୍ଗନଗରକୁ ଜାତୀୟ ସ୍ତରରେ ପ୍ରଥମ ସ୍ଥାନ

September 8, 2026
Strengthening Odisha’s Power Transmission Infrastructure: A New Era of Confidence in Power System of Odisha

Strengthening Odisha’s Power Transmission Infrastructure: A New Era of Confidence in Power System of Odisha

September 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜାତୀୟ ଅନସୁଚୀତ ଜନଜାତି ଆୟୋଗ ଙ୍କ ପୁରୀ ଜିଲ୍ଲା ଗସ୍ତ

ଜାତୀୟ ଅନସୁଚୀତ ଜନଜାତି ଆୟୋଗ ଙ୍କ ପୁରୀ ଜିଲ୍ଲା ଗସ୍ତ

September 8, 2026
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ

ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ

September 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version