• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସରକାରଙ୍କ ବିଭିନ୍ନ ଯୋଜନା ସଂପର୍କରେ ଚାଷୀଙ୍କୁ ସଚେତନ କରିବା ଉପରେ – ମନ୍ତ୍ରୀଙ୍କ ଗୁରୁତ୍ୱ

Proprietor Abhimanyu Maharana by Proprietor Abhimanyu Maharana
January 9, 2021
in ଓଡ଼ିଶା, ମହାନଗର, ହୋମ୍
0
ସରକାରଙ୍କ ବିଭିନ୍ନ ଯୋଜନା ସଂପର୍କରେ ଚାଷୀଙ୍କୁ ସଚେତନ କରିବା ଉପରେ – ମନ୍ତ୍ରୀଙ୍କ ଗୁରୁତ୍ୱ
Share on FacebookShare on TwitterWhatsapp

କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଯନ୍ତ୍ରୀମାନଙ୍କର ସମୀକ୍ଷା ବୈଠକ ‘କୃଷି କ୍ଷେତ୍ରରେ ଅଧିକ ଯାନ୍ତ୍ରିକୀକରଣର ଆବଶ୍ୟକତା ରହିଛି’ ‘ସମସ୍ତ ବ୍ଲକ୍‌ରେ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଉଦ୍ୟୋଗୀ ସୃଷ୍ଟି କରିବା ଦିଗରେ ଅଧିକ ତତ୍ପରତା ପ୍ରକାଶ କରନ୍ତୁ’ –  ମନ୍ତ୍ରୀ ଡ. ସାହୁ

ଓଡ଼ିଶା ତାଜା ନ୍ୟୁଜ୍ (୦୯ ଜାନୁଆରୀ ଶନିବାର ) ଭୁବନେଶ୍ୱର :- କ୍ରମବର୍ଦ୍ଧିଷ୍ଣୁ ଖାଦ୍ୟଶସ୍ୟର ଚାହିଦା ମେଣ୍ଟାଇବା ପାଇଁ କୃଷି କ୍ଷେତ୍ରରେ ଅଧିକ ଯାନ୍ତ୍ରିକୀକରଣର ଆବଶ୍ୟକତା ରହିଛି । ଏହା ଦ୍ୱାରା ସୀମିତ ଜମିରେ ଅଧିକ ଫସଲ ଉତ୍ପାଦନ କରିହେବ । ଚାଷଜମିକୁ ଜଳସେଚନ ପାଇଁ ରାଜ୍ୟ ସରକାର ପ୍ରାଥମିକତା ପ୍ରଦାନ କରୁଛନ୍ତି । ଏହି ପରିେ ପ୍ରକ୍ଷୀରେ କୃଷି ବିଭାଗରେ କାର୍ଯ୍ୟରତ ଯନ୍ତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ପ୍ରବର୍ତ୍ତିତ ୫-‘ଟି’କୁ କଡ଼ାକଡ଼ି ଭାବେ ଅନୁ ପାଳନ କରି ଜଳସେଚନର ସୁବିଧା ନିମନ୍ତେ ‘ଜଳନିଧି’ ଏବଂ ‘ସୌରଜଳନିଧି’ ଯୋଜନା ଓ ‘ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା’ରେ ଅଧିକରୁ ଅଧିକ ହିତାଧିକାରୀଙ୍କୁ ସାମିଲ କରି ଦିଆଯାଇଥିବା ଧାର୍ଯ୍ୟ ଲକ୍ଷ୍ୟ ପୂରଣ କରିବା ପାଇଁ କୃଷି ଓ କୃଷି ସଶକ୍ତିକରଣ ମତ୍ସ୍ୟ ଓ ପ୍ରାଣୀସଂ ପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ନିର୍ଦ୍ଦେଶ ଦେଇଛନ୍ତି । ଆଜି କୃଷି ଭବନଠାରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ କାର୍ଯ୍ୟରତ ନିର୍ବାହୀ ଯନ୍ତ୍ରୀ ଓ ସହକାରୀ ଯନ୍ତ୍ରୀମାନଙ୍କର ସମୀକ୍ଷା ବୈଠକରେ ଯୋଗଦେଇ ମନ୍ତ୍ରୀ ଡ. ସାହୁ କହିଛନ୍ତି ଯେ ସାଂ ପ୍ରତିକ ସ୍ଥିତିରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ପୁଞ୍ଜିନିବେଶର ବ୍ୟା ପକ ସୁଯୋଗ ରହିଛି ।

ଏହି ପରିେ ପ୍ରକ୍ଷୀରେ ରାଜ୍ୟର ସମସ୍ତ ୩୧୪ଟି ବ୍ଲକ୍‌ରେ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଉଦ୍ୟୋଗୀ ସୃଷ୍ଟି କରି ସେମାନଙ୍କୁ ସରକାରଙ୍କ ପକ୍ଷରୁ ଦିଆଯାଉଥିବା ସମସ୍ତ ସୁବିଧା ଓ ପ୍ରୋତ୍ସାହନ ଯୋଗାଇଦେବା ପାଇଁ କହିଛନ୍ତି । ଏହି ଯୋଜନାରେ ଅଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ମନ୍ତ୍ରୀ ଡ. ସାହୁ କହିଛନ୍ତି । ଯନ୍ତ୍ରୀମାନେ ସଦର ମହକୁମାରେ ରହିବା ସହିତ ମୁଖ୍ୟ ଜିଲ୍ଲା କୃଷି ଅଧିକାରୀମାନଙ୍କ ସହିତ ଉ ପଯୁକ୍ତ ସମନ୍ୱୟ ରକ୍ଷା କରି ଯୋଜନାଗୁଡ଼ିକୁ ରୂ ପାୟନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । କୃଷି ଯନ୍ତ୍ର ପାତିର ସଠିକ୍‌ ବ୍ୟବହାର ନିମନ୍ତେ ଚାଷୀମାନଙ୍କ ପ୍ରଶିକ୍ଷଣ ଓ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଆୟୋଜନ କରିବା ପାଇଁ ସେ କହିଥିଲେ । ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଣୀତ କୃଷି ନୀତି -୨୦୨୦ ‘ସମୃଦ୍ଧି’ ସଂ ପର୍କରେ ଚାଷୀମାନେ ଯେ ପରି ସଚେତନ ହୋଇ ଏହାର ଲାଭ ଉଠାଇ ପାରିବେ ସେଥି ପ୍ରତି ଅଧିକ ଗୁରୁତ୍ୱ ପ୍ରଦାନ କରିବା ପାଇଁ ମନ୍ତ୍ରୀ ଡ. ସାହୁ କହିଥିଲେ । ଚଳିତ ଆର୍ଥିକ ବର୍ଷ ନିମନ୍ତେ ଆବଣ୍ଟିତ ଅର୍ଥରାଶିକୁ ଧାର୍ଯ୍ୟ ସମୟ ମଧ୍ୟରେ ଖର୍ଚ୍ଚ କରି ବିନିଯୋଗ ପ୍ରମାଣ ପତ୍ର ବିଭାଗକୁ ପଠାଇବା ପାଇଁ କହିଥିଲେ । ଏଥି ସହିତ ‘ମୁଖ୍ୟମନ୍ତ୍ରୀ ଅଭିନବ କୃଷି ଯନ୍ତ୍ର ପାତି ସମ୍ମାନ’ ନିମନ୍ତେ ନିର୍ବାହୀ ଯନ୍ତ୍ରୀମାନେ ସ୍କି୍ରନିଂ କମିଟି ଗଠନ କରିବାକୁ ମନ୍ତ୍ରୀ ଡ. ସାହହୁ କହିଥିଲେ ।

ବୈଠକରେ ଯୋଗଦେଇ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ସୌରଭ ଗର୍ଗ ନିର୍ବାହୀ ଯନ୍ତ୍ରୀମାନଙ୍କୁ ପ୍ରତିମାସରେ କୃଷି ବିଜ୍ଞାନ କେନ୍ଦ୍ରର ସମନ୍ୱୟ ବୈଠକରେ ନିୟମିତ ଯୋଗଦେବା ପାଇଁ କହିଥିଲେ । ଏଥି ସହିତ ସହକାରୀ ଯନ୍ତ୍ରୀମାନେ ବ୍ଲକ୍‌ସ୍ତରରେ ଅନୁଷ୍ଠିତ ବୈଷୟିକ କମିଟି ବୈଠକରେ ଯୋଗଦେଇ ତୃଣମୂଳ ସ୍ତରରେ ସମସ୍ୟାର ସମାଧାନ ପାଇଁ କହିଥିଲେ । ଚାଷୀମାନଙ୍କର ସମସ୍ୟାର ତୁରନ୍ତ ସମାଧାନ ପାଇଁ ‘ଆମ କୃଷି’ ଟୋଲ୍‌ ଫି୍ର ନମ୍ବର ମୋବାଇଲ୍‌ ସୂଚନା ସେବାର ଅଧିକ ଉ ପଯୋଗ ପାଇଁ ମଧ୍ୟ ସେ କହିଥିଲେ । ସମୀକ୍ଷା ବୈଠକରେ ବିଭାଗୀୟ ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡ. ଏମ୍‌ ମୁଥୁକୁମାର ପ୍ରମୁଖ ମନରେଗାରେ କୂପଖନନ, ଭର୍ମିକମ୍ପୋଷ୍ଟ ଆଦି କରାଯାଉଥିବା କାର୍ଯ୍ୟର କଡ଼ାକଡ଼ି ତଦାରଖ ଓ ଫାର୍ମ ପଣ୍ଡ ଯୋଜନାର ନିୟମିତ ତଦାରଖ କରିବାକୁ ଯନ୍ତ୍ରୀମାନଙ୍କୁ କହିଥିଲେ । ସମୀକ୍ଷା ବୈଠକରେ ବିଭାଗୀୟ ମୁଖ୍ୟଯନ୍ତ୍ରୀଙ୍କ ସମେତ ସମସ୍ତ ଜିଲ୍ଲାର ସହକାରୀ ଓ ନିର୍ବାହୀ ଯନ୍ତ୍ରୀମାନେ ଯୋଗଦେଇଥିଲେ । 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କ୍ୟାବିନେଟ୍ ବୈଠକ : ୫ଟି ବିଭାଗର ୧୦ ଟି ପ୍ରସ୍ତାବ ଅନୁମୋଦିତ

କ୍ୟାବିନେଟ୍ ବୈଠକ : ୫ଟି ବିଭାଗର ୧୦ ଟି ପ୍ରସ୍ତାବ ଅନୁମୋଦିତ

June 9, 2026
ପରମ୍ପରାକୁ ବଞ୍ଚାଇ ରଖିବାକୁ ପରିବାରୁ ଅଭିଯାନ ଆରମ୍ଭ ହେଉ : ବାବୁ ସିଂ

ପରମ୍ପରାକୁ ବଞ୍ଚାଇ ରଖିବାକୁ ପରିବାରୁ ଅଭିଯାନ ଆରମ୍ଭ ହେଉ : ବାବୁ ସିଂ

June 8, 2026
ଶ୍ରମିକ କଂଗ୍ରେସର ତିନି ନେତାଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ଶ୍ରମିକ କଂଗ୍ରେସର ତିନି ନେତାଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

June 8, 2026
ଖୋର୍ଦ୍ଧାରୋଡ଼ ମଣ୍ଡଳରେ ବିଶ୍ୱ ପରିବେଶ ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ବିଶ୍ୱ ପରିବେଶ ଦିବସ ପାଳିତ

June 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କ୍ୟାବିନେଟ୍ ବୈଠକ : ୫ଟି ବିଭାଗର ୧୦ ଟି ପ୍ରସ୍ତାବ ଅନୁମୋଦିତ

କ୍ୟାବିନେଟ୍ ବୈଠକ : ୫ଟି ବିଭାଗର ୧୦ ଟି ପ୍ରସ୍ତାବ ଅନୁମୋଦିତ

June 9, 2026
ପରମ୍ପରାକୁ ବଞ୍ଚାଇ ରଖିବାକୁ ପରିବାରୁ ଅଭିଯାନ ଆରମ୍ଭ ହେଉ : ବାବୁ ସିଂ

ପରମ୍ପରାକୁ ବଞ୍ଚାଇ ରଖିବାକୁ ପରିବାରୁ ଅଭିଯାନ ଆରମ୍ଭ ହେଉ : ବାବୁ ସିଂ

June 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version